ପ୍ରମୂଖ ଖବର
  • କୋରାପୁଟ : କାମ କରିବାକୁ ଯାଇ ନିଖୋଜ ହେଲେ ସ୍ୱାମୀ; ଖୋଜିଖୋଜି ଆତ୍ମହରା ହେଲେ ସ୍ତ୍ରୀ, ମାସେ ପରେ କରିଲେ ଅଭିଯୋଗ
  • ||
  • ବାଲିପାଟଣା : ନଦୀରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ସାଲେପୁର : ଝରକା ତାଡ଼ି ୩ ଘରୁ ଚୋରି, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଗଞ୍ଜାମ : ୧୧କେଭି ତାର ଲାଗି ଜଣେ ମୃତ, ଜଣେ ଗୁରୁତର
  • ||
  • ବାଲେଶ୍ଵର : ବାଇକ୍‌କୁ ଧକ୍କା ଦେଲା ମାଲବାହୀ ଟ୍ରକ୍; ଜଣେ ମୃତ,୨ ଗୁରୁତର
  • ||
  • ସୁନ୍ଦରଗଡ଼ : ପୂଜା ଦେଖିବାକୁ ଆସିଥିବା ବେଳେ ଯୁବତୀଙ୍କୁ ଗଣଦୁଷ୍କର୍ମ, ୩ ଅଟକ
  • ||
  • ଉଦଳା : ସରକାରୀ ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ , ଚିକିତ୍ସା ଅଭାବରୁ ଚାଲିଗଲା ଶିଶୁକନ୍ୟାର ଜୀବନ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ବ୍ରହ୍ମପୁର : ନକଲି ଗୁଟଖା କମ୍ପାନିରେ ଚଢାଉ; ନକଲି ଗୁଟଖା, ଗୁଟଖା ସାମଗ୍ରୀ ଏବଂ ମେସିନ ଠାବ
  • ||
  • ଦିଗପହଣ୍ଡି : ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା,୧୦ ଘଣ୍ଟା ପରେ ମୃତଦେହ ଉଦ୍ଧାର
  • ||
  • ଆସ୍କା : ଟ୍ରକ୍‌କୁ ପିଟିଲା ପିକଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଗୁରୁବାରଠୁ ଭାରତ- ବାଂଲାଦେଶ ପ୍ରଥମ ଟେଷ୍ଟ: ଚିପକ୍‌ରେ ରାଜୁତି କରିବେ ସ୍ପିନର୍‌, ଫେରିବେ ପନ୍ତ ଏବଂ ରାହୁଲ
  • ||
  • ମୋହନାରେ ଟ୍ରକ୍‌-ବାଇକ୍‌ ଧକ୍କା, ୨ ବାଇକ୍‌ ଆରୋହୀ ମୃତ
  • ||
  • ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼; ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ
  • ||
  • ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୧୦୦ ଦିନର ସଫଳତା ସମାବେଶ ଓ ପ୍ରଦର୍ଶନୀରେ ଯୋଗଦେବେ
  • ||
  • ୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଆହୁରି ବିଗିଡ଼ିପାରେ ବାଲେଶ୍ୱର, ମୟୂରଭଞ୍ଜ ସ୍ଥିତି
  • ||

ରାଜଧାନୀରେ ବୋମା ମାଡ଼; ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ

ଭୁବନେଶ୍ୱର,୧୯/୦୯: ବୋମା ମାଡ଼ରେ ଥରି ଉଠିଛି କେଦାରପଲ୍ଲୀ ବସ୍ତି । ବାଇକ୍‌ରେ ଆସି ବୋମା ମାଡ କଲେ ଦୃର୍ବୁତ୍ତ । ବୋମା ମାଡ଼ କରି ଯାଉଥିବା ବେଳେ ସିସିଟିଭିରେ ହେଲା କଏଦ୍ ହେଲା ଦୃଶ୍ୟ । ଗୋଷ୍ଠୀ ବିବାଦରୁ ବୋମାମାଡ଼ ହୋଇଥିବା ନେଇ ଜଣାପଡ଼ିଥିବା ବେଳେ ରାଜଧାନୀ ଭୁବନେଶ୍ୱରର କ୍ୟାପିଟାଲ ଥାନା ଅନ୍ତର୍ଗତ ବାପୁଜୀ ନଗରର କେଦାରପଲ୍ଲୀ ବସ୍ତି ଅଞ୍ଚଳରେ ଏଭଳି ଘଟଣା ଘିଟିଛି । 

ସୂଚନା ମୁତାବକ, ପୁଣି ଥରେ ଅଶାନ୍ତ ହୋଇଛି ଭୁବନେଶ୍ୱର । ପଦ୍ମକେଶରପୁର, ଚନ୍ଦକା ଓ ନୂଆପଲ୍ଲୀ ବୋମାମାଡ଼ ଘଟଣା ପରେ ପୁଣି ବୋମା ଫୁଟିଛି କ୍ୟାପିଟାଲ ଥାନା ଅନ୍ତର୍ଗତ କେଦାରପଲ୍ଲୀ ବସ୍ତିରେ । କେଦାରପଲ୍ଲୀର ୨ଗୋଷ୍ଠୀ ମଧ୍ୟରେ କିଛି ଦିନ ହେବ ଛକାପଞ୍ଝା ଲାଗିରହିଥିଲା । ହେଲେ ବୁଧବାର ସବୁ ସୀମା ଟପିଯାଇଥିଲା । ବୁଧବାର ରାତି ପ୍ରାୟ ୧୧ଟା ବେଳେ ଗୋଟିଏ ଗୋଷ୍ଠୀ ବସ୍ତିମୁଣ୍ଡରେ ବସିଥିଲେ । ଏହି ସମୟରେ ଅନ୍ୟ ଏକ ଗୋଷ୍ଠୀ ସେମାନଙ୍କ ଉପରକୁ ବୋମା ପକାଇଥିଲେ । ତେବେ ବୋମା ମାଡ଼ରେ କାହାରି କିଛି କ୍ଷତି ହୋଇନଥିଲା । 

ଏନେଇ ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ କ୍ୟାପିଟାଲ ଥାନା ପୋଲିସ ପହଞ୍ଚିଥିଲେ । ଏହି ଦୃଶ୍ୟ ସିସିଟିଭିରେ କଏଦ ହେଇଥିଲା । ଉକ୍ତ ସିସିଟିଭି ଆଧାରରେ ଦୃର୍ବୁତ୍ତଙ୍କୁ ଧରିବା ପାଇଁ ଚାରିଆଡ଼େ ମାରାଥନ୍ ରେଡ୍‌ ଜାରି ରଖିଛି ପୋଲିସ । 


 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.