ପ୍ରମୂଖ ଖବର
  • ତାଳଚେର ହାଣ୍ଡିଧୁଆ ସ୍କୁଲର ରୂପାନ୍ତରଣ ପ୍ରକଳ୍ପର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ
  • ||
  • ତାଳଚେରରେ “ଏକ୍ ପେଡ୍ ମା’ କେ ନାମ ୨.୦” ଅଭିଯାନ ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ
  • ||
  • କଟକ : ଟ୍ରକ୍ ଧକ୍କାରେ ମହିଳା ହୋମଗାର୍ଡଙ୍କ ମୃତ୍ୟୁ, ଚାଳକ ଥାନାରେ ଅଟକ
  • ||
  • ଯାଜପୁର : ନଦୀରେ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ମତ୍ସ୍ୟଜୀବୀଙ୍କ ଜାଲରୁ ମୃତଦେହ ଉଦ୍ଧାର
  • ||
  • କଟକ : ବୋଲେରୋ ଧକ୍କାରେ ସ୍ୱାମୀ ମୃତ, ସ୍ତ୍ରୀ ଓ ଝିଅ ଗୁରୁତର
  • ||
  • ଆଫ୍ରିକାରେ ୩ ଭାରତୀୟଙ୍କୁ ଅପହରଣ କରିନେଲେ ଅଲ୍ କାଏଦା ଆତଙ୍କୀ, ସୁରକ୍ଷିତ ଉଦ୍ଧାର ପାଇଁ ଭାରତର ପ୍ରକ୍ରିୟା
  • ||
  • ବୌଦ୍ଧ : ବାପାଙ୍କ ମୃତ୍ୟୁ ଖବର ଶୁଣି ଘରକୁ ଯାଉଥିଲେ ଦମ୍ପତି, ଦୁର୍ଘଟଣାରେ ଚାଲିଗଲା ଜୀବନ
  • ||
  • ବାଲେଶ୍ୱର : ବିପଦ ସଂକେତ ତଳେ ସୁବର୍ଣ୍ଣରେଖା, ଏବେବି ପାଣି ଘେରରେ ୨୦ରୁ ଅଧିକ ଗାଁ
  • ||
  • ୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ
  • ||
  • ଇଣ୍ଡୋନେସିଆ ବାଲିରେ ଅଘଟଣ, ୬୫ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ି ୪ ମୃତ, ଅନେକ ନିଖୋଜ
  • ||

ମେଲଣରେ ବଚସାକୁ ନେଇ ପିପିଲିରେ ବୋମା ମାଡ଼, ଜଣେ ଗୁରୁତର ୩ ଆହତ

Published By : Rasmita Pradhan | April 11, 2025 10:16 AM

ଭୁବନେଶ୍ଵର, ୧୧/୦୪ : ପିପିଲି ଜମାଲପୁରରେ ବୋମା ମାଡ଼। ବଡ଼ ଭାଇର ବୋମା ମାଡ଼ରେ ସାନ ଭାଇ ଗୁରୁତର, ୩ ଆହତ। ଗୁରୁବାର ରାତି ପ୍ରାୟ ୩ଟାରେ ଏହି ଘଟଣା ଘଟିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସୂଚନାନୁଯାୟୀ, ଗୁରୁବାର ରାତି ପ୍ରାୟ ୩ଟାରେ ପିପିଲି ଜମାଲପୁରରେ ବୋମା ମାଡ଼ ହୋଇଛି। ବଡ଼ ଭାଇର ବୋମା ମାଡ଼ରେ ସାନ ଭାଇ ରାଜ କିଶୋର ନାୟକ ଗୁରୁତର ହୋଇଛନ୍ତି। ଏହି ଘଟଣାରେ ଆହୁରି ୩ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ଜଣେ ୧୨ବର୍ଷର ନାବାଳକ ଚନ୍ଦନ ନାୟକଙ୍କ ଡାହାଣ ଗୋଡ଼ ପାଦରେ ଗଭୀର ଆଘାତ ଲାଗିଛି। ଗୁରୁତରଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଛି। ଘଟଣା ସ୍ଥଳରେ ପିପିଲି ପୋଲିସ ପହଁଚି ତଦନ୍ତ କରିଛି। ବୋମା ନିଷ୍କ୍ରୀୟକାରି ଦଳ ଘଟଣାସ୍ଥଳରୁ ଅଫୁଟା ବୋମା ଜବତ କରିଛି। ମେଲଣରେ ବଚସାକୁ ନେଇ ବୋମା ମାଡ଼ ହୋଇଥିବା ସୂଚନା ମିଳିଛି। 

ଏହି ଖବରଟିକୁ ପଢନ୍ତୁ-କମିଶନରେଟ୍ ପୋଲିସକୁ ବଡ଼ ସଫଳତା, ବ୍ରାଉନ୍‌ ସୁଗାର ବେପାରୀ ଶେଖ୍ ଜାମସେଦ୍‌କୁ ଏନ୍‌କାଉଣ୍ଟର୍


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.