ପ୍ରମୂଖ ଖବର
  • ଭୁବନେଶ୍ୱର : ମାଟି ବୋଝେଇ ହାଇୱା ସହ କାର୍ ମୁହାଁମୁହିଁ ଧକ୍କା; କାର୍ ଡ୍ରାଇଭର ଗୁରୁତର, ହାଇୱା ଡ୍ରାଇଭର ଆହତ
  • ||
  • ହରିଆଣା ବିଧାନସଭା ନିର୍ବାଚନ: ୯୦ ଆସନରେ ଭୋଟିଂ ଆରମ୍ଭ, ୧,୦୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ମତଦାତା
  • ||

ଭୁବନେଶ୍ୱର ବିମାନ ବନ୍ଦରରେ ନିର୍ମାଣ ହେବ ତୃତୀୟ ଟର୍ମିନାଲ, ସୂଚନା ଦେଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର ୦୪/୧୦: ଭୁବନେଶ୍ୱର ଏୟାର ପୋର୍ଟରେ ହେବ ନୂଆ ଟର୍ମିନାଲ । ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନ ବନ୍ଦର ନିର୍ମାଣ ହେବ ତୃତୀୟ ଟର୍ମିନାଲ।ପୁରୁଣା ଟର୍ମିନାଲ ପାଖରେ ନୂଆ ଟର୍ମିନାଲ ନିର୍ମାଣ ହେବ। ଆସନ୍ତା ଦୁଇ ବର୍ଷ ମଧ୍ୟ ନିର୍ମାଣ କାର୍ଯ୍ୟ ସରିବାକୁ ଲକ୍ଷ୍ୟ ରଖାଯାଇଛି। ଏହା କାମ ଖୁବଶୀଘ୍ର ଆରମ୍ଭ ହେବ।  ଭୁବନେଶ୍ୱର ବିମାନ ବନ୍ଦରରେ ରିଭ୍ୟୁ ପରେ ଏନେଇ ସୂଚନା ଦେଲେ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କିଞ୍ଜାରାପୁ ରାମମୋହନ ନାଇଡୁ। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.