ପ୍ରମୂଖ ଖବର
  • ମା’ ଭଟ୍ଟାରିକା ମନ୍ଦିର ବେଢ଼ା ଛୁଇଁଲା ମହାନଦୀର ପ୍ରଥମ ବନ୍ୟାଜଳ
  • ||
  • କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପିତୃ ବିୟୋଗ, ୮୧ ବର୍ଷ ବୟସରେ ଦାଉଲାଲ ବୈଷ୍ଣବଙ୍କ ପରଲୋକ
  • ||
  • ମନମୋହନଙ୍କ କାନ୍ଧରେ ପୁଣି ରାଜ୍ୟ ବିଜେପି କମାଣ, ସଭାପତି ଭାବେ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ
  • ||
  • ଗୁରୁବାର ତୃତୀୟ ଟେଷ୍ଟ: ଇଂଲଣ୍ଡ ଏକାଦଶକୁ ଫେରିବେ ଆର୍ଚର, ଭାରତୀୟ ସ୍କ୍ୱାଡରେ ହେବ ପରିବର୍ତ୍ତନ
  • ||
  • ଷ୍ଟିଅରିଂ ଛାଡ଼ ଆନ୍ଦୋଳନ : ବାଲିକୁଦା ନିକଟରେ କର୍ମକର୍ତ୍ତାଙ୍କ ପିକେଟିଂ, ଅଖ ଚକ ଜାମ୍, ଯାତ୍ରୀ ହନ୍ତସନ୍ତ
  • ||
  • ୧୪ଟି ଦେଶ ଉପରେ ନୂଆ ଟାରିଫ୍ ଘୋଷଣା କଲେ ଡୋନାଲ୍ଡ ଟ୍ରମ୍ପ, ଅଗଷ୍ଟ ପହିଲାରୁ ହେବ ଲାଗୁ
  • ||
  • ମଝିଘରିଆଣୀଙ୍କ ୯ ହୁଣ୍ଡି ମିଳିଲା ନଗଦ କୋଟିଏ ଟଙ୍କା, ୧୨ ବିଦେଶୀ ନୋଟ୍‌, ୩୮ ଗ୍ରାମ୍‌ ସୁନା
  • ||
  • ରାଜଧାନୀରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ପାର୍‌, ସ୍କୁଲ୍‌ରେ ସଚେତନ କଲା ବିଏମ୍‌ସି
  • ||
  • ସରିଲା ଅଧରପଣା, ଆଜି ନୀଳକନ୍ଦରକୁ ବାହୁଡ଼ିବେ ନିଳାଦ୍ରୀନାଥ, ରସଗୋଲା ଦେଇ ମାହାଲକ୍ଷ୍ମୀଙ୍କ ମାନଭଞ୍ଜନ କରିବେ ମହାପ୍ରଭୁ
  • ||
  • ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ, ୬ ଦଫା ଦାବି ନେଇ ଜିଦ୍‌ରେ ଅଟଳ ଡ୍ରାଇଭର ମହାସଂଘ
  • ||
  • ଆସନ୍ତା ୪ ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ଆଜି ୩ ଜିଲ୍ଲାକୁ ଅରେଞ୍ଜ, ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||

ରାସ୍ତା କଡ଼କୁ ଓଲଟିଲା ବୋରୱେଲ୍ ଗାଡି, ତିନି ଶ୍ରମିକ ଆହତ

Published By : Rasmita Pradhan | June 17, 2025 10:04 AM

ସାନଖେମୁଣ୍ଡି, ୧୭/୬ : ରାସ୍ତା କଡକୁ ଓଲଟିଲା ବୋରୱେଲ୍ ଗାଡି। ୨ ଶ୍ରମିକ ଆହତ ଜଣେ ଗୁରୁତର । ମଙ୍ଗଳବାର ସକାଳେ ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଥାନା ମୌଲାଭଣଜା- ଗୁମ୍ମା ମୁଖ୍ୟ ରାସ୍ତା ଚାଞ୍ଚଡ଼ାପଲ୍ଲୀ ଗାଁ ନିକଟରେ ଏହି ଦୁର୍ଘଟଣା ଘଟିଛି। ଗୁରୁତର ଶ୍ରମିକଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। 

ସୂଚନାନୁଯାୟୀ, ମଙ୍ଗଳବାର ସକାଳେ ଏକ ବୋରୱେଲ୍ ଗାଡ଼ି ଦଶରୁ ଉର୍ଦ୍ଧ୍ଵ ଶ୍ରମିକଙ୍କୁ ନେଇ ମୌଲାଭଣଜାରୁ ଗୁମ୍ମା ଅଭିମୁଖେ ଯାଉଥିଲା। ଚାଞ୍ଚଡ଼ାପଲ୍ଲୀ ରାସ୍ତାର ଏକ ମୋଡ଼ ନିକଟରେ ଗାଡ଼ିଟି ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିଥିଲା। କିଛି ଶ୍ରମିକ ଗାଡ଼ିରୁ ଡେଇଁ ପଡ଼ିଥିବା ବେଳେ ତିନି ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଗୁରୁତର ଆହତଙ୍କୁ ଦିଗପହଣ୍ଡି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଦିଗପହଣ୍ଡି ପୁଲିସ ତଦନ୍ତ କରୁଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.