ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

ସୋନ ଡ୍ୟାମରୁ ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା !

ଉଦଳା, ୨୨/୦୭ : କପ୍ତିପଦା ଥାନା ସୋନ ଡ୍ୟାମରୁ ମହିଳାଙ୍କ ମୃତଦେହ ଉଦ୍ଧାର। ଡ୍ୟାମ୍‌ରେ ଜଣେ ମହିଳାଙ୍କ ମୃତଦେହ ଭାସୁଥିବା ଆଜି ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ଏନେଇ ପୋଲିସକୁ ଖବର ଦେବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଗ୍ନିଶମ ବାହିନୀ ସହାୟତାରେ ମହିଳାଙ୍କ ମୃତଦେହ ଉଦ୍ଧାର କରିଛି। 

ସୂଚନାନୁଯାୟୀ, ଉଦ୍ଧାର ମହିଳାଙ୍କ ପରିଚୟ ମିଳିପାରି ନଥିବା ବେଳେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ତେବେ ମହିଳା ଜଣଙ୍କ କିଏ ତାଙ୍କର ମୃତ୍ୟୁ କିପରି ହୋଇଛି ଏବଂ ତାଙ୍କ ମୃତଦେହ ଡ୍ୟାମକୁ କିପରି ଆସିଲା ତାହାର ତଦନ୍ତ କରୁଛି ପୋଲିସ। ଅନ୍ୟପଟେ ଦେଖିବାକୁ ଗଲେ ଡ୍ୟାମରେ ବୁଡି ତାଙ୍କର ମୃତ୍ୟୁ ହୋଇଛି ନା ମୃତ୍ୟୁ ପଛର କାରଣ କଣ ତାହା ସ୍ପଷ୍ଟ ହୋଇନାହିଁ।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.