ପ୍ରମୂଖ ଖବର
  • କ୍ଷେତ ଖାଲି ହେଲେ ଧାନ ବିକିବାକୁ ପଞ୍ଜିକରଣ, ଲକ୍ଷେ ୮୧ ହଜାର ଚାଷୀଙ୍କୁ ନୋଟିସ୍, ସାଟେଲାଇଟ୍ ସର୍ଭେରେ ଧରାପଡିଲେ
  • ||
  • ଲୋକସଭା ପରେ ଆଜି ରାଜ୍ୟସଭାରେ ହେବ 'ଅପରେସନ୍ ସିନ୍ଦୂର' ବିତର୍କ, ଭାଗ ନେଇପାରନ୍ତି ପ୍ରଧାନମନ୍ତ୍ରୀ ମୋଦି
  • ||
  • ଭାରତର ପ୍ରଥମ ମହିଳା ଚେସ୍ ବିଶ୍ୱକପ୍ ଚମ୍ପିଆନ ଦିବ୍ୟା ଦେଶମୁଖ, ଟ୍ରାଇବ୍ରେକରରେ କୋନେରୁ ହମ୍ପିଙ୍କୁ ହରାଇଲେ
  • ||
  • ୟୁକ୍ରେନ ଯୁଦ୍ଧକୁ ନେଇ ଋଷ ରାଷ୍ଟ୍ରପତି ପୁଟିନଙ୍କ ଉପରେ ଟ୍ରମ୍ପଙ୍କ ଅସନ୍ତୋଷ, କହିଲେ ତୁରନ୍ତ ଯୁଦ୍ଧ ବନ୍ଦ କରିବାକୁ ହେବ
  • ||
  • ଏଏସ୍‌ଆଇକୁ କ’ଣ ଦଣ୍ଡ ମିଳିବ ? "ଏକ୍ସ’ରେ ଶ୍ରୀମନ୍ଦିର, ରତ୍ନଭଣ୍ଡାର ଫଟୋ ଅପଲୋଡ୍‌ ପରେ ଉଡ଼େଇ ଦେଲେ...
  • ||
  • ଆମେରିକାରେ ୫ ଜଣଙ୍କୁ ଗୁଳି କରି ହତ୍ୟା, ନ୍ୟୁୟର୍କର ମିଡଟାଉନ୍ ମାନହାଟନ୍‌ରେ ଫାୟାରିଂ
  • ||
  • ଭାରତର ବଡ଼ ବିଜୟ, ୟମେନରେ କେରଳ ନର୍ସ ନିମିଷା ପ୍ରିୟାଙ୍କ ମୃତ୍ୟଦଣ୍ଡ ପ୍ରତ୍ୟାହାର
  • ||
  • ମଙ୍ଗଳବାର କାଁ ଭାଁ ବର୍ଷା, ବୁଧବାରଠୁ ଶୁଖିଲା ପାଗ: ମୟୂରଭଞ୍ଜରେ ଅଧିକ ବର୍ଷା ଆଶଙ୍କା, ୧୯ ଜିଲ୍ଲାକୁ ୟେଲୋ ଆଲର୍ଟ
  • ||

ପୀଡିତା ପରିବାରକୁ ଭେଟିଲେ ବିଜେପି ପ୍ରତିନିଧି

Published By : Suraj Kumar | July 22, 2025 4:31 PM

କୋକସରା,୨୨/୦୭ : କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଆମପାଣି ପଞ୍ଚାୟତ ଅନ୍ତର୍ଗତ ଏକ ଗ୍ରାମ ର ଜଣେ ଆଦିବାସୀ ନାବାଳିକାକୁ ଦୁଷ୍କର୍ମ ହୋଇଥିବା ନେଇ ଆମପାଣି ଥାନାରେ ପୀଡିତା ପକ୍ଷରୁ ଅଭିଯୋଗ ହୋଇଥିଲା। ଅଭିଯୁକ୍ତ ନକୁଳ ବେହେରାକୁ ପୁଲିସ ଗିରଫ କରି କୋର୍ଟ ଚାଲାଣ  କରିଛି।

ଧର୍ମଗଡ ବିଧାୟକଙ୍କ ନିର୍ଦ୍ଦେଶରେ ଏକ ପ୍ରତିନିଧି ଦଳ ମଙ୍ଗଳବାର ଆମପାଣି ମଣ୍ଡଳ ସଭାପତି ମଧୁବନ ପାତ୍ରଙ୍କ ପ୍ରତିନିଧିତ୍ଵରେ ପହଞ୍ଚି ନାବାଳିକା ପରିବାରଙ୍କୁ ସାକ୍ଷାତ କରିଥିଲେ।  ଏହି ଘଟଣା ରାଜ୍ୟ ସରକାର  ପିଡିତା ପରିବାର ପ୍ରତି ସହାନୁଭୂତି ପ୍ରକାଶ କରିଛନ୍ତି । ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଏହି ପ୍ରତିନିଧି ଦଳରେ ବିଧାୟକଙ୍କ ପ୍ରତିନିଧି ତ୍ରିନାଥ ଶବର, ମୋଟେର ମଣ୍ଡଳ ସଭାପତି ଧର୍ମବ୍ରତ ପଣ୍ଡା , ଆମପାଣି ମଣ୍ତଳ ସମ୍ପାଦକ ତୁଲାରାମ ନାଏକ, ଯୁବ ମୋର୍ଚ୍ଚା ସଭାପତି ତ୍ରିଲୋକ୍ୟ ବେଶ୍ରା ,ବରିଷ୍ଠ ବିଜେପି ନେତା ଚକ୍ରଧର ବେଶ୍ରା ଓ ଅନ୍ୟ କର୍ମକର୍ତ୍ତା ଉପସ୍ଥିତ ରହି ପରିବାରକୁ ସମବେଦନା ଓ ସାହସ ଦେଇଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.