ପ୍ରମୂଖ ଖବର
  • ପୁରୀ : ଏଥର ମିଳିବନି ମହାପ୍ରଭୁଙ୍କ ନବଯୌବନ ଦର୍ଶନ, ୧୦ରେ ମିଳିବ ଆଡ଼ପ ଅବଢ଼ା
  • ||
  • ଭୁବନେଶ୍ଵର : କେନ୍ଦ୍ରୀୟ ପୂର୍ବ ବଙ୍ଗୋପସାଗରେ ଘୂର୍ଣ୍ଣିବଳୟ, ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା
  • ||
  • ଭୁବନେଶ୍ଵର : ସ୍କୁଲରେ ପଢ଼ାଇବେ ଅତିଥି ଶିକ୍ଷକ, ନିଯୁକ୍ତ ହେବେ ୪୫୮୦ ଅବସରପ୍ରାପ୍ତ ଶିକ୍ଷକ
  • ||

ସ୍କୁଟି ଡିକି ଭାଙ୍ଗି ୭ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଜୟପୁର,୬।୬ :  ସ୍କୁଟି ଡିକି ଭାଙ୍ଗି ୭ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ ।ଲୁଟର ଶୀକାର ହେଲେ ରାହୁଲ ସାମନ୍ତରାୟ । ରାହୁଲ ସ୍ଥାନୀୟ ଏକ ବ୍ୟାଙ୍କରୁ ଏହି ଟଙ୍କା ଉଠାଇ ନିଜ ସ୍କୁଟି ଡିକିରେ ରଖିଥିଲେ । ତେବେ ଘରକୁ ଫେରିବା ସମୟରେ ମୁଖ୍ୟ ରାସ୍ତାରେ ଥିବା ଏକ ମୋବାଇଲ ଦୋକାନରେ କିଛି ସମୟ ପାଇଁ ଅଟକି ଥିଲେ । ଏହି ସମୟରେ ଦୁର୍ବୃତ୍ତମାନେ ଏହି ଟଙ୍କା ଲୁଟ କରିଛନ୍ତି। ଏନେଇ ଜୟପୁର ଟାଉନ ଥାନାରେ ମାମଲା ଦାୟର କରିଛନ୍ତି ରାହୁଲ ।

ଆହୁରି ପଢନ୍ତୁ : ସାବିତ୍ରୀ ବ୍ରତକୁ ନେଇ ତୁମୁଳ କାଣ୍ଡ : ପୂଜକଙ୍କ ପାଇଁ ୨ ମହିଳା ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ପୋଲିସ ମୁତୟନ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.