ପ୍ରମୂଖ ଖବର
  • ବିଜେଡି ସଭାପତି ପଦ ପାଇଁ ଗୁରୁବାର ନାମାଙ୍କନ ଭରିବେ ନବୀନ, ୧୯ରେ ଘୋଷଣା
  • ||
  • ବଲାଙ୍ଗୀର : ଜଙ୍ଗଲରୁ ୨ କ୍ଷତାକ୍ତ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ
  • ||
  • ଗଜପତି : ବସ୍‌-ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ
  • ||
  • ଢେଙ୍କାନାଳ : କଷ୍ଟ ସହି ନପାରି ରେଲ୍‌ ୱେ ଟ୍ରାକ୍‌ରେ ଜୀବନ ହାରିଲେ ପୂଜକ, ଉଦ୍ଧାର ହେଲା ମୃତଦେହ
  • ||
  • ଢେଙ୍କାନାଳ : ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ, ଏକକାଳୀନ ୯ଟି ସ୍ଥାନରେ ଚଢାଉ
  • ||
  • ବରଗଡ଼ : ହାତୀ ଆକ୍ରମଣରେ ଜଣେ ମହିଳା ମୃତ, ଜଣେ ଗୁରୁତର
  • ||
  • ମାଲକାନଗିରି : ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ମାଓବାଦୀ, ବନ୍ଧୁକ ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ଭୁବନେଶ୍ୱର : ଟ୍ରାକ୍ଟରକୁ ପିଟିଲା ଟ୍ରାଭେଲର୍, ୨ ଆହତ
  • ||

ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ଜଳିବା ଘଟଣା ; ବିଜେଡିର ଜୋରଦାର ପ୍ରତିବାଦ

Published By : Prameya | April 15, 2025 11:20 PM

ଭୁବନେଶ୍ବର,୧୫/୪ : ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ଜଳିବା ଘଟଣାରେ ବିଜେଡିର ଜୋରଦାର ପ୍ରତିବାଦ । ଭୁବନେଶ୍ୱର ବିମାନବନ୍ଦର ବିଜୁପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ତଳେ ବିକ୍ଷୋଭ ଓ ଧାରଣା ଦେଇଛନ୍ତି ବିଜେଡି ନେତା,କର୍ମୀ ।   ବିଜେପି ସରକାରଙ୍କ ଉପରେ ବର୍ଷିଛନ୍ତି ବିଜେଡି । 

ପ୍ରବାଦ ପୁରୁଷ ବିଜପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଜଳିବା ନେଇ ମୋହନ ସରକାର ସୁରକ୍ଷା ଦେଇ ପାରୁନାହାନ୍ତି । ଏଭଳି ଭାବେ ଗର୍ଜିଥିଲେ ବିଜେଡି ନେତା ପ୍ରତାପ ଜେନା, ପ୍ରଣବ ବଳବନ୍ତରାୟ, ସମ୍ବିତ ରାଉତରାୟ, ଭୃଗୁ ବକ୍ସିପତ୍ର, ଉତ୍ତର ବିଧାୟକ ସୁଶାନ୍ତ ରାଉତ, ବିଜେଡି ନେତା ଅଶୋକ ଚନ୍ଦ୍ର ପଣ୍ଡା, ପ୍ରମିଳା ମଲ୍ଲିକ ପ୍ରମୁଖ ନେତାନେତ୍ରୀମାନେ ବିରୋଧ କରିଥିଲେ । ଏହାସହିତ ବହୁ ଯୁବ ଛାତ୍ର ବିଜେଡ଼ି ନେତା କର୍ମୀ, ସଦସ୍ୟ ଘୋର ବିରୋଧ କରି ନାରାବାଜି କରିଥିଲେ । ସେହିଭଳି ଏହି ଅବସରରେ ମେୟର ସୁଲୋଚନା ଦାସ, ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା ମଧ୍ୟ ସାମିଲ ହୋଇଛନ୍ତି । 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.