ପ୍ରମୂଖ ଖବର
  • ବ୍ରହ୍ମପୁର, : ଲାଞ୍ଜିପଲ୍ଲୀ ଜେଲ ଗେଟ୍ ନିକଟରୁ ୩ ବୋମା ଜବତ
  • ||
  • କୋଏଲ ନଦୀରେ ବୁଡି ଛାତ୍ର ମୃତ
  • ||
  • ଭିଜିଲାନ୍ସ ଜାଲରେ ପୁଣି ଜଣେ ଯନ୍ତ୍ରୀ, ୧୦ ହଜାର ଲାଞ୍ଚ ନେବା ବେଳେ କନିଷ୍ଠ ଯନ୍ତ୍ରୀ ଅଶୋକ ଦାସଙ୍କୁ ଧରିଲା ଭିଜିଲାନ୍ସ ଟିମ୍
  • ||
  • ଆସନ୍ତା ୧୯ରୁ ହାଇକୋର୍ଟଙ୍କ ଗ୍ରୀଷ୍ମ ଅବକାଶ, ୮ ଦିନ ବସିବ ଅବକାଶକାଳୀନ ଅଦାଲତ
  • ||
  • ଆସନ୍ତା ୩୧ରେ ଆଇଟିଆଇ ନାମଲେଖା ଆବେଦନ ଶେଷ, ଜୁନ୍‌ ୬ରେ ପ୍ରଥମ ମେଧା ତାଲିକା
  • ||
  • ନିଶ୍ଚିନ୍ତକୋଇଲି ବ୍ଲକ୍‌ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ୍‌ ରାଜନୀତି, ୩୦ରେ ଆସ୍ଥା ପ୍ରମାଣିତ କରିବେ ରୋଜି
  • ||
  • ଯାଜପୁରରେ ଟାଟା କରିବ ୬୩ ହଜାର କୋଟିର ପ୍ରକଳ୍ପ, ୩୪ ହଜାର ଲୋକଙ୍କୁ ମିଳିବ ନିଯୁକ୍ତି
  • ||
  • କନ୍ଧମାଳ : ଗାଧେଇବା ବେଳେ ଅଘଟଣ, ପୋଖରୀରେ ବୁଡି ଶିଶୁ ମୃତ
  • ||
  • କେନ୍ଦୁଝର : ନଦୀରେ ବୁଡି ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ପାଇଁ ସ୍ଥାନୀୟଲୋକଙ୍କ ଦାବି
  • ||
  • Operation Sindoor; ଖୋଲିବ ପାକିସ୍ତାନ ପୋଲ୍, ୭ ସାଂସଦଙ୍କୁ ନେଇ ସର୍ବଦଳୀୟ ଟିମ୍‌ ଗଠନ
  • ||
  • ନୂଆପଡ଼ା: ଜୁଆ ଆଡ୍ଡା ଉପରେ ଚଢ଼ାଉ ବେ​‌ଳେ​‌ ୧୫ ଗିରଫ, ୨୭ ହଜାରୁ ଉର୍ଦ୍ଧ୍ୱ ଟଙ୍କା ଜବତ
  • ||
  • ବରଗଡ଼: ଅନୁପ ଶତପଥି ହେଲେ ବରଗଡ ଜିଲ୍ଲା ଅଦାଲତର ଭାରପ୍ରାପ୍ତ ପିପି
  • ||
  • ଗଞ୍ଜାମ : ସିନ୍ଦୂରାପଲ୍ଲୀରେ ବୁଲିଲା ଖଣ୍ଡା ଏବଂ ଠେଙ୍ଗା, ୨୦ରୁ ଉର୍ଦ୍ଧ୍ୱ ଆହତ
  • ||
