ପ୍ରମୂଖ ଖବର
  • ଲାଞ୍ଚ ନେବାବେଳେ ମାଡି ବସିଲା ଭିଜିଲାନ୍ସ, ଧରାପଡ଼ିଲେ ରାଜସ୍ବ ବିଭାଗର ବରିଷ୍ଠ କିରାଣୀ
  • ||
  • ଶରଧାବାଲି ଦଳାଚକଟା ଘଟଣା: ଉନ୍ନୟନ କମିଶନରଙ୍କ ରିପୋର୍ଟକୁ ତର୍ଜମା କରୁଛନ୍ତି ମୁଖ୍ୟମନ୍ତ୍ରୀ
  • ||
  • ସେପ୍ଟେମ୍ବର ୯ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ; ୭ରେ ପ୍ରକାଶ ପାଇବ ବିଧିବଦ୍ଧ ବିଜ୍ଞପ୍ତି
  • ||
  • ଅନୀଲ ଅମ୍ବାନୀଙ୍କୁ ଇଡ଼ି ସମନ, ୧୭ ହଜାର କୋଟି ଟଙ୍କାର ଋଣ ଠକେଇ ମାମଲାରେ ହେବ ପଚରାଉଚରା
  • ||
  • ବିଜେପିକୁ ବଡ଼ ଝଟ୍‌କା, ତାମିଲନାଡୁ ବିଧାନସଭା ନିର୍ବାଚନ ପୂର୍ବରୁ NDA ସହିତ ସମ୍ପର୍କ ଭାଙ୍ଗିଲା ଓପିଏସ୍‌
  • ||
  • କୋରିଅର୍‌ ସଂସ୍ଥାରେ ମିଳିତ ଚଢ଼ାଉ, ୧୭ ହଜାର ବୋତଲ କଫ୍‌ ସିରପ୍‌ ଜବତ
  • ||
  • ଶୁକ୍ରବାର ବିଏଡ୍‌ ପ୍ରବେଶିକା ପରୀକ୍ଷା ଫଳ, ୮ରେ ପ୍ରଥମ ପର୍ଯ୍ୟାୟ ସିଟ୍‌ ଆବଣ୍ଟନ, ୧୧ରୁ ନାମଲେଖା
  • ||
  • ଦିଗପହଣ୍ଡି : ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରି ଟ୍ୟୁସନ ସାର୍ ଗିରଫ
  • ||
  • ଫୁଟିଲା ଟାରିଫ୍ ବୋମା; ୧୦ରୁ ୪୧% ଯାଏ ରେସିପ୍ରୋକାଲ ଟାରିଫ୍ ଆଦେଶ ଉପରେ ଟ୍ରମ୍ପଙ୍କ ସାଇନ୍, ଭାରତ ସମେତ ୭୦ ଦେଶ ଉପରେ ପଡିବ ପ୍ରଭାବ
  • ||
  • ୩ ମାସ ପରେ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା, ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ବନ୍ଦ ଥିଲା ଜାତୀୟ ଉଦ୍ୟାନ
  • ||
  • ରାଜ୍ୟରେ ଏବେ କାଁ ଭାଁ ବର୍ଷା ସମ୍ଭାବନା, ବଢ଼ିବ ତାପମାତ୍ରା: ଆଜି ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||

ବାଇକ୍‌ରେ ସାଙ୍ଗ ସହ ଘରୁ ବାହାରିଥିଲେ, ବିଲରୁ ମିଳିଲା ମୃତଦେହ, ହତ୍ୟା ସନ୍ଦେହ

Published By : Rasmita Pradhan | July 31, 2025 9:57 AM

ଭଦ୍ରକ, ୩୧/୦୭ : ବାଇକ୍‌ରେ ସାଙ୍ଗ ସହ ଘରୁ ବାହାରିଥିଲେ। ବିଲରୁ ମିଳିଲା ମୃତଦେହ। ଗୁରୁବାର ସକାଳେ ଭଦ୍ରକ ଜିଲ୍ଲା ଗ୍ରାମାଞ୍ଚଳ ଥାନା ଗେଲଟୁଆ ଅଞ୍ଚଳରେ ଏଭଳି ଘଟଣା ଘଟିଛି। ଯୁବକଙ୍କ ମୁହଁରେ କ୍ଷତ ଚିହ୍ନ ରହିଛି। ହତ୍ୟା ସନ୍ଦେହ କରାଯାଉଛି। 

ସୂଚନାନୁଯାୟୀ, ଗେଲଟୁଆ ଗାଁରେ ସନ୍ତୋଷ ମଲ୍ଲିକ ସକାଳେ ଜନୈକ ବ୍ୟକ୍ତିଙ୍କ ସହ ବାଇକରେ ଘରୁ ବାହାରିଥିଲେ। କୁଷଗଡିଆ ଓ ବଗମରା ରାସ୍ତା କଡ଼ରେ ଥିବା ଏକ ବିଲରେ ତାଙ୍କର ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ପୁଲିସକୁ ଖବର ଦେଇଥିଲେ। ସନ୍ତୋଷଙ୍କ ମୁହଁରେ କ୍ଷତ ଚିହ୍ନ ରହିଛି। ପାରିପାର୍ଶ୍ଵିକ ସ୍ଥିତିରୁ ହତ୍ୟା ସନ୍ଦେହ କରାଯାଉଛି। ତେବେ ଏପର୍ଯ୍ୟନ୍ତ ଗ୍ରାମାଞ୍ଚଳ ଥାନାରେ ଲିଖିତ ଅଭିଯୋଗ ହୋଇନଥିବା ସୂଚନା ମିଳିଛି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.