ପ୍ରମୂଖ ଖବର
  • ନକଲି ଗୁଟଖା ଫ୍ୟାକ୍ଟ୍ରିରେ ଦିଲ୍ଲୀ, ଆନ୍ଧ୍ର ଜିଏସ୍‌ଟି ଟିମ୍‌ର ଚଢ଼ାଉ, ବିଭିନ୍ନ ସାମଗ୍ରୀ ଜବତ
  • ||
  • ଜଗତସିଂହପୁର ପିଏନ୍‌ବି ବ୍ୟାଙ୍କରେ ଅଗ୍ନିକାଣ୍ଡ, ନିଆଁ ଆୟତ୍ତ କରିବାକୁ ଉଦ୍ୟମ ଜାରି
  • ||
  • ହେଲିକପ୍ଟର ଯୋଗେ କଟକ ଯିବେ ମୁଖ୍ୟମନ୍ତ୍ରୀ, ବାରବାଟୀରେ ଭାରତ- ଇଂଲଣ୍ଡ ଲଢ଼େଇ ଦେଖିବେ
  • ||
  • ବାରବାଟୀ ଲଢ଼େଇ: ସୁପର ସନ୍‌ଡେ'ରେ ଭାରତ-ଇଂଲଣ୍ଡ ଦ୍ୱିତୀୟ ଦିନିକିଆ, ଟିମ୍‌କୁ ଫେରିବେ କୋହଲି, ରିଷଭ
  • ||
  • ରବିବାରଠୁ ଉପରମୁହାଁ ହେବ ପାରଦ,୨ରୁ ୪ ଡିଗ୍ରୀ ବଢ଼ିବ ରାତି ତାପମାତ୍ରା
  • ||

ଝୁଲନ୍ତା ଅବସ୍ଥାରେ ଗଛରୁ ନାବାଳିକାଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

Published By : Prameya | July 7, 2024 2:11 PM

କେନ୍ଦୁଝର ସଦର, ୭।୭: ଝୁଲନ୍ତା ଅବସ୍ଥାରେ ଗଛରୁ ନାବାଳିକାଙ୍କ ମୃତଦେହ ଉଦ୍ଧାର ହୋଇଥିବା ସୂଚନା । କେନ୍ଦୁଝର ଜିଲ୍ଲା ସଦର ବ୍ଲକ୍ ଅନ୍ତର୍ଗତ ଡିମ୍ବୋ ପଞ୍ଚାୟତ ଡିମ୍ବୋ ଗ୍ରାମର ହୁଡ଼ି ସାହିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ହୁଡ଼ି ସାହିର ପାହାଡ଼ ଉପରେ ଏକ ଲିମ୍ବ ଗଛ ଡାଳରେ ନାବାଳିକାର ମୃତଦେହ ଝୁଲୁଥିବାର ଗ୍ରାମବାସୀ ଦେଖିବାକୁ ପାଇଲେ । ପରେ ଟାଉନ ପୁଲିସକୁ ଖବର ଦେବା ପରେ ନାବାଳିକାର ମୃତଦେହକୁ ଉଦ୍ଧାର କରିଛି ପୋଲିସ । ଏନେଇ ହତ୍ୟା ଅଭିଯୋଗ ଆଣିଛନ୍ତି ମୃତକଙ୍କ ପରିବାର । ଘଟଣାର ଅଧିକ ତଦନ୍ତ ଜାରି ରଖିଛି ପୋଲିସ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.