ପ୍ରମୂଖ ଖବର
  • ଶ୍ରୀଲୋକନାଥଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା ସମ୍ପନ୍ନ, ରତ୍ନଭଣ୍ଡାର ଖୋଲିବାକୁ ଆସିଲା ଆଜ୍ଞାମାଳ
  • ||
  • ଚତୁର୍ଥ ଟି-ଟ୍ୱେଣ୍ଟ; ଜିମ୍ବାଓ୍ବେକୁ ୧୦ ୱିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ, ଆଜି ପଞ୍ଚମ ମୁକାବିଲା
  • ||
  • ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼, ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ସନ୍ଦିଗ୍ଧ ସୁଟର ମୃତ
  • ||
  • ପାଞ୍ଚ ଦଶନ୍ଧିର ଘଟିବ ଅନ୍ତ, ଆଜି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର, ଦିନ ୧ଟା ପରେ ଶୁଭ ମୁହୂର୍ତ୍ତରେ ଫିଟିବ ତାଲା
  • ||
  • ରାଜ୍ୟରେ ଆସନ୍ତା ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା, ୧୮ରେ ଆଉ ଏକ ଘୂର୍ଣ୍ଣିବଳୟ
  • ||

ଝୁଲନ୍ତା ଅବସ୍ଥାରେ ଗଛରୁ ନାବାଳିକାଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କେନ୍ଦୁଝର ସଦର, ୭।୭: ଝୁଲନ୍ତା ଅବସ୍ଥାରେ ଗଛରୁ ନାବାଳିକାଙ୍କ ମୃତଦେହ ଉଦ୍ଧାର ହୋଇଥିବା ସୂଚନା । କେନ୍ଦୁଝର ଜିଲ୍ଲା ସଦର ବ୍ଲକ୍ ଅନ୍ତର୍ଗତ ଡିମ୍ବୋ ପଞ୍ଚାୟତ ଡିମ୍ବୋ ଗ୍ରାମର ହୁଡ଼ି ସାହିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ହୁଡ଼ି ସାହିର ପାହାଡ଼ ଉପରେ ଏକ ଲିମ୍ବ ଗଛ ଡାଳରେ ନାବାଳିକାର ମୃତଦେହ ଝୁଲୁଥିବାର ଗ୍ରାମବାସୀ ଦେଖିବାକୁ ପାଇଲେ । ପରେ ଟାଉନ ପୁଲିସକୁ ଖବର ଦେବା ପରେ ନାବାଳିକାର ମୃତଦେହକୁ ଉଦ୍ଧାର କରିଛି ପୋଲିସ । ଏନେଇ ହତ୍ୟା ଅଭିଯୋଗ ଆଣିଛନ୍ତି ମୃତକଙ୍କ ପରିବାର । ଘଟଣାର ଅଧିକ ତଦନ୍ତ ଜାରି ରଖିଛି ପୋଲିସ । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.