ପ୍ରମୂଖ ଖବର
  • ରାଉରକେଲା : ପାରିବାରିକ କଳହର କରୁଣ ପରିଣତି , ୨ ଝିଅକୁ ବିଷ ଦେଇ ନିଜେ ବିଷ ପିଇଲା ମା’
  • ||
  • ରାଜ୍ୟରେ ଖୋଲିବ ୫ ନୂଆ ଏନସିସି ଛାତ୍ରୀ ବାଟାଲିୟନ
  • ||
  • ଆମେରିକାର ପୋଲ୍ ଖୋଲିଲା ଏହି ରିପୋର୍ଟ, ଇରାନର କେବଳ ଗୋଟିଏ ପରମାଣୁ ଠିକଣା ହୋଇଥିଲା ଧ୍ବଂସ
  • ||
  • ବିନିକା : ମହାନଦୀରୁ ମିଳିଲା ଏକ କୁଇଣ୍ଟାଲର ବୋଦା ମାଛ
  • ||
  • ପ୍ରତିବନ୍ଧକର ଧମକ ଦେଇଥିଲେ ନାଟୋ ମୁଖ୍ୟ, କଡ଼ା ଜବାବ ଦେଲା ଭାରତ
  • ||
  • ଏଫଏମ କଲେଜ ଘଟଣା ପରେ ଆକ୍ସନରେ ସରକାର; ଜିଏମ୍ ବିଶ୍ବବିଦ୍ୟାଳୟର ଆସିଷ୍ଟାଣ୍ଟ ପ୍ରଫେସର ଗିରଫ
  • ||
  • କଣ୍ଟାବଞ୍ଜି: ରାୟପୁର- ବିଶାଖପାଟଣା ପାସେଞ୍ଜର ଟ୍ରେନର ଏକ ବଗିର ଯାନ୍ତ୍ରିକ ତ୍ରୁଟି,ଦୀର୍ଘ ସମୟ ଧରି ଅଟକିଥିଲା ଟ୍ରେନ
  • ||
  • ନୂଆପଡ଼ା : ସାହାଜଟ ସେବାଶ୍ରମରେ ଅଘଟଣ, ଗଛରେ ଝୁଲି ପଡ଼ିଲେ ଅଷ୍ଟମ ଶ୍ରେଣୀ ଛାତ୍ର
  • ||
  • କେନ୍ଦ୍ରାପଡ଼ା : ଖରସ୍ରୋତାକୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଓଡ଼ିଶା ବନ୍ଦ; ସାଲେପୁର କଂଗ୍ରେସରେ ଫାଟ, ସମର୍ଥକଙ୍କ ମଧ୍ୟରେ ଛକାପଞ୍ଝା
  • ||
  • କୋଣାର୍କ : ଓଡ଼ିଶା ବନ୍ଦ ଡାକରାର ପ୍ରଭାବ; ପର୍ଯ୍ୟଟକଶୂନ୍ୟ କୋଣାର୍କ ଓ ଚନ୍ଦ୍ରଭାଗା
  • ||
  • କଳାହାଣ୍ଡି : କେସିଙ୍ଗାରେ ଓଡିଶା ବନ୍ଦ ପ୍ରଭାବ, ସହରର ସମସ୍ତ ଦୋକାନ ବଜାର ସହ ବିଭିନ୍ନ କାର୍ଯ୍ୟାଳୟ ବନ୍ଦ
  • ||
  • ଆଲାସ୍କା ଦ୍ୱୀପରେ ୭.୩ ତୀବ୍ରତାର ଭୂମିକମ୍ପ ଅନୁଭୂତ, ସୁନାମି ଚେତାବନୀ ଜାରି
  • ||
  • ସପିଂ ମଲରେ ଭୟଙ୍କର ଅଗ୍ନିକାଣ୍ଡ; ଜିଅନ୍ତା ଜଳି ୫୦ ମୃତ, ଅନେକ ଆହତ
  • ||
  • ଖଲ୍ଲିକୋଟ : ୧୬ ନଂ ଜାତୀୟ ରାଜପଥ ନାରାୟଣୀ ଛକରେ ଓଲଟିଲା କାର୍, ଜଣେ ମୃତ ୮ ଗୁରୁତର
  • ||
  • ଓଡ଼ିଶା ବନ୍ଦ, ଚକଅଖ ଜାମ୍, ସକାଳ ୬ରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛନ୍ତି କଂଗ୍ରେସ, ବାମପନ୍ଥୀ ଦଳ
  • ||
  • ଗୁରୁବାରଠୁ କମିବ ବର୍ଷାର ପରିମାଣ, ୨୩ ଜିଲ୍ଲାରେ ବଜ୍ରଘାତ ଆଶଙ୍କା; ୨୦ରୁ ଅନେକ ସ୍ଥାନରେ ବର୍ଷା ସମ୍ଭାବନା
  • ||

କେନ୍ଦ୍ରାପଡ଼ାକୁ ଫେରିଲା ବାର୍ଡ ଫ୍ଲୁ ! ପରୀକ୍ଷା ପାଇଁ ପଠାଯିବ ନମୁନା

Published By : Harapriya Sethi | July 16, 2025 11:46 AM

କେନ୍ଦ୍ରାପଡ଼ା, ୧୬/୦୭: ପୁରୀର ଡେଲାଙ୍ଗ ପରେ କେନ୍ଦ୍ରାପଡ଼ାରେ ବାର୍ଡ ଫ୍ଲୁ ଆଶଙ୍କା ପ୍ରକାଶ ପାଇଛି । ଡେରାବିଶ ବ୍ଳକ ଅନ୍ତର୍ଗତ ଦୁମୁକାହାଟ ଗାଁରେ ଏକ ବ୍ରଏଲର୍ ଫାର୍ମରେ କୁକୁଡା ମଡକ ଦେଖିବାକୁ ମିଳିଛି । ଗତ ୩ ଦିନ ହେବ ଏଠାରେ କୁକୁଡାଙ୍କଠାରେ ରୋଗର ଲକ୍ଷଣ ଦେଖା ଦେଇଛି । ଫାର୍ମର କୁକୁଡା ଗୁଡିକ ସ୍ଥିର ହୋଇ ବସି ରହିବା ସହ ମୁଣ୍ଡ ମାଡି ପଡି ଯାଉଥିବା ଫାର୍ମର ମାଲିକ ପ୍ରଭାକର ଲେଙ୍କା କହିଛନ୍ତି । 

ତେବେ ଏହି ଫାର୍ମରେ ପ୍ରଥମ ଦିନରେ ୩୩ ଟି କୁକୁଡା ମରିଥିବା ବେଳେ ଦ୍ୱିତୀୟ ଦିନରେ ୬୮ ଓ ଆଜି ପୂର୍ବାହ୍ନ ସୁଦ୍ଧା ୧୩୭ ଗୋଟି କୁକୁଡା ମରିଛନ୍ତି l ତେବେ ଆଜିସୁଦ୍ଧା ମୋଟ ୨୩୮ଟି କୁକୁଡା ମରିଥିବା ଫାର୍ମ ମାଲିକ ସୂଚନା ଦେଇଛନ୍ତି । ଆଜି ଏଠାରୁ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯିବ ବୋଲି ପ୍ରାଣୀ ଚିକିତ୍ସା ଅଧିକାରୀଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.