ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

ଅଜଣା ଗାଡି ଧକ୍କାରେ ବାଇକ୍ ଆରୋହୀ ମୃତ, ଅନ୍ୟ ଜଣେ ଗୁରୁତର

ନୟାଗଡ଼, ୧୨/୦୭ : ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ଡମସାହି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା। ଅଜଣା ଗାଡି ଧକ୍କାରେ ବାଇକ୍ ଆରୋହୀ ମୃତ। ଶୁକ୍ରବାର ଭୋର୍ ସମୟରେ ଏହି ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। 

ସୂଚନାନୁଯାୟୀ, ଖମାରସାହି ଗାଁର ପ୍ରଫୁଲ୍ଲ ପ୍ରଧାନ ଓ ରଣଜିତ ବେହେରା ଶୁକ୍ରବାର ଭୋର୍ ସମୟରେ ଏକ ବାଇକ୍ ଯୋଗେ ଯାଉଥିଲେ। ଏହି ସମୟରେ ତାଙ୍କୁ ଏକ ଅଜଣା ଗାଡି ଧକ୍କା ଦେଇଛି। ଫଳରେ ଘଟଣାସ୍ଥଳରେ ପ୍ରଫୁଲ୍ଲ ପ୍ରଧାନଙ୍କ ମୃତ୍ୟୁ ହୋଇଥିବା ବେଳେ ରଣଜିତ ବେହେରା ଗୁରୁତର ହୋଇଛନ୍ତି। ରଣଜିତଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତାଙ୍କର ସ୍ଵାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ତାଙ୍କୁ ଭୁବନେଶ୍ଵର ସ୍ଥାନାନ୍ତର କରାଯାଇଛି। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.