ପ୍ରମୂଖ ଖବର
  • ଆସନ୍ତା ୨୩ରେ ମନ୍ତ୍ରୀ ପରିଷଦ ବୈଠକ, ଅତିରିକ୍ତ ବଜେଟ୍‌କୁ ନେଇ ହେବ ଆଲୋଚନା
  • ||
  • ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଡିସେମ୍ବର ସୁଦ୍ଧା ୧ କୋଟି ମହିଳା ହିତାଧିକାରୀଙ୍କୁ ମିଳିବ ଟଙ୍କା
  • ||
  • ପଳାଶୁଣି ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ମହିଳାଙ୍କ ଉପରେ ମାଡ଼ିଗଲା ଅଜଣାଗାଡ଼ି
  • ||
  • ରାଜଧାନୀରେ ମାଙ୍କଡ଼ ଉତ୍ପାତ ଘଟଣା, ଟ୍ରାଙ୍କୁଲାଇଜ୍ କରି ଧରିଲା ନନ୍ଦନକାନନ ଟିମ୍
  • ||
  • କଟକ: କଟକ ବାଲିଯାତ୍ରାରେ ସିଏମ୍‌ସି ସ୍ବାସ୍ଥ୍ୟ ଟିମ୍‌ର ଚଢ଼ଉ, ଖାଦ୍ୟ ଷ୍ଟଲ୍‌ରୁ ବାସି, ଅପମିଶ୍ରିତ ଖାଦ୍ୟ ଜବତ
  • ||
  • ଭରତପୁର ଥାନା ମାମଲା: ଷ୍ଟାଟସ୍‌ ରିପୋର୍ଟ ଦାଖଲ ନିର୍ଦ୍ଦେଶ
  • ||
  • ମାଲକାନଗିରିରେ ସୁରକ୍ଷାକର୍ମୀ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ: ନକ୍ସଲ ନିହତ, ଜଣେ ଯବାନ ଆହତ
  • ||
  • ତାମିଲନାଡୁ ମୁହାଁଇପାରେ ସମ୍ଭାବ୍ୟ ବାତ୍ୟା, ଓଡ଼ିଶାକୁ ପ୍ରଭାବ ନାହିଁ: ୨୪ ଘଣ୍ଟାରେ ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ
  • ||

ଡିଭାଇଡରରେ ପିଟି ହେଲା ବାଇକ୍, ୨ ଛାତ୍ର ମୃତ

କରଞ୍ଜିଆ,୧୨।୧୧ ଭାରସାମ୍ୟ ହରାଇ ରାସ୍ତା କଡ ଡିଭାଇଡରେ ପିଟି ହୋଇ ଦୁଇ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ଘଟିଛି । ଠାକୁରମୁଣ୍ଡାରୁ କପ୍ତିପଦା ମଧ୍ୟରେ ଥିବା ଦିଗଧର ନିକଟରେ ଦୁର୍ଘଟଣା ଘଟିଛି। ମୃତକଙ୍କ ମଧ୍ୟରୁ ଜଣେ କଳାକାଦ ଏସ.ଏସ ପଲିଟେକନିକ  କଲେଜର ଦ୍ୱିତୀୟ ବର୍ଷର ଛାତ୍ର ଚୋଡ଼ଗଙ୍ଗଦେବ ମୁଣ୍ଡା ହୋଇଥିବା ବେଳେ ଅନ୍ୟ ଜଣଙ୍କ ପରିଚୟ ମିଳି ପାରିନି। 

ଚୋଡ଼ଗଙ୍ଗଦେବ ମୁଣ୍ଡା ଓ ଅନ୍ୟ ଜଣେ ଛାତ୍ର ଏକ ପଲସର ବାଇକରେ ଠାକୁରମୁଣ୍ଡାରୁ କପ୍ତିପଦା ରାସ୍ତାରେ ଯାଉଥିଲେ।  ଦିଗଧର ନିକଟରେ ଭାରସାମ୍ୟ ହରାଇ  ଡିଭାଇଡରରେ ବାଇକ ପିଟି ହୋଇଥିଲା। ଘଟଣାସ୍ଥଳରେ ଉଭୟଙ୍କ ମୃତ୍ୟୁ ଘଟିଥିଲା।ଘଟଣା ସ୍ଥଳରେ ଠାକୁରମୁଣ୍ଡା ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଛେଦ ପାଇଁ ପଠାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.