  • କଟକ: ବିସ୍କୁଟ୍ କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ, କୋଟିଏ ଟଙ୍କାର କ୍ଷୟକ୍ଷତି, ବହୁ ଅତ୍ୟାଧୁନିକ ମେସିନ୍ ପୋଡ଼ି ପାଉଁଶ
  • ||
  • ଉପକୂଳରେ କଲବଲ କରୁଛି ଅସମ୍ଭାଳ ଗୁଳୁଗୁଳି, ୫ ଦିନ ଯାଏଁ ନିସ୍ତାର ନାହିଁ
  • ||
  • ଅନୁପ ଶତପଥି ହେଲେ ବରଗଡ ଜିଲ୍ଲା ଅଦାଲତର ଭାରପ୍ରାପ୍ତ ପିପି
  • ||
  • କଟକ : ଧାନ ବିଲକୁ ଯାଇଥିଲେ ବୃଦ୍ଧ, ବିଦ୍ୟୁତ ଆଘାତରେ ଚାଲିଗଲା ଜୀବନ
  • ||
  • କେନ୍ଦୁଝର : ହାଇୱାକୁ ପଛରୁ ପିଟିଲା ମିନି ଟ୍ରକ୍‌, ଦୁଇ ଗୁରୁତର
  • ||
  • ସମ୍ବଲପୁର: ତପସ୍ବନୀ ଏକ୍ସପ୍ରେସ୍‌କୁ ପଥର ମାଡ଼, ଭାଙ୍ଗିଲା ଟ୍ରେନ୍ କାଚ୍
  • ||
  • ରାତି ୨ଟା ୩୦ରେ ମୁନିର ଫୋନ୍ କରିଥିଲେ; କହିଲେ ଭାରତ ହମଲା କରିଦେଲା...ନୂର ଏୟାରବେସ୍‌ରେ ମିସାଇଲ ମାଡ଼କୁ ମାନିଲେ ଶେହବାଜ
  • ||
  • ରବିବାର ଇସ୍ରୋର ୧୦୧ତମ ଉତ୍‌କ୍ଷେପଣ, ଶ୍ରୀହରିକୋଟାରୁ ଲଞ୍ଚ୍‌ ହେବ ଇସ୍ରୋର ଇଓଏସ୍‌-୯ ମିଶନ
  • ||
  • IPL 2025: ୧୦ ଦିନ ପରେ ଫେରିଲା ଫଟାଫଟ୍ କ୍ରିକେଟ୍, ଆଜି ରୟାଲ ଚ୍ୟାଲେଞ୍ଜର୍ସକୁ ଭେଟିବ ନାଇଟ୍‌ ରାଇଡର୍ସ
  • ||
  • ଭୁବନେଶ୍ୱର : ବାଇକ୍‌ରେ ଆସି କାର୍‌ କାଚ ଭାଙ୍ଗିଲେ ଦୁର୍ବୃତ୍ତ, ଅଭିଯୁକ୍ତ ଫେରାର
  • ||
  • ବାସୁଦେବପୁର : ଭୋଜି ଖାଇ ଫେରିବା ବେଳେ ଓଲଟିଲା ଚାରି ଚକିଆ ଗାଡି, ୧୦ରୁ ଉର୍ଦ୍ଧ୍ଵ ଗୁରୁତର
  • ||
  • ମେ' ୨୦ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ଫଳ, ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ପ୍ରକ୍ରିୟା
  • ||

