ପ୍ରମୂଖ ଖବର
  • କନ୍ଧମାଳ ଜଙ୍ଗଲରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ମାଓବାଦୀ
  • ||
  • ବାହାରିଲା ପ୍ରଥମ ଦିନର ଆଡ଼ପ ଅବଢ଼ା, ମହାପ୍ରଭୁଙ୍କୁ ଦର୍ଶନ ସହ ମହାପ୍ରସାଦ ପାଇ ଭକ୍ତ ଆନନ୍ଦିତ
  • ||
  • ବରିଷ୍ଠ ଓଏଏସ୍ ମିର୍ଦ୍ଧା ଟପ୍ପୋଙ୍କୁ ଗୁରୁଦାୟିତ୍ବ, ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ ମିଳିଲା ନୂଆ ନିଯୁକ୍ତି
  • ||
  • ଏଣିକି ପାନ୍‌କାର୍ଡ ଆବେଦନ ଲାଗି ଆଧାର ଜରୁରୀ, ଜୁଲାଇ ପହିଲାରୁ ହେବ କାର୍ଯ୍ୟକାରୀ
  • ||
  • ସୁନ୍ଦରଗଡ଼ :ଲଗାଣ ବର୍ଷା ପାଇଁ ବଢୁଛି ବ୍ରାହ୍ମଣୀ ନଦୀର ଜଳସ୍ତର, ଖୋଲିଲା ମନ୍ଦିରା ଡ୍ୟାମ୍‌ର ୪ ଗେଟ୍‌
  • ||
  • କଟକ ରେଳ ଷ୍ଟେସନ୍‌ ନିକଟରେ ମାଲବାହୀ ଟ୍ରେନ୍ ଲାଇନ୍‌ଚ୍ୟୁତ, ଟ୍ରାକ୍‌ରୁ ଖସିଲା ୩ ଖାଲି ବଗି
  • ||
  • ଫିଫା କ୍ଲବ ବିଶ୍ୱକପ, କ୍ୱାର୍ଟରରେ ଚେଲସୀ, ପାମେରାସ୍‌
  • ||
  • ଉତ୍ତରାଖଣ୍ଡ-ହିମାଚଳରେ ପ୍ରକୃତି କୋପ; ରେଡ୍ ଆଲର୍ଟ ପରେ ସ୍କଲ କଲେଜ ବନ୍ଦ,ଚାରିଧାମ ଯାତ୍ରାରୁ ହଟିଲା ୨୪ ଘଣ୍ଟିଆ ବ୍ରେକ୍
  • ||
  • ଗଞ୍ଜାମ : ପୂର୍ବ ଶତ୍ରୁତାରୁ ଗଡ଼ିଲା ମୁଣ୍ଡ, ଯୁବକଙ୍କୁ ମାରଣାସ୍ତ୍ରରେ ଆକ୍ରମଣ
  • ||
  • ମଙ୍ଗଳବାରଠୁ ଅନିର୍ଦ୍ଦିଷ୍ଟକାଳ ପାଇଁ ଶିମିଳିପାଳ ଜାତୀୟ ଉଦ୍ୟାନ ବନ୍ଦ
  • ||
  • ସୋମବାରଠୁ ଏସ୍‌ଓଏସ୍‌ସି ପରୀକ୍ଷା, ସକାଳ ୯ ଟାରୁ ୧୧ଟା ଯାଏ ଚାଲିବ: ଜୁଲାଇ ପହିଲାରୁ ସପ୍ଲିମେଣ୍ଟାରୀ ପରୀକ୍ଷା
  • ||
  • ପ୍ରବଳ ବର୍ଷା ଯୋଗୁ ବାଲେଶ୍ୱର, ମୟୂରଭଞ୍ଜକୁ ବନ୍ୟା ଭୟ: ଆଜିଠୁ ୩ ଯାଏ ମୟୂରଭଞ୍ଜରେ ସ୍କୁଲ ଛୁଟି ଘୋଷଣା
  • ||
  • ବାଲେଶ୍ୱର : ସୁବର୍ଣ୍ଣରେଖାରେ ବନ୍ୟାସ୍ଥିତି, ବିପଦ ସଂକେତ ଟପିଲା ବନ୍ୟାଜଳ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ୫ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ଆକଳନ, ଆଜି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ଅଉଖମା ବ୍ରିଜ୍ ଉପରୁ ଯୁବକଙ୍କ ମୃତଦେହ ଉଦ୍ଧାର, ଦୁର୍ଘଟଣା ଯୋଗୁଁ ମୃତ୍ୟୁ ହୋଇଥିବା ଅନୁମାନ

Published By : Rasmita Pradhan | June 30, 2025 10:20 AM

ଢେଙ୍କାନାଳ, ୩୦/୬ : ଢେଙ୍କାନାଳ ସଦର ଥାନା ଭାପୁର ଫାଣ୍ଡି ଅନ୍ତର୍ଗତ ପୁରୁଣା କଟକ-ସମ୍ବଲପୁର ରାସ୍ତାର ଅଉଖମା ବ୍ରିଜ୍ ଉପରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ପାରିପାର୍ଶ୍ଵିକ ସ୍ଥିତିରୁ ଗଛରେ ପିଟିହୋଇ ଯୁବକଙ୍କ ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି। ତେବେ କେଉଁ ପରିସ୍ଥିତିରେ ଯୁବକଙ୍କ ମୃତ୍ୟୁ ହୋଇଛି ତାହା ଜଣାପଡ଼ି ନାହିଁ। 

ଯୁବକ ଜଣଙ୍କ କଟକ ବିଡ଼ାନାସୀ ଅଞ୍ଚଳର ବୋଲି ଆଲୋଚନା ହେଉଛି। ଭାପୁର ଫାଣ୍ଡି ପୁଲିସ ପହଞ୍ଚି ବାଇକ୍ ସହ ମୃତଦେହକୁ ଜବତ କରି ତଦନ୍ତ ଚଳାଇଛି।



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.