ପ୍ରମୂଖ ଖବର
  • କେନ୍ଦ୍ରମନ୍ତ୍ରୀ ଅମିତ ଶାହଙ୍କ ଦୁଇ ଦିନିଆ ଓଡ଼ିଶା ଗସ୍ତ ସ୍ଥଗିତ
  • ||
  • ରାଇକିଆ ଅଞ୍ଚଳରେ ହାତୀ ଉପଦ୍ରବ, ନଷ୍ଟ କରିଦେଲେ ଧାନଗଦା ଏବଂ ବଗିଚା
  • ||
  • ଭୂଆସୁଣୀ ଲ୍ୟାମ୍ପ୍ସରେ ଧାନ ମଣ୍ଡିର ଶୁଭ ଉଦ୍‌ଘାଟନ କଲେ ବାଙ୍ଗିରିପୋଷି ବିଧାୟିକା ସଂଞ୍ଜଳୀ ମୁର୍ମୁ
  • ||
  • ଭୁବନେଶ୍ୱର : ମନମୋହନ ସିଂହଙ୍କ ଦେହାନ୍ତ ପାଇଁ ପଥୋତ୍ସବ ବାତିଲ୍‌, ବିଏମ୍‌ସି ବୈଠକରେ ନୀରବ ପ୍ରାର୍ଥନା
  • ||
  • ଉଦଳା : ଚଢ଼ାଉ ବେଳେ କପ୍ତିପଦା ଥାନା ଆଇଆଇସିଙ୍କୁ ଆକ୍ରମଣ ଘଟଣା, ୪ ମହିଳା ଗିରଫ
  • ||
  • ଉଦଳା : ୪ ମନ୍ଦିରରୁ ସିରିଜ ଚୋରି, ଠାକୁରଙ୍କ ଅଳଙ୍କାର ସହ ହୁଣ୍ଡିରୁ ଦାନ ଅର୍ଥ ଲୁଟି ନେଲେ ଦୁର୍ବୃତ୍ତ
  • ||
  • ବ୍ରହ୍ମପୁର : ସଟ୍‌ ସର୍କିଟରୁ ଇଭି ଗାଡି ଶୋ’ରୁମ୍‌ରେ ଅଗ୍ନିକାଣ୍ଡ, କ୍ଷୟକ୍ଷତି ବିକ୍ଷୟରେ ମିଳିନି ସୂଚନା
  • ||
  • ଗଜପତି : ସପୁରି ଚାଷୀଙ୍କ ପାଇଁ ଖୁସି ଖବର, ଆସନ୍ତା ବର୍ଷ ଦୁବାଇ ଯିବ ଗଜପତି ସପୁରି
  • ||
  • କଳାହାଣ୍ଡି : ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଚଢାଉ: ଧରାପଡିଲେ ଗ୍ରାମରକ୍ଷୀ, ଖସିଗଲେ ଏଏସ୍‌ଆଇ
  • ||
  • ସାଲେପୁର : ୨୦ ଲିଟରରୁ ଉର୍ଦ୍ଧ୍ୱ ଚୋରା ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • କଣାସ : ପାଣିରେ ବୁଡ଼ିଛି ଶହ ଶହ ଏକର ଚିନା ବାଦାମ ଚାଷ, ସରକାରୀ କ୍ଷତିପୂରଣ ହିଁ ଚାଷୀର ଶେଷ ଭରଷା
  • ||
  • ଛତ୍ରପୁର : ନଷ୍ଟ ହୋଇଗଲା ସୁନାର ଫସଲ, ଗଜା ଧାନକୁ ଅମଳ କରିଲା ଚାଷୀ
  • ||

ଭୂଆସୁଣୀ ଲ୍ୟାମ୍ପ୍ସରେ ଧାନ ମଣ୍ଡିର ଶୁଭ ଉଦ୍‌ଘାଟନ କଲେ ବାଙ୍ଗିରିପୋଷି ବିଧାୟିକା ସଂଞ୍ଜଳୀ ମୁର୍ମୁ

Published By : Harapriya Sethi | December 27, 2024 1:00 PM

ବାଙ୍ଗିରିପୋଷି,୨୭/୧୨: ଚଳିତ ୨୦୨୪-୨୫ ବର୍ଷ ପାଇଁ ଭୂଆସୁଣୀ ଲ୍ୟାମ୍ପ୍ସରେ ଧାନ କ୍ରୟ କମିଟିର ନିଷ୍ପତ୍ତି ଅନୁସାରେ ଖରିଫ ଧାନ କିଣା ଆରମ୍ଭ କରାଯାଇଛି । ଏହି ପରିପ୍ରେକ୍ଷୀରେ ବାଙ୍ଗିରିପୋଷି ନିର୍ବାଚନ ମଣ୍ଡଳୀର ବିଧାୟିକା ସଂଞ୍ଜଳୀ ମୁର୍ମୁଙ୍କ ଦ୍ୱାରା ବାଙ୍ଗିରିପୋଷି ବ୍ଲକ ଅଧୀନ ଭୂଆସୁଣୀ ଲ୍ୟାମ୍ପ୍ସରେ ଧାନ ମଣ୍ଡିର ଶୁଭ ଉଦ୍‌ଘାଟନ ହୋଇ ଯାଇଛି । ଏହି ଲ୍ୟାମ୍ପ୍ସରେ ମୋଟ ୯୮୭ ଜଣ ଚାଷୀ ପଞ୍ଜିକୃତ ହୋଇଥିବା ବେଳେ ପ୍ରଥମ ଦିନରେ ବାଞ୍ଛାନିଧି ସାହୁ ୩୨ କୁଇଣ୍ଟାଲ ୭୬ କେଜି ଧାନ ମଣ୍ଡିରେ ଦେଇଛନ୍ତି ।

ଏହି କାର୍ଯ୍ୟକ୍ରମରେ ବିଧାୟିକା ସଞ୍ଜଳି ମୁର୍ମୁଙ୍କ ସହ ସିନିୟର ଉପ ଏ.ଆର.ସି.ଏସ ଅଶୋକ କୁମାର ପାଣି,ଏ.ଆର.ସି.ଏସ ତୁଷାରକାନ୍ତି ମହାନ୍ତି, ଆଇ.ସି.ଏସ ଚୈତନ୍ୟ କୁମାର ସୋରେନ, ଏମ.ଡି ମନୋଜ କୁମାର ଗିରି, ନୋଡାଲ ଅଫିସର ସ୍ୱାଧୀନ କୁମାର ସିଂ, ଆର.ଏମ.ସି ନିରଞ୍ଜନ ନାଏକ ପ୍ରମୁଖ ଉପସ୍ଥିତ ଥିଲେ ।

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.