ବାଇକ୍ ଚୋରି ରାକେଟର ପର୍ଦ୍ଦାଫାସ୍‌ ; ୪୨ଟି ଚୋରା ଗାଡ଼ି ଜବତ, ୨ ଗିରଫ

Published By : Ankita S | May 17, 2025 3:07 PM

ଝାରସୁଗୁଡା,୧୭/୦୫: ମାତିଥିଲେ ବାଇକ୍ ଚୋର ଗ୍ୟାଙ୍ଗ । ଦିନ ଦ୍ୱିପ୍ରହରରେ ଚୁନା ଲଗାଇ ବାଇକ୍ ଚୋରି କରି ନେଉଥିଲେ । ଗୋଟିଏ ଗ୍ୟାଙ୍ଗ ଏହି ବାଇକ୍ ଚୋରିରେ ଲାଗିଥିଲେ । ଲୋକଙ୍କ ନିଦ ଉଡାଇ ଦେଇଥିଲେ ଏହି ଗ୍ୟାଙ୍ଗ । ଦୀର୍ଘ ଦିନ ହେବ ପୋଲିସ ସହ ଲୁଚକାଳି ଖେଳିବା ପରେ ବାଇକ୍ ଚୋରି ରାକେଟରେ ପର୍ଦ୍ଦାଫାସ୍ ହୋଇଛି । ଏହା ସହିତ ୪୨ ଚୋରା ବାଇକ୍ ଜବତ ହେବା ସହିତ ୨ ଅଭିଯୁକ୍ତ ଗିରଫ ହୋଇଛନ୍ତି ।

ଝାରସୁଗୁଡ଼ା ପୋଲିସ ଏକ ବାଇକ୍ ଚୋରି ରାକେଟକୁ ଧରିବାରେ ସଫଳ ହୋଇଛି l ଏହି ରାକେଟରେ ସମ୍ପୃକ୍ତ ଦୁଇ ଜଣଙ୍କୁ ଗରଫ କରିବା ସହ ସମ୍ପୂର୍ଣ୍ଣ ଜଙ୍ଗଲରୁ ୪୨ଟି ଚୋରା ବାଇକ୍ ଜବତ କରିଛି l ଗିରଫ ଅଭିଯୁକ୍ତ ହେଲେ ଝାରସୁଗୁଡ଼ା ପୁରୁଣାବସ୍ତି ଅଞ୍ଚଳର ସନାତନ ରୋହିଦାସ (୫୨) ଓ ସୁନ୍ଦରଗଡ ଲେଫ୍ରିପଡ଼ା ଅଞ୍ଚଳର ଅନନ୍ତ ଲୁହୁରା (୫୩) ।


ସୂଚନା ମୁତାବକ, ବିଗତ କିଛି ଦିନ ହେବ ବାଇକ୍ ଚୋରିକୁ ନେଇ ସହରରେ ଆତଙ୍କ ସୃଷ୍ଟି ହୋଇଥିଲା । ରାକେଟକୁ କାବୁ କରିବାକୁ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ନିର୍ଦ୍ଦେଶରେ ଏକ ଟିମ୍ ଗଠନ କରାଯାଇଥିଲା । ସହରର ବିଭିନ୍ନ ସ୍ଥାନରେ ଲାଗିଥିବା ସିସିଟିଭି ଫୁଟେଜ୍ ଯାଞ୍ଚ କରି ରାକେଟକୁ ଧରିବାରେ ଝାରସୁଗୁଡ଼ା ପୋଲିସ ସଫଳତା ହୋଇଛି । ସାମ୍ବାଦିକ ସମ୍ମିଳନୀରେ ଉତ୍ତରାଞ୍ଚଳ ପୋଲିସ ଆଇଜି ହିମାଂଶୁ ଲାଲ, ଝାରସୁଗୁଡ଼ା ଏସପି ସ୍ମିତ୍ ପରମାର ଏ ନେଇ ସୂଚନା ଦେଇଛନ୍ତି । ଜବତ ହୋଇଥିବା ୪୨ଟି ବାଇକ୍ ମଧ୍ୟରୁ ୨୮ଟି ଗାଡି ନେଇ ଝାରସୁଗୁଡ଼ା ଜିଲ୍ଲା ଓ ସୁନ୍ଦରଗଡ ଜିଲ୍ଲାର ବିଭିନ୍ନ ଥାନାରେ ମାମଲା ରୁଜୁ ହୋଇଛି । ଅନ୍ୟ ୧୪ଟି ବାଇକ୍ ବିଷୟରେ ତଦନ୍ତ ଚାଲିଥିବା ପୋଲିସ ସୂଚନା ଦେଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.