ପ୍ରମୂଖ ଖବର
  • ବଲାଙ୍ଗୀର : ଗ୍ୟାସ ସିଲିଣ୍ଡର ଚୋରି ଗ୍ୟାଙ୍ଗକୁ ଧରିଲା ପୋଲିସ; ୫ ଗିରଫ,୧୩୩ରୁ ଉର୍ଦ୍ଧ୍ୱ ଗ୍ୟାସ୍‌ ସିଲିଣ୍ଡର ଜବତ
  • ||
  • ଗୁଣପୁର : ବାଇକ୍‌ ଚୋରଙ୍କୁ ଧରିଲା ପୋଲିସ; ୫ ଗିରଫ, ୮ ବାଇକ୍‌ ଜବତ
  • ||
  • ଖଲ୍ଲିକୋଟ : ପୋଖରୀରେ ବୁଡ଼ି ବ୍ୟକ୍ତି ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଚନ୍ଦାହାଣ୍ଡି : ସାପ କାମୁଡାରେ ୯ ବର୍ଷର ଝିଅ ମୃତ, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ବ୍ରହ୍ମପୁର : ଗାଡ଼ି ବ୍ୟାଟେରୀ ଚୋରଙ୍କ ପାର୍ଦ୍ଦାଫାଶ; ୫ଲୁଟେରା ଗିରଫ, ୭ ବ୍ୟାଟେରୀ ଜବତ
  • ||
  • ନବରଙ୍ଗପୁର : ସ୍କୁଲ ପଛ ବୁଦା ମୂଳରୁ ଛାତ୍ରୀଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ
  • ||
  • ଭରତପୁର ଥାନାରେ ମେଜରଙ୍କୁ ମାଡ଼ ଘଟଣା : ୫ ପୋଲିସ ଅଫିସର ନିଲମ୍ଵିତ
  • ||
  • ଅସ୍ତରଙ୍ଗରେ ପାଗଳ ବିଲୁଆର ଆତଙ୍କ, ୧୦ରୁ ଉର୍ଦ୍ଧ୍ୱ ଆହତ
  • ||
  • ବଣାଇ : ଉତ୍ପାତ ହେଉଥିଲା ଦନ୍ତା, ତୋଡ଼ା ଫରେଷ୍ଟରେ ଚାଲିଛି ଟ୍ରାଙ୍କୁଲାଇଜ୍
  • ||
  • ନବରଙ୍ଗପୁରରେ ବେଆଇନ ଗୋରୁ ଚାଲାଣ, ୫୦ରୁ ଉର୍ଦ୍ଧ୍ୱ ଗୋରୁ ଉଦ୍ଧାର
  • ||
  • ଭୋଗରାଇ : ଫୁଲୁଛି ସୁବର୍ଣ୍ଣରେଖା ନଦୀ, ବିପଦ ସଙ୍କେତ ଟପି ବନ୍ୟାଜଳ ପ୍ରବାହିତ
  • ||

ବାଇକ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା , ୨ ମୃତ

ଭଦ୍ରକ,୦୯/୦୯: ବିଳମ୍ବିତ ରାତିରେ ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌ । ଏହି ଦୁର୍ଘଟଣାରେ ବାଇକ୍‌ରେ ଯାତ୍ରା କରୁଥିବା ୩ ଜଣଙ୍କ ମଧ୍ୟରୁ ୨ ଜଣ ପ୍ରାଣ ହରାଇଛନ୍ତି ।ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଛି । ମୃତକଙ୍କ ମଧ୍ୟରେ ଜଣେ ନାବାଳକ ଥିବାବେଳେ ୧୬ ନମ୍ୱର ଜାତୀୟ ରାଜପଥର ଭଦ୍ରକ ଜିଲ୍ଲା ଟାଉନଥାନା ଅଧୀନ ବନ୍ତ ଛକ ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ।

ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ ଏକ ବାଇକ୍‌ରେ ୩ ଜଣ ରଙ୍ଗ ରୁଟ୍‌ରେ ଯାଉଥିଲେ । ଏହି ସମୟରେ ବନ୍ତ ଛକ ନିକଟରେ ଏକ ଟ୍ରକ୍‌ ସହ ବାଇକ୍‌ର ମୁହାଁମୁହିଁ ଧକ୍କା ହୋଇଥିଲା । ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ୨ ଜମ ପ୍ରାଣ ହରାଇଥିଲେ। ତେବେ ମୃତକଙ୍କ ମଧ୍ୟରେ ଜଣେ ନାବାଳକ ରହିଥିବାର ଖବର ମିଳିଛି । ଏହା ଦେଖି ସ୍ଥାନୀୟଲୋକେ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି  ଟାଉନଥାନା ପୋଲିସ । ଏଥି ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.