ପ୍ରମୂଖ ଖବର
  • କୁଚିଣ୍ଡା : ୪ ବାଇକ୍‌ ଲୁଟେରା ଗିରଫ, ୯ ବାଇକ୍‌ ଜବତ
  • ||
  • ଆନନ୍ଦପୁର : ବାତୋ ଗାଁରେ ଅଘଟଣ, ଟ୍ରାକ୍ଟର ତଳେ ଚାପିହୋଇ ନାବାଳକ ମୃତ
  • ||
  • ରାଜଧାନୀରୁ ସେକ୍ସ ରାକେଟ ଠାବ, ୪ ଯୁବତୀ ଉଦ୍ଧାର
  • ||
  • କୋରାପୁଟ : ମାଲ ଗାଡ଼ି ଟ୍ରେନ୍‌ରେ ଲାଗିଲା ନିଆଁ, କାରଣ ଅସ୍ପଷ୍ଟ
  • ||
  • ଶୀତରେ ଥରୁଛି ଜି ଉଦୟଗିରି, ୬.୨ ଡିଗ୍ରୀକୁ ଖସିଲା ତାପମାତ୍ରା
  • ||
  • ଆଠଗଡ଼ : ଶୌଚ ପାଇଁ ଯାଇଥିବା ବେଳେ ଆକ୍ରମଣ କଲା ହାତୀ, ମହିଳା ଗୁରୁତର
  • ||
  • ବୌଦ୍ଧରେ ଅପରେସନ୍ ଗ୍ରୀନ୍‌ କ୍ଲିନ୍ ଜାରି, ୧୬ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ
  • ||
  • ପଦ୍ମପୁର : ନିଆଁ ଲାଗି ପୋଡ଼ିଗଲା ଦଶ ଏକର ଜମିର ଧାନ ଫସଲ, କାରଣ ଅସ୍ପଷ୍ଟ
  • ||
  • ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହେମନ୍ତ ସୋରେନ୍,ସାମିଲ୍ ହେବେ ବହୁ ନେତା
  • ||
  • ଚଣ୍ଡିଖୋଲ : ଡମ୍ପରକୁ ଧକ୍କା ଦେଲା ଆମ୍ବୁଲାନ୍ସ: ଜଣେ ମୃତ, ୩ ଗୁରୁତର
  • ||
  • ବ୍ରହ୍ମପୁର : ପୂର୍ବ ଶତ୍ରୁତାକୁ ନେଇ ହତ୍ୟାକାଣ୍ଡ, ଦାଦାର ଆକ୍ରମଣରେ ପୁତୁରାର ମୃତ୍ୟୁ
  • ||
  • ରାଜ୍ୟରେ କମିବ ଥଣ୍ଡା, ୩ ଦିନରେ ରାତି ତାପମାତ୍ରା ୪ଡିଗ୍ରୀ ବଢ଼ିପାରେ: ବାତ୍ୟା ପ୍ରଭାବରେ କାଁ ଭାଁ ବର୍ଷା ସମ୍ଭାବନା
  • ||

ବ୍ୟାଙ୍କକୁ ଟଙ୍କା ନେଇ ଯାଉଥିଲେ ଭାଇ ଭଉଣୀ, ୭ ଲକ୍ଷ ୩୦ ହଜାର ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ

କଣ୍ଟାବାଞ୍ଜି, ୦୮/୧୧: ଦିବାଲୋକରେ ଭାଇ ଭଉଣୀଙ୍କ ଠାରୁ ଟାଙ୍ଗିଆ ଦେଖାଇ ଲୁଟ୍ । କିୟୋସ ବ୍ୟାଙ୍କକୁ ଯାଉଥିବା ବେଳେ ୭ ଲକ୍ଷ ୩୦ ହଜାର ଟଙ୍କା ଲୁଟି ନେଲେ ଲୁଟେରା । ପଟାମରା ଗାଁର ଲଳିତ ଗହୀର ଏବଂ ତାଙ୍କ ଭଉଣୀଙ୍କ ଠାରୁ ଏହି ଲୁଟ୍‌ ହୋଇଛି । ବଲାଙ୍ଗୀର ଜିଲ୍ଲା ମୁରିବାହାଲ ଥାନା ଅଞ୍ଚଳରେ ଏଭଳି ଘଟଣା ଘଟିଛି।

ସୂଚନା ମୁତାବକ, ପଟାମରା ଗାଁର ଲଳିତ ଗହୀର ଏବଂ ତାଙ୍କ ଭଉଣୀ ହଳଦୀ ଗାଁରେ ଥିବା ତାଙ୍କ କିୟୋସ ବ୍ୟାଙ୍କକୁ ନିଜ ବାଇକରେ ଯାଉଥିଲେ । ବ୍ୟାଙ୍କ ଯିବା ସମୟରେ ୭ ଲକ୍ଷ ୩୦ ହଜାର ଟଙ୍କା ନେଇ ଯାଉଥିଲେ। ଏହି ସମୟରେ ରାସ୍ତାରେ ଗୋଟିଏ ସ୍କୁଟିରେ ୩ ଜଣ ଯୁବକ ମାରଣାସ୍ତ୍ର ଦେଖାଇ ଟଙ୍କା ଭର୍ତ୍ତି ବ୍ୟାଗ୍‌ ଲୁଟି ଫେରାର ହୋଇଯାଇଥିଲେ । ଏନେଇ ଭାଇ ଭଉଣୀ ମୁରିବାହାଲ ଥାନାରେ ଅଭିଯୋଗ କରିଥିଲେ । ଅଭିଯୋଗ ଆଧାରରେ ଘଟଣାସ୍ଥଳରେ ପୋଲିସ ତଦନ୍ତ ଚଳାଇଛି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.