ପ୍ରମୂଖ ଖବର
  • ରାଜ୍ୟରେ ଆଉ ୮ ଶିଳ୍ପକୁ ମଞ୍ଜୁରୀ, ନିବେଶ ହେବ ୧ ଲକ୍ଷ ୫୧ ହଜାର ୨୩୯ କୋଟି ଟଙ୍କା, ଢେଙ୍କାନାଳରେ ବେଦାନ୍ତ କରିବ ପ୍ଲାଣ୍ଟ
  • ||
  • ଜୁନାଗଡ଼ରେ ଟ୍ରକ ଧକ୍କାରେ ବାଇକ ଆରୋହୀ ମୃତ, ଅଟୋ ଡ୍ରାଇଭର ଗୁରୁତର
  • ||
  • ଗୁଣପୁର : ବଜ୍ରପାତରେ ୨ ମହିଳା ମୃତ
  • ||
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ବର୍ଷ ଏକ ଉପଲବ୍ଧ ଅନେକ ନେଇ ଗଡିଲା ବିକାଶ ବାହନ

Published By : Suraj Kumar | June 12, 2025 6:02 PM

ଦାରିଙ୍ଗବାଡି,୧୨/୬(ଆପ୍ର):   ବିଜେପିର କେନ୍ଦ୍ର ସରକାରରେ ୧୧ ବର୍ଷ ଓ ଓଡ଼ିଶାରେ ଏକ ବର୍ଷ ପୂର୍ତ୍ତି ଅବସରରେ ସରକାରଙ୍କ ଦ୍ଵାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ସମ୍ବନ୍ଧରେ ରାଜ୍ୟ ବାସୀ ଙ୍କୁ ଅବଗତ ନିମନ୍ତେ ଗଡିଲା ବିକାଶ ବାହନ। ଅପହଞ୍ଚ ଅଞ୍ଚଳରେ ରହୁଥିବା ଲୋକଙ୍କ ପାଖେ ସରକାରୀ ଯୋଜନା ଓ ବିଭିନ୍ନ ଜନ କଲ୍ୟାଣକାରୀ ସେବା ଗୁଡ଼ିକୁ ପହଞ୍ଚାଇବା ବିକାଶ ବାହନର ମୂଳ ଲକ୍ଷ୍ୟ । ବ୍ଲକ ପରିସର ରୁ ଏହି ରଥର ଆଜି ଶୁଭାରମ୍ଭ ହୋଇଛି। ୨୧ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟାୟ କ୍ରମେ ୨୫ ଗୋଟି ପଞ୍ଚାୟତରେ ଅନୁଷ୍ଠିତ ହେବ । 

ପ୍ରତ୍ୟେକ ପଞ୍ଚାୟତରେ ଏହି ବିକାଶ ବାହନ ପହଞ୍ଚି ମୋହନ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ମଧ୍ୟରେ ଯେଉଁ ସବୁ ଲୋକାଭିମୁଖୀ କାର୍ଯ୍ୟ ହୋଇଛି ସେନେଇ ଲୋକଙ୍କୁ ସଚେତନ କରିବ । ଶୁଭାରମ୍ଭ କାର୍ଯ୍ୟକ୍ରମରେ ବିଡ଼ିଓ ପ୍ରୀତି ରଞ୍ଜନ ରଥ, ତହସିଲଦାର ଧିରଜ ପାତ୍ର, ସିଡିପିଓ ସନ୍ଧ୍ୟାରାଣୀ ପଣ୍ଡା, ମଣ୍ଡଳ ସଭାପତି ମିଟୁ ସାହୁ, ସହକାରୀ ନିର୍ବାହୀ ଯନ୍ତ୍ରୀ ସଞ୍ଜୟ ରଥ, ଏପିଓ କେଦାର ଚନ୍ଦ୍ର ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.