ପ୍ରମୂଖ ଖବର
  • ଚାନ୍ଦବାଲି : ଅଙ୍ଗନବାଡ଼ିରେ ମିଳୁନାହିଁ ରନ୍ଧା ଖାଦ୍ୟ, କର୍ମୀଙ୍କ ବିରୁଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଦାବି
  • ||
  • କନ୍ଧମାଳ : ଆମ୍ବ ଟାକୁଆ ଜାଉ ଖାଇ ମୃତ୍ୟୁ ଘଟଣା: ତଦନ୍ତ ପାଇଁ ମାଣ୍ଡିପଙ୍କାରେ ପହଞ୍ଚିଲେ ଦକ୍ଷିଣାଞ୍ଚଳ ଆରଡିସି
  • ||
  • ଦେବଗଡ଼ : ତିନି ଗାଡି ସହ ବିପୁଳ ପରିମାଣର ଗଞ୍ଜେଇ ଜବତ, ୪ ଅଟକ
  • ||
  • ନୀଳଗିରି : ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ସିରିଜ୍‌ ଚୋରି, ତାଲାଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ଜିନିଷ
  • ||
  • କାମାକ୍ଷାନଗର : ଗାଧୋଇବା ବେଳେ ଅଘଟଣ, ବ୍ରାହ୍ମଣୀ ନଦୀରେ ବୁଡ଼ି ଶ୍ରମିକଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ଡାକ୍ତରଙ୍କ ଦାଦାଗିରି, ରୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ ଉଦ୍ୟମ
  • ||
  • ଭୁବନେଶ୍ୱର : ସ୍ତ୍ରୀଙ୍କୁ ଆନେସ୍ଥେସିଆ ଦେଇ ହତ୍ୟା ଘଟଣା, ମୁଖ୍ୟ ଅଭିଯୁକ୍ତ ପ୍ରଦ୍ୟୁମ୍ନକୁ ରିମାଣ୍ଡରେ ନେବ ପୋଲିସ
  • ||
  • କେନ୍ଦୁଝର ସରକାରୀ ଡିଗ୍ରୀ ଇଞ୍ଜିନିୟରିଙ୍ଗ୍ କଲେଜରେ ରାଗିଂ ଅଭିଯୋଗ, ଛାତ୍ର ଗୁରୁତର
  • ||
  • ଇଡ୍‌କୋ ଜୁନିୟର ମ୍ୟାନେଜରଙ୍କ ଘରେ ରେଡ୍‌, ଏକକାଳୀନ ୬ଟି ସ୍ଥାନରେ ଚଢାଉ
  • ||
  • ପୁରୁଷୋତ୍ତମପୁର : ତାରା ତାରିଣୀ ମନ୍ଦିରରୁ ଚୋରି, ସୁନା ରୁପା ଅଳଙ୍କାର ସହ ହୁଣ୍ଡିରୁ ଦାନ ଅର୍ଥ ଲୁଟି ନେଲେ ଦୁର୍ବୃତ୍ତ
  • ||
  • ସମ୍ୱଲପୁର : ନିଆଁରେ ପୋଡ଼ି ହୋଇ ମା' ଓ ଝିଅ ଜୀବନ୍ତ ଦଗ୍ଧ, କାରଣ ଅସ୍ପଷ୍ଟ
  • ||
  • କୋଣାର୍କ : ଗଛରେ ପିଟି ହେଲା କାର୍‌; ୨ ମୃତ, ଜଣେ ଗୁରୁତର
  • ||

୨୦୨୭ ଡିସେମ୍ବର ସୁଦ୍ଧା ସରିବ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ

ଭୁବନେଶ୍ବର,୬।୧୧ :   ୨୦୨୭ ଡିସେମ୍ବର ସୁଦ୍ଧା ସରିବ ଭୁବନେଶ୍ୱର ମେଟ୍ରୋ  ଟ୍ରେନ ପ୍ରକଳ୍ପ । ଭୂମି ଠାରୁ ୧୩ ମିଟର ଉପରେ ଚାଲିବ ମେଟ୍ରୋ ଟ୍ରେନ । ପ୍ରତି ୧୦ ମିନିଟ ବ୍ୟବଧାନରେ ଚାଲିବ ମେଟ୍ରୋ । ସେଥିପାଇଁ ୩ କୋଚ ବିଶିଷ୍ଟ ୧୩ ଟି ମେଟ୍ରୋ ଟ୍ରେନ କିଣିବାକୁ ଯୋଜନା ରହିଛି ବୋଲି ଭୁବନେଶ୍ଵର ମେଟ୍ରୋ ରେଳ କର୍ପୋରେସନ କର୍ତ୍ତୃପକ୍ଷଙ୍କ ସୂଚନା ଦେଇଛନ୍ତି। 

ଏବେ ମେଟ୍ରୋ ପ୍ରକଳ୍ପ ପାଇଁ ଚାଲିଛି ମାଟି ପରୀକ୍ଷା । ବିଭିନ୍ନ ସ୍ଥାନରୁ ୫୦-୬ ୦ମିଟର ତଳୁ ମାଟି ନେଇ ଦିଲ୍ଲୀ ଓ କଟକ ଲାବୋରେଟୋରିରେ ମାଟି ପରୀକ୍ଷା କରାଯାଉଛି । ୨ ମାସ ମଧ୍ୟରେ ସରିବ ମାଟି ପରୀକ୍ଷା । ମାଟି ପରୀକ୍ଷା ସରିବା ପରେ ଫାଉଣ୍ଡେସନ ଡିଜାଇନ ଆରମ୍ଭ ହେବ । ତ୍ରିଶୁଳିଆ ଫୁଲପୋଖରି ରତାଗଡ଼ ଠାରେ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ମେଣ୍ଟେନାନସ୍ ଡିପୋ ତିଆରି କାମ ମଧ୍ଯ ଚାଲୁ ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.