ପ୍ରମୂଖ ଖବର
  • ନାଗପୁର-ମୁମ୍ବାଇ ଏକ୍ସପ୍ରେସୱେରେ ଭୟଙ୍କର ସଡ଼କ ଦୁର୍ଘଟଣା, ୭ ମୃତ, ୩ ଗୁରୁତର...
  • ||
  • ପୁଣି ବଢିଲା କେଜ୍ରିଓ୍ବାଲଙ୍କ ଅଡୁଆ, ୧୪ ଦିନ ପାଇଁ ନ୍ୟାୟିକ ହେପାଜତକୁ ପଠାଇଲେ ସିବିଆଇ ସ୍ବତନ୍ତ୍ର କୋର୍ଟ...
  • ||
  • ନିଅଣ୍ଟିଆ ସ୍ଥିତିରେ ହୀରାକୁଦ ଜଳସ୍ତର, ଗତବର୍ଷଠାରୁ ୭ ଫୁଟ୍‌ ପାଣି କମ୍‌
  • ||
  • ୟୁଜିସି ନେଟ୍‌ ତାରିଖ ଘୋଷଣା କଲା ଏନ୍‌ଟିଏ, ଅଗଷ୍ଟ ୨୧ରୁ ସେପ୍ଟେମ୍ବର ୪ ମଧ୍ୟରେ ପରୀକ୍ଷା
  • ||
  • ଅମରନାଥ ଯାତ୍ରା ଆରମ୍ଭ, ଅଗଷ୍ଟ ୧୯ ଯାଏ ଚାଲିବ, ପ୍ରଥମେ ଗଲେ ୪ ହଜାରରୁ ଅଧିକ ଯାତ୍ରୀ
  • ||
  • ବାରବାଡୋସ୍‌ରେ ଭାରତ-ଦକ୍ଷିଣ ଆଫ୍ରିକା ଫାଇନାଲ୍‌ ଫାଇଟ୍,ସଫଳ ହେବ ୧୭ ବର୍ଷର ଅପେକ୍ଷା
  • ||
  • ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି
  • ||

ବୋଲେରୋ ଧକ୍କାରେ ବାଇକ୍ ଆରୋହୀ ମୃତ, ଅନ୍ୟ ଜଣେ ଗୁରୁତର

ଆନନ୍ଦପୁର, ୨୭/୦୬ : କରଞ୍ଜିଆ ରାସ୍ତାର ନାକଝରି ବାଙ୍କ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା। ବୋଲେରୋ ଧକ୍କାରେ ବାଇକ୍ ଆରୋହୀ ମୃତ। ବାଇକ୍‌ରେ ବସିଥିବା ଅନ୍ୟ ଜଣେ ଗୁରୁତର ଆହତ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।  

ସୂଚନାନୁଯାୟୀ, ଗୋଡ଼ଭଙ୍ଗା ଗାଁର କ୍ଷୀରୋଦ ସାମାଡା ନାମକ ଜଣେ ଯୁବକ ନିଜ ବନ୍ଧୁଙ୍କ ସହିତ ବାଇକ ଯୋଗେ ସାତକୋଶିଆ ବଜାରକୁ ଯାଉଥିଲେ। ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ବୋଲେରୋ ତାଙ୍କୁ ମୁହାଁମୁହିଁ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ କ୍ଷୀରୋଦ ଓ ତାଙ୍କ ସାଙ୍ଗ କିଛି ଦୂରକୁ ଛିଟିକି ପଡିଥିଲେ। ଫଳରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଛି। ଘଟଣାରେ ଅନ୍ୟ ଯୁବକ ଜଣଙ୍କ ଗୁରୁତର ଆହତ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିବା ବେଳେ ପୋଲିସ ପହଞ୍ଚି ଲୋକମାନଙ୍କୁ ବୁଝାସୁଝା କରିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.