ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

ଟ୍ରକ୍ ଧକ୍କାରେ ବାଇକ୍ ଆରୋହୀ ମୃତ, ଡ୍ରାଇଭର ଅଟକ

ଆସିକା, ୧୫/୦୭ : କୋଟିନଡ଼ା ଥାନା ଡିପ୍ଲଲ ସ୍କୁଲ ନିକଟରେ ମର୍ମଦୁନ୍ତ ଦୁର୍ଘଟଣା। ଟ୍ରକ୍ ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ। ଟ୍ରକ୍ ଡ୍ରାଇଭର୍ ଅଟକ।

ସୂଚନାନୁଯାୟୀ, କୋଟିନଡ଼ା ଥାନା ଅନ୍ତର୍ଗତ କେ. ନଚ୍ଛମନ ପଲ୍ଲୀର ପ୍ରଶାନ୍ତ କୁମାର ସ୍ଵାଇଁ (୨୩ ବର୍ଷ) ବ୍ରହ୍ମପୁରରୁ ବାଇକ ଯୋଗେ ଘରକକୁ ଫେରୁଥିଲେ। ଏତିକି ବେଳେ ଡିପ୍ଲଲ ସ୍କୁଲ ନିକଟରେ ଥିବା ରୋଡ ସେପ୍ଟି ବ୍ୟାରିକେଡକୁ ଧକ୍କା ଦେଇ ପଡିଯାଇଥିଲେ। ଏହି ସମୟରେ ଖଡକପୁରୁ ଆସିକା ଅଭିମୁଖେ ଆସୁଥିବା ଏକ ଟ୍ରକ୍ ତାଙ୍କ ଉପରେ ଚଢି ଯାଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ଖବର ପାଇ କୋଟିନଡ଼ା ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ଟ୍ରକ୍ ଡ୍ରାଇଭରଙ୍କୁ ଅଟକ ରଖିଛି। ଶବ ବ୍ୟବଚ୍ଛେଦ ପାଇଁ ଆସିକା ଉପଖଣ୍ଡ ଚିକିତ୍ସାଳୟକୁ ପଠାଯାଇଛି।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.