ପ୍ରମୂଖ ଖବର
  • କଟକ: କୋର୍ଟରେ ହାଜର ହେଲେ ଅନୁଭବ ମହାନ୍ତି, ଘରୋଇ ହିିଂସା ମାମଲାରେ ଜାରି ହୋଇଥିଲା NBW
  • ||
  • ଓଡିଶା ବିଧାନସଭାକୁ ମିଳିଲା ନୂଆ ବାଚସ୍ପତି, ରଣପୁର ବିଧାୟିକା ସୁରମା ପାଢ଼ୀ ହେଲେ ବାଚସ୍ପତି
  • ||
  • ତୀର୍ଥଯାତ୍ରୀ ବସ ଉପରକୁ ଆତଙ୍କୀ ହମଲା ଘଟଣା, ଅଭିଯୁକ୍ତ ଗିରଫ
  • ||
  • ବିଶ୍ୱକପ୍‌ର ସୁପର-୮ ରାଉଣ୍ଡ୍‌: ଟିମ୍‌ ଇଣ୍ଡିଆ ପାଇଁ ଆଫଗାନ ସ୍ପିନ୍‌ ଚ୍ୟାଲେଞ୍ଜ, ଫୋକସ୍‌ରେ କୋହଲିଙ୍କ ଫର୍ମ
  • ||
  • ପଟିଆ ଛକ ନିକଟ ଲକି ଇଣ୍ଡିଆ ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ, ଦୀର୍ଘ ଘଣ୍ଟା ପରେ ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ବାଲେଶ୍ୱରରେ ସୁଧୁରୁଛି ସ୍ଥିତି: ସକାଳୁ କର୍ଫ୍ୟୁ କୋହଳ, ୧୧ଟା ସୁଦ୍ଧା କାମ ସାରି ଘରକୁ ଫେରିବାକୁ ନିବେଦନ
  • ||
  • ୨୭ରେ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା, ପ୍ରବଳ ବର୍ଷିବ: ମାଲକାନଗିରିରେ ମୌସୁମୀ ସକ୍ରିୟ
  • ||

କଣ୍ଟାମାଳରେ ବିଜେପିର ବାଜିମାତ, କହ୍ନାଇ ବିଜୟୀ

ଭୁବନେଶ୍ବର, ୪।୬ : କଣ୍ଟାମାଳରେ ବିଜେପିର ବାଜିମାତ। ବିଜେପି ପ୍ରାର୍ଥୀ କହ୍ନାଇ ଚରଣ ଡଙ୍ଗ ବିଜେଡି ପ୍ରାର୍ଥୀ ଠାରୁ ବିଜୟୀ ହୋଇଛନ୍ତି। କହ୍ନାଇ ୬୮୩୫୬ ଭୋଟ ପାଇଥିବା ବେଳେ ତାଙ୍କ ନିକଟତମ ପ୍ରାର୍ଥୀ ମହିନ୍ଦ୍ର ରଣା ୬୧୨୦୭ ଖଣ୍ଡ ଭୋଟ ପାଇଛନ୍ତି।  ୭୧୪୯ରୁ ଉର୍ଦ୍ଧ୍ବ ଭୋଟ ବ୍ୟବଧାନରେ କହ୍ନାଇ ବିଜୟୀ ହୋଇଛନ୍ତି।  ସେହିପରି କଂଗ୍ରେସ ପ୍ରାର୍ଥୀ  ସରୋଜ କୁମାର ପ୍ରଧାନ ୭୬୯୪ ଭୋଟ  ପାଇଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.