ପ୍ରମୂଖ ଖବର
  • ଏସ୍‌ବିଆଇର ପରବର୍ତ୍ତୀ ଅଧ୍ୟକ୍ଷ ହୋଇପାରନ୍ତି ଚଲା ଶ୍ରୀନିବାସୁଲୁ ସେଟ୍ଟି
  • ||
  • ଆଜି ସ୍ଥଳସେନାଧ୍ୟକ୍ଷ ଭାବେ ଦାୟିତ୍ଵ ନେବେ ଲେପ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ଵିୱେଦୀ
  • ||
  • ଟିଟିଲାଗଡ଼: କାଗଜ ଫ୍ୟାକ୍ଟ୍ରିରେ ଭୟଙ୍କର ନିଆଁ, ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ନାଇଜେରିଆରେ ଆତ୍ମଘାତି ଆକ୍ରମଣ; ୧୮ ମୃତ, ୪୨ ଆହତ
  • ||
  • ରାଜଧାନୀରେ ଲଗାଣ ବର୍ଷା, ଅଣ୍ଡର ପାସ୍‌ରେ ବୁଡି ଚାଲିଗଲା ବୃଦ୍ଧଙ୍କ ଜୀବନ
  • ||
  • ଭାରତୀୟ ବ୍ୟାଙ୍କଗୁଡ଼ିକୁ ସାଇବର ଆକ୍ରମଣ ଭୟ, ସତର୍କ ରହିବାକୁ ରିଜର୍ଭ ବ୍ୟାଙ୍କର ନିର୍ଦ୍ଦେଶ
  • ||
  • ରାଜ୍ୟରେ ବ୍ୟାପୁଛି ବର୍ଷାଜନିତ ସଂକ୍ରମଣ ରୋଗ, ଜଣ୍ଡିସ୍‌, ଡାଇରିଆ, ଜ୍ୱର ଓ ଡେଙ୍ଗୁ ଭୟ ବଢ଼ିଲା
  • ||
  • ସୋମବାରଠୁ ଜନତା ଦରବାର, ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ, ଜିଲ୍ଲାରେ ବି ଶୁଣାଣି
  • ||
  • ଅନ୍ତର୍ଜାତୀୟ ଟି-ଟ୍ୱେଣ୍ଟିରୁ ସନ୍ନ୍ୟାସ ନେଲେ କୋହଲି - ରୋହିତ, ବିଶ୍ୱକପ୍ ଟ୍ରଫି ବିଜ​‌ୟ ପରେ ଘୋଷଣା
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଆଜି ୩ ଜିଲ୍ଲାରେ ପ୍ରବଳ ବର୍ଷିବ, ୩ରୁ ନିର୍ଧୁମ ଛେଚିବ
  • ||

ନିଟ୍ ପରୀକ୍ଷାରେ ଦୁର୍ନୀତି ଏବଂ ଅନିୟମିତତାକୁ ନେଇ ସଂସଦରେ ବିଜେଡି ସାଂସଦଙ୍କ ବିରୋଧ ପ୍ରଦର୍ଶନ

ଭୁବନେଶ୍ଵର, ୨୮/୦୬ : ନିଟ୍ ପରୀକ୍ଷାରେ ହୋଇଥିବା ଦୁର୍ନୀତି ଏବଂ ଅନିୟମିତତାକୁ ନେଇ ଆଜି ସଂସଦରେ ବିଜେଡି ରାଜ୍ୟସଭା ସାଂସଦମାନେ ବିରୋଧ କରିଛନ୍ତି। ଗୃହର ମଧ୍ୟଭାଗକୁ ଯାଇ ସାଂସଦମାନେ ଏହି ପ୍ରସଙ୍ଗରେ ଆଲୋଚନା କରିବାକୁ ଦାବି କରିଛନ୍ତି। 

ନିଟ୍ ପରୀକ୍ଷାରେ ହୋଇଥିବା ଦୁର୍ନୀତି ଏବଂ ଅନିୟମିତତା ଯୋଗୁଁ ଭାରତରେ ଲକ୍ଷ ଲକ୍ଷ ଛାତ୍ରଛାତ୍ରୀଙ୍କ ଜୀବନ ଉପରେ ପ୍ରଭାବ ପକାଇଛି। ବିଜେଡି ସାଂସଦମାନେ ଏହାକୁ ଦୃଢ ନିନ୍ଦା କରିଛନ୍ତି। ପରୀକ୍ଷାରେ ଅନିୟମିତତା ହେତୁ ଓଡ଼ିଶାର ଛାତ୍ର ତଥା ଅଭିଭାବକଙ୍କୁ ନେଇ ସାଂସଦମାନେ ଚିନ୍ତା ପ୍ରକଟ କରିଛନ୍ତି।



  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.