ପ୍ରମୂଖ ଖବର
  • ମାଲକାନଗିରି : ଆତ୍ମସମର୍ପଣ କଲେ ୩ ହାର୍ଡକୋର ମାଓବାଦୀଙ୍କ ୮ ନକ୍ସଲ, ତନ୍ମଧ୍ୟରୁ ଜଣେ ମହିଳା
  • ||
  • କଣ୍ଟାବାଞ୍ଜି : ଘରୋଇ ସ୍କୁଲର ମହିଳା ଆକାଉଣ୍ଟାଣ୍ଟଙ୍କୁ ହତ୍ୟା! ତଦନ୍ତ କରୁଛି ପୋଲିସ
  • ||
  • ସମ୍ୱଲପୁର : ମଶାଣି ନିକଟରୁ ଅଜଣା ଗଳିତ ମୃତଦେହ ଉଦ୍ଧାର, ହତ୍ଯା ସନ୍ଦେହ
  • ||
  • ନୂଆପଡ଼ା : ଜମିବାଡ଼ିକୁ ନେଇ ଗଣ୍ଡଗୋଳ, ୩ ଗୁରୁତର
  • ||
  • ଭରତପୁର ଥାନାରେ ଲାଗିବ ୨୫ ସିସିଟିଭି, ଆରମ୍ଭ ହେଲା ପ୍ରକ୍ରିୟା
  • ||
  • ଭୁବନେଶ୍ୱର : ବନ୍ଦ ଡାକରା ପ୍ରତ୍ୟାହାର କଲା ବିଜେଡି, ହେବନି ଆନ୍ଦୋଳନ
  • ||
  • ବଲାଙ୍ଗୀର : ବଲାଙ୍ଗୀରରେ କମୁନି ଦାଦନ ଦୁଃଖ; ଚାଲାଣ ବେଳେ ୧୨ ଶ୍ରମିକ ଉଦ୍ଧାର, ୨ ଦଲାଲ ଗିରଫ
  • ||
  • ଚୌଦ୍ୱାର : ବିରୂପା ବ୍ୟାରେଜ ନିକଟରେ ନଦୀକୁ ଡେଇଁ ଯୁବକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ମାଲକାନଗିରି : ଡଙ୍ଗା ଚଳାଇ