ପ୍ରମୂଖ ଖବର
  • ଯାଜପୁର : ଋଣ ଭାର ସହି ନପାରି ଜୀବନ ହାରିଲେ ଦମ୍ପତି, ପୋଲିସର ତଦନ୍ତ ଆରମ୍ଭ
  • ||
  • ଖଣ୍ଡଗିରି କୁମ୍ଭମେଳାରେ ଅଶ୍ଳୀଳ ନୃତ୍ୟକୁ ବିରୋଧ, ଠେଙ୍ଗା ପୂଜା କଲେ ଏକାମ୍ର ବିଧାୟକ
  • ||
  • ଲୁଟ୍‌ ଘଟଣାରେ ନିରଞ୍ଜନ ପଟ୍ଟନାୟକଙ୍କ ପ୍ରତିକ୍ରିୟା: କହିଲେ ରାତି ହେଲେ ଛାତି ଥରୁଛି
  • ||
  • ଦାରିଙ୍ଗବାଡ଼ି : ବାଇକ୍‌-ସ୍କୁଟି ମୁହାଁମୁହିଁ ଧକ୍କା: ଜଣେ ମୃତ,୨ ଗୁରୁତର
  • ||
  • ଭୁବନେଶ୍ୱର : ଷ୍ଟାର୍ ହୋଟେଲ୍ ବାହାଘରରୁ ଚୋରି, ନଗଦ ୨.୫ ଲକ୍ଷ ସହ ସବୁ ଗହଣା ନେଇଗଲେ ୨ ଲୁଟେରା
  • ||
  • ମାନସିକ ରୋଗୀ ନିର୍ଯାତନା ଘଟଣା: ‘ସମର୍ଥ’ ସମ୍ପାଦକ ହରିଶ୍ଚନ୍ଦ୍ରଙ୍କୁ ୩ ଦିନିଆ ରିମାଣ୍ଡରେ ଆଣିବ ପୁଲିସ
  • ||
  • ୮ ଘଣ୍ଟିଆ ବିନିକା ବନ୍ଦ ଡାକରା, ବିନିକା ସଚେତନ ନାଗରିକ ମଞ୍ଚ ତରଫରୁ ବନ୍ଦ ପାଳନ
  • ||
  • ଧୂର୍ତ୍ତ ଯୋଡି ହଂସିତା-ଅନୀଲଙ୍କ ବଢ଼ିଲା ଅଡୁଆ, ଆଜି ଜେଲ୍‌ରେ ଜେରା କରିବ ଆୟକର ବିଭାଗ
  • ||
  • ଭୁବନେଶ୍ୱର : ରେଣ୍ଟାଲ୍ କଲୋନୀରେ ଜଳିଗଲା କାର୍‌, କାରଣ ଅସ୍ପଷ୍ଟ
  • ||
  • କୋଣାର୍କରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୩ ଉଠା ଦୋକାନ
  • ||
  • ଫେବ୍ରୁଆରୀ ଆରମ୍ଭରୁ ଅସମ୍ଭାଳ ତାତି: ପ୍ରଥମ ଥର ୩୬ ଡିଗ୍ରୀ ପାର୍ କଲା ପାରଦ, ୫ ସହର ୩୫ ଡିଗ୍ରୀ ଉପରେ
  • ||
  • ଜଳେଶ୍ୱର : କଣ୍ଟେନରକୁ ଧକ୍କାଦେଲା କଣ୍ଟେନର, ଡ୍ରାଇଭର ଗୁରୁତର
  • ||

ବାଇକ୍‌-ସ୍କୁଟି ମୁହାଁମୁହିଁ ଧକ୍କା: ଜଣେ ମୃତ,୨ ଗୁରୁତର

Published By : Harapriya Sethi | February 3, 2025 10:16 AM

ଭୁବନେଶ୍ୱର,୦୩/୦୨: ମେରାମାହା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବାଇକ୍‌ ସହ ମୁହାଁମୁହିଁ ଧକ୍କା ହେଲା ସ୍କୁଟି । ଦୁର୍ଘଟଣାରେ ଜଣେ ପ୍ରାଣ ହରାଇଥିବା ବେଳେ ଆଉ ୨ ଜଣ ଗୁରୁତର ହୋଇଛନ୍ତି । ମୃତକ ଗଦାପୁର ଗ୍ରାମର ଦମନିକ ଉଠାନସିଂ ଏବଂ ଗୁରୁତର ଆହତ ୨ ଜଣ ବ୍ରାହ୍ମଣୀଗାଁ ଅଞ୍ଚଳର ରତନ ନାୟକ ଓ ଭଜନ ସିଂ ବୋଲି ଜଣାପଡ଼ିଛି । କନ୍ଧମାଳ ଜିଲ୍ଲା ବ୍ରାହ୍ମଣୀଗାଁ ଥାନା ଅନ୍ତର୍ଗତ ମେରାମାହା ଛକରେ ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି ।

୧୫ ଶୁଆ ଶାବକ ଓ ୩ ଟି କଇଁଛ ଉଦ୍ଧାର, ୪ ଅଭିଯୁକ୍ତ ଗିରଫ

ସୂଚନା ମୁତାବକ, ଏକ ବାଇକ୍‌ ଏବଂ ଏକ ସ୍କୁଟି ରାସ୍ତାରେ ଯାଉଥିବା ବେଳେ ମେରାମାହା ଛକରେ ମୁହାଁମୁହିଁ ଧକ୍କା ହୋଇଥିଲେ । ଏହି ଦୁର୍ଘଟଣାରେ ଜଣେ ପ୍ରାଣ ହରାଇଥିବା ବେଳେ ଆଉ ୨ ଜଣ ଗୁରୁତର ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଆହତ ଦ୍ୱୟଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରିଛି । ଏହା ସହ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.