ପ୍ରମୂଖ ଖବର
  • କଟକ : ଲାଞ୍ଚ ନେବା ହେଲା କାଳ, ଭିଜିଲାନ୍ସ ହାତରେ ଧରାପଡିଲେ ଆରଆଇ, ଅମିନ
  • ||
  • ମାଲକାନଗିରି : ଅବୁଝମାଡ଼ ଜଙ୍ଗଲରେ ଏନ୍‌କାଉଣ୍ଟର, ପୁଲିସ ଗୁଳିରେ ୨ ମହିଳା ମାଓବାଦୀ ନିହତ
  • ||
  • ବାଲେଶ୍ୱର : ପାନ ଦୋକାନୀ ମାଡ଼ରେ ଚାଲିଗଲା ଯୁବକଙ୍କ ଜୀବନ, ଧାର ଟଙ୍କାକୁ ନେଇ ଉଭୟଙ୍କ ମଧ୍ୟରେ ଥିଲା ବିବାଦ
  • ||
  • କଟକ: ନରସିଂହପୁର ପଞ୍ଚମୁଖୀ ଛକରୁ ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • ବଦଳିବ ଓଡ଼ିଶା ପର୍ଯ୍ୟଟନର କାୟାକଳ୍ପ, କେରଳ ଏବଂ ରାଜସ୍ଥାନ ମଡେଲ୍‌କୁ କରାଯିବ ଅନୁକରଣ, ଏସିଆର ଶ୍ରେଷ୍ଠ ପାଞ୍ଚରେ ରହିବ ରାଜ୍ୟ
  • ||
  • ପୁରୀ : ଭଗବାନ ଓ ଭକ୍ତଙ୍କ ମଧ୍ୟରୁ ହଟିଲା ଦୂରତା, ଦୁର୍ଲଭ ନବଯୌବନ ବେଶରେ ଦର୍ଶନ ଦେଲେ ଦାରୁବ୍ରହ୍ମ
  • ||
  • ପୁରୀ : ୨୯ରୁ ରତ୍ନଭଣ୍ଡାର ମରାମତି, ପ୍ରତିଦିନ ଦୁଇଟି ସିଫ୍ଟରେ ହେବ କାମ
  • ||
  • ଭୁବନେଶ୍ୱର : ତାରିଣୀ ବସ୍ତ୍ରାଳୟ ଗୋଦାମରେ ଅଗ୍ନିକାଣ୍ଡ, ଜଳିଗଲା କୋଟିଏରୁ ଉର୍ଦ୍ଧ୍ୱ ଟଙ୍କାର ସାମଗ୍ରୀ
  • ||
  • ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ, ୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||

ବିଜୁ ଯୁବ ଛାତ୍ର ଜନତା ଦଳର ରାଜ୍ୟବ୍ୟାପୀ ଆନ୍ଦୋଳନ; ବଢୁଥିବା ନାରୀ ନିର୍ଯାତନା ବିରୋଧରେ ବିକ୍ଷୋଭ

Published By : Anindita Ratha | June 25, 2025 12:57 PM

ଗୋପାଳପୁର,୨୫/୦୬:  ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ରାଜ୍ୟବ୍ୟାପୀ ଆନ୍ଦୋଳନ । ଗୋପାଳପୁର ଛାତ୍ରୀ ଗଣଦୁଷ୍କର୍ମ ଓ ବଢୁଥିବା ମହିଳା ନିର୍ଯାତନା ବିରୋଧରେ ଆନ୍ଦୋଳନକୁ ଓହ୍ଲାଇଛି ଦଳ । ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ନାଲକୋ ଗେଟ ସମ୍ମୁଖରେ ଆଜି ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ହୋଇଥିଲା । ତେବେ ଏହି ଆନ୍ଦୋଳନରେ ଜିଲ୍ଲା ଛାତ୍ର ସଭାପତି ପ୍ରଶାନ୍ତ କୁମାର ପଣ୍ଡା, ଜିଲ୍ଲା ଯୁବ ସଭାପତି ଭବାନୀକାନ୍ତ ସାହୁଙ୍କ ସମେତ ବହୁ ଦଳୀୟ ଯୁବ ଓ ଛାତ୍ର ନେତା ଉପସ୍ଥିତ ରହି ପ୍ଳାକେଟ ଧରି ସ୍ଲୋଗାନ ଦେଇଥିଲେ। ଶାନ୍ତି ଶୃଙ୍ଖଳା ପାଇଁ ପୁଲିସ ମୁତୟନ ହୋଇଥିଲେ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.