ପ୍ରମୂଖ ଖବର
  • କଟକ : ଏକତରଫା ପ୍ରେମକୁ ନେଇ ନାବାଳିକାଙ୍କୁ ଛୁରାମାଡ଼
  • ||
  • ଆନନ୍ଦପୁର : ଅସମ୍ପୂର୍ଣ୍ଣ ଜାତୀୟ ରାଜପଥକୁ ତୁରନ୍ତ ସମ୍ପୂର୍ଣ୍ଣ କରିବା ଦାବିରେ ଧାରଣା
  • ||
  • କେନ୍ଦୁଝର : ମୋବାଇଲ୍‌ରେ ଲାଇଭ୍‌ ଭିଡ଼ିଓ କରି ଯୁବକଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ
  • ||
  • ମାଲକାନଗିରି : ଗୁଣି ଗାରେଡି ସନ୍ଦେହରେ ଗାଁରେ ବୁଲିଲା ଖଟ, ୬ ପୂଜକ ଗିରଫ
  • ||
  • ଆଳୁ ଦର ବୃଦ୍ଧି ପ୍ରସଙ୍ଗ: ପୂର୍ବ ସରକାରଙ୍କୁ ଦାୟୀ କଲେ ଯୋଗାଣ ମନ୍ତ୍ରୀ
  • ||
  • କଟକ : ମନ୍ଦିରରୁ ସୁନା ରୂପା ଅଳଙ୍କାର ଲୁଟ ଘଟଣା, ୩ ସନ୍ଦିଗ୍ଧ ଅଟକ
  • ||
  • ସମ୍ୱଲପୁର : ଭାରସାମ୍ୟ ହରାଇ ଗଛକୁ ପିଟିଲା ବାଇକ୍‌, ଜଣେ ମୃତ
  • ||
  • ବରଗଡ଼ : ଧନୁଯାତ୍ରା ପାଇଁ ଶିକ୍ଷାନୁଷ୍ଠାନ ସମୟରେ ପରିବର୍ତ୍ତନ, ସକାଳ ୮ଟାରୁ ମଧ୍ୟାହ୍ନ ୧ଟା ପର୍ଯ୍ୟନ୍ତ ଚାଲିବ ପାଠପଢା
  • ||
  • ଜାଡ଼ରେ ଥରୁଛି ପୂର୍ବ ଭାରତ: ୟୁପି-ବିହାରରେ ଆଖିବୁଜିଲେ ୧୦ ଜଣ
  • ||
  • ଇସ୍ତଫା ଦେବେ କନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍ ଟ୍ରୁଡୋ !
  • ||
  • ରାୟଗଡ଼ା ରେଳ ଡିଭିଜନ୍‌ ପ୍ରକଳ୍ପ, ଆଜି ଆଭାସିରେ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ
  • ||
  • କାମାକ୍ଷାନଗର : ରାମିଆଳ ନଦୀ ବ୍ରିଜ୍‌ ତଳକୁ ଖସିଲା ବାଇକ୍‌: ଜଣେ ମୃତ, ଜଣେ ଗୁରୁତର
  • ||
  • ଘନ କୁହୁଡ଼ିର ଚାଦର ତଳେ କଟକ, ଜନଜୀବନ ପ୍ରଭାବିତ
  • ||
  • ରାଜ୍ୟରେ ସାମାନ୍ୟ କମିପାରେ ଜାଡ଼ ,୨ରୁ ୩ ଡିଗ୍ରୀ ବଢ଼ିବ ରାତି ତାପମାତ୍ରା
  • ||
  • ଆଜିଠୁ ସାତକୋଶିଆରେ କୁମ୍ଭୀର ଗଣନା, ୧୭ ତାରିଖରେ ହେବ ପକ୍ଷୀ ଗଣନା
  • ||

ପରିତ୍ୟକ୍ତ କୂଅରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

Published By : Prameya | January 4, 2025 12:04 PM

ଆନନ୍ଦପୁର, ୦୪/୦୧ : ପରିତ୍ୟକ୍ତ କୂଅରୁ ଯୁବକଙ୍କ ମୃତଦେହ ଉଦ୍ଧାର। ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଥିବା ଏକ ପରିତ୍ୟକ୍ତ କୂଅରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣଙ୍କ ସ୍ଥାନୀୟ ବଡ଼ପଦନା ଗାଁର ହରିହର ସାହୁ ବୋଲି ଜଣାପଡ଼ିଛି। 

ସୂଚନାନୁଯାୟୀ, ହରିହର ସାହୁ ୪ ଦନ ଧରି ନିଖୋଜ ଥିଲେ। ପରିବାର ଲୋକେ ଖୋଜାଖୋଜି କରିଥିଲେ ସୁଦ୍ଧା ତାଙ୍କର କୌଣସି ଖୋଜ ଖବର ମିଳିନଥିଲା। ଏନେଇ ପରିବାର ଲୋକେ ଥାନାରେ ଅଭିଯୋଗ କରିଥିଲେ। ଶନିବାର ସକାଳେ ପଞ୍ଚାୟତ ନିକଟରେ ଥିବା ଏକ ପରିତ୍ୟକ୍ତ କୂଅରେ ହରିହରଙ୍କ ମୃତଦେହ ଭାସୁଥିବା କିଛି ଲୋକ ଦେଖିଥିଲେ। ଏନେଇ ପୋଲିସକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ପହଞ୍ଚି କୂଅରୁ ମୃତଦେହ ଉଦ୍ଧାର କରିଛି। ତେବେ ହରିହରଙ୍କୁ କେହି ହତ୍ୟା କରି କୂଅରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ରାମଚନ୍ଦ୍ରପୁର ପୋଲିସ ମୃତଦେହ ଜବତ କରି ତଦନ୍ତ ଚଳାଇଛି। 


  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.