ପ୍ରମୂଖ ଖବର
  • ଆରପାରିରେ ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତି, ଶୋକ ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ମେ ୭ ଯାଏ ୟୁଜିସି ନେଟ୍‌ ଆବେଦନ ସୁଯୋଗ, ଜୁନ୍‌ ୨୧ରୁ ୩୦ ମଧ୍ୟରେ ପରୀକ୍ଷା
  • ||
  • IPL 2024: ଆଜି କ୍ୟାପିଟାଲ୍ସକୁ ଭେଟିବ ଟାଇଟନ୍ସ, ଅହମ୍ମଦାବାଦରେ ସ୍ପିନ ଲଢ଼େଇ
  • ||
  • କଂଗ୍ରେସକୁ ଦୁର୍ବଳ କରିବାକୁ ସରକାରୀ କଳର ଅପବ୍ୟବହାରକୁ ବିରୋଧ, ଆଜି ଇଡି ଅଫିସ ଘେରିବ ଯୁବ କଂଗ୍ରେସ
  • ||
  • ସମ୍ୱଲପୁର : ଯାତ୍ରୀବାହୀ ବସ୍‌କୁ ପଛରୁ ପିଟିଲା ଟ୍ରକ୍‌, ଜଣେ ଆହତ
  • ||
  • ଯାଜପୁର : ବରଯାତ୍ରୀ ଗୋଷ୍ଠୀ ମଧ୍ୟରେ ଗାଡ଼ି ସାଇଡ୍‌ ମରାକୁ ନେଇ ବଚସା, ଫାଙ୍କା ଗୁଳିଚାଳନା କଲେ ଦୁର୍ବୃତ୍ତ
  • ||
  • ଶନିବାର ବସିବ ବିଜେଡି ରାଜ୍ୟ ପରିଷଦ ବୈଠକ: ନବମ ଥର ନବୀନ ହେବେ ସଭାପତି, ନୂଆ ରୂପ ନେବ ଦଳୀୟ ସଙ୍ଗଠନ
  • ||
  • ଶନିବାରଠୁ କମିବ କାଳବୈଶାଖୀ ବର୍ଷା, ୬ ଜିଲ୍ଲାକୁ ୨ ଦିନ ଯାଏ ବର୍ଷା ଆଲର୍ଟ: କେନ୍ଦ୍ରୀୟ ଓଡ଼ିଶାରେ ବଢ଼ିବ ତାତି
  • ||

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୮ ତମ ଶ୍ରାଦ୍ଧ ଦିବସ, ବିନ୍ଦୁ ସାଗରରେ ବିଜେଡି ପକ୍ଷରୁ ତିଳ ତର୍ପଣ କର୍ଯ୍ୟକ୍ରମ

Published By : Prameya | April 17, 2025 11:11 AM

ଭୁବନେଶ୍ଵର, ୧୭/୦୪ : ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଆଜି ୨୮ ତମ ଶ୍ରାଦ୍ଧ ଦିବସ। ଏନେଇ ବିଜେଡି ପକ୍ଷରୁ ତିଳ ତର୍ପଣ କର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ଅବସରରେ ବିଜୁ ଜନତା ଦଳ ପକ୍ଷରୁ ବିନ୍ଦୁ ସାଗର ଉତ୍ତରେସ୍ୱର ଘାଟରେ ତିଳ ତର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଇଛି। ବିଜେଡିର ବରିଷ୍ଠ ନେତାମାନେ ବିଜୁବାବୁଙ୍କ ଫଟୋ ଚିତ୍ରରେ ପୁଷ୍ପାଞ୍ଜଳି ଜ୍ଞାପନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ପୂର୍ବତନ ମନ୍ତ୍ରୀ ଦେବୀ ମିଶ୍ର, ମେୟର ସୁଲୋଚନା ଦାସ, ଏକାମ୍ର ପୂର୍ବତନ ବିଧାୟକ ଅଶୋକ ପଣ୍ଡା, ଉତ୍ତର ବିଧାୟକ ସୁଶାନ୍ତ ରାଉତ ଏବଂ କର୍ପୋରେଟରମାନେ ଯୋଗ ଦେଇଛନ୍ତି। ବିଜୁବାବୁଙ୍କ ସ୍ମୃତିଚାରଣ କରିଛନ୍ତି।    


ଅପର ପକ୍ଷରେ ବିଜୁ ପଟ୍ଟନାୟକ ପାର୍କରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି। ଏହି ଅବସରରେ ବିଜେଡି ସମନ୍ବୟ କମିଟି ଅଧ୍ୟକ୍ଷ ଦେବି ମିଶ୍ର, ବରିଷ୍ଠ ନେତା ପ୍ରଣବ ପ୍ରକାଶ ଦାସ, ବରିଷ୍ଠ ନେତା ବକ୍ସି ପତ୍ର, ସଂତୃପ୍ତ ମିଶ୍ର , ବରିଷ୍ଠ ବିଜେଡି ନେତା ବ୍ୟୋମକେଶ ରାୟ, ଅଶୋକ ପଣ୍ଡା, ଅବିଧାୟକ ନନ୍ତ ନାରାୟଣ ଜେନା, ବରିଷ୍ଠ ନେତା ପ୍ରତାପ ଜେନା, ମେୟର ସୁଲୋଚନା ଦାସ୍ , ପ୍ରଣବ ବଳବନ୍ତରାୟ, ମନ୍ମଥ ରାଉତରାୟ , ଉତ୍ତର ବିଧାୟକ ସୁଶାନ୍ତ ରାଉତ, ବରିଷ୍ଠ ନେତା ସୁଦାମ ମାରାଣ୍ଡି, ବରିଷ୍ଠ ନେତା ସଞ୍ଜୟ ଦାସ୍ ବର୍ମା , ମୁନ୍ନା ଖାଁ ପ୍ରମୁଖ ଉପସ୍ଥିତ ଥିଲେ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.