ନୟାଗଡ, ୧୫।୮ : ନୟାଗଡ ଜିଲ୍ଲା ଦଶପଲ୍ଲା ଥାନା ଅଧୀନ ତାଲେରା ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ବାଇକକୁ ଟ୍ୟାଙ୍କର ଧକ୍କା ଦେବାରୁ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଚିକିତ୍ସା ପାଇଁ ଦଶପଲ୍ଲା ମେଡିକାଲରେ ଭର୍ତ୍ତି କରାଯାଇଛି। ଉଭୟ ହାତିଆପଲ୍ଲି ଗାଁର ବୋଲି ଜଣାପଡିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଛେଦ ପାଇଁ ପଠାଇଛି।
ଜମ୍ମୁକାଶ୍ମୀରରେ ପାକିସ୍ତାନ ରକ୍ଷାମନ୍ତ୍ରୀଙ୍କୁ ପିଏମ...