ପ୍ରମୂଖ ଖବର
  • ବଣାଇ ଜାମୁଢିହି ଟୋଲ ଗେଟ ନିକଟରେ ଚା’ ଦୋକାନ ଉପରେ ମାଡିଗଲା ହାଇଓ୍ବା, ୩ ମୃତ
  • ||
  • ଶ୍ରୀକ୍ଷେତ୍ରରେ କାଳବୈଶାଖୀ ପ୍ରଭାବ, ଓଲଟା ଉଡ଼ିଲା ଛାଉଣୀ ମଠର ବାନା
  • ||
  • ନବ ଦାସ ହତ୍ୟା ମାମଲା, ୫ ଦିନର ତନାଘନା ପରେ ଝାରସୁଗୁଡ଼ା ଛାଡ଼ିଲା କ୍ରାଇମବ୍ରାଞ୍ଚ ଟିମ୍‌
  • ||
  • କେନ୍ଦୁଝର : ପୋଖରୀରେ ଗାଧୋଇବା ବେଳେ ଅଘଟଣ, ପାଣିରେ ବୁଡ଼ି ଛାତ୍ର ନିଖୋଜ
  • ||
  • ଗଞ୍ଜାମ: କୁକୁରକୁ ହାଣିଲେ ୮ ଦୁର୍ବୁତ୍ତ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ହରିଆଣା ବାହାଦୁରଗଡ଼ରେ ଘର ଭିତରେ ବିସ୍ଫୋରଣ, ସିଲିଣ୍ଡର ଫାଟି ୪ ମୃତ, ଜଣେ ଗୁରୁତର
  • ||
  • ଜଗତସିଂହପୁର: ବହି ଗୋଦାମର ବିସ୍ଫୋରଣ, ଜଳିଗଲା ୫୦ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ବହିଖାତା
  • ||
  • ଆମେରିକା ମେକ୍ସିକୋର ଏକ ପାର୍କରେ ଆଖିବୁଜା ଗୁଳିମାଡ଼, ୩ ମୃତ, ୧୫ରୁ ଅଧିକ ଗୁରୁତର
  • ||
  • ଆଇପିଏଲ୍‌ରେ ସୁପର ସନ୍‌ଡେରେ ଡବଲ ଫାଇଟ୍, ହାଇଦ୍ରାବାଦ- ରାଜସ୍ଥାନ,ଚେନ୍ନାଇ- ମୁମ୍ବାଇ ମୁକାବିଲା
  • ||
  • ରାଜ୍ୟରେ ଆହୁରି ଦୁଇ ଦିନ ତାଣ୍ଡବ ରଚିବ କାଳବୈଶାଖୀ,୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି
  • ||

ଚେନ୍ନାଇ ସୀମା ପୁନଃ ନିର୍ଦ୍ଧାରଣ ବୈଠକରେ ଯୋଗଦେବେ ବିଜେଡି, କଂଗ୍ରେସ; ତାମିଲନାଡୁ ଗସ୍ତରେ ଭକ୍ତ, ସଂଜୟ, ଅମର

Published By : Prameya | March 22, 2025 9:19 AM

ଭୁବନେଶ୍ୱର,୨୨/୦୩: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌. କେ. ଷ୍ଟାଲିନଙ୍କ ଦ୍ୱାରା ଆହୂତ ନିର୍ବାଚନମଣ୍ଡଳୀ ସୀମା ପୁନଃ ନିର୍ଦ୍ଧାରଣ ବୈଠକରେ ବିଜେଡି ଓ କଂଗ୍ରେସ ଯୋଗଦେବ । ଏଥିପାଇଁ ପୂର୍ବତନ ମନ୍ତ୍ରୀ ତଥା ବିଜେଡିର କାର୍ଯ୍ୟକ୍ରମ ରୂପାୟନ କମିଟିର  ଅଧ୍ୟକ୍ଷ ସଞ୍ଜୟ ଦାସବର୍ମା ଓ ପୂର୍ବତନ ସାଂସଦ ଡ.ଅମର ପଟ୍ଟନାୟକ ଚେନ୍ନାଇ ଯାଇଛନ୍ତି ।  

ଶୁକ୍ରବାର ଚେନ୍ନାଇ ବିମାନ ବନ୍ଦରରେ ଉଭୟଙ୍କୁ ସ୍ୱାଗତ କରିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା  ସାଂସଦ ଦୟାନିଧି ମାରାନ୍‌ ଏବଂ ସାଂସଦ କାନିମାଝି ସାମୁ । ସେହିପରି ଏହି ବୈଠକରେ  ଯୋଗ ଦେବାକୁ ପିସିସି ସଭାପତି ଭକ୍ତ ଚରଣ ଦାସ ତାମିଲନାଡୁ ଗସ୍ତ କରିଛନ୍ତି ।  ସେ ଚେନ୍ନାଇ ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ମଧ୍ୟ ସ୍ୱାଗତ କରାଯାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.