ପ୍ରମୂଖ ଖବର
  • କୋଣାର୍କ : ଗୋପର ୨ଟି ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ଅନ୍‌ଲାଇନ୍‌ ଆବେଦନ କରି ନିରାଶ ହେଲେ ହବିଷ୍ୟାଳୀ: ଶିବିର ସାମ୍ନାରେ ଧାରଣା ଦେଲେ, କାନ୍ଦିକାନ୍ଦି ଘରକୁ ଫେରିଲେ
  • ||
  • ଅଧା ସହରବାସୀ ଭୋଗିବେ ଜଳ କଷ୍ଟ, ଦୁର୍ବଳ ପାଇପ ମରାମତି ପାଇଁ ଅପରାହ୍ନ ୨ଟାରୁ ୨୪ ଘଣ୍ଟା ଜଳ ଯୋଗାଣ ବନ୍ଦ
  • ||
  • ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ: ୧୧୮ ଓଏଏସ୍‌ଙ୍କ ବଦଳି, ୭୦ରୁ ଅଧିକ ତହସିଲଦାର ବଦଳିଲେ
  • ||
  • ଆଜିଠୁ ମୁମ୍ୱାଇରେ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କଳିଙ୍ଗ ଷ୍ଟାଡିୟମ୍‌ ଟ୍ରାଫିକ୍‌ ପୋଷ୍ଟରେ ଆସହାୟ ପୋଲିସ, ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର
  • ||
  • ପୁରୀ : ଆଜିଠୁ ମହାକାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ସଂକଳ୍ପ କରି ଚଉରା ମୂଳେ ରାଇଦାମୋଦର ବ୍ରତ କରିବେ ହବିଷ୍ୟାଳୀ
  • ||

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ କନିଷ୍ଠ ଯନ୍ତ୍ରୀ

ଖୋର୍ଦ୍ଧା,୨୦।୩ :  ଲାଞ୍ଚ ନେଇ ଧରାପଡିଲେ ଖୋର୍ଦ୍ଧା ବ୍ଲକ  କନିଷ୍ଠ ଯନ୍ତ୍ରୀ ସଂଗୀତା ମହାପାତ୍ର । ଏମପି ଲ୍ୟାଡ କାମର ବିଲ୍ କରାଇଦେବା ନେଇ ଠିକାଦାର ଠାରୁ ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ।

 ୧୮ ଲକ୍ଷ ଟଙ୍କାର କାମ କରିଥିଲେ ଠିକାଦାର।  ପୂର୍ବରୁ ୧ ଲକ୍ଷ ୩୦ ହଜାର ଟଙ୍କାର ପିସି ନେଇଥିଲେ । ଆଜି ଠିକାଦାରଙ୍କ ବାପା ଶିଶିର ମଙ୍ଗରାଜଙ୍କ ଠାରୁ ୫୦ ହଜାର ଟଙ୍କା ଲାଞ୍ଚ ଖୋର୍ଦ୍ଧା ବ୍ଲକ ପରିସରରେ ସଂଗୀତା ନେଉଥିବାବେଳେ ଭୁବନେଶ୍ବର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। 

ଆହୁରି ପଢନ୍ତୁ : ୪୦ ଟଙ୍କା ପାଇଁ ଗ୍ରାହକଙ୍କ ମାଡ଼ରେ ଦୋକାନୀଙ୍କ ଜୀବନ ଚାଲିଗଲା

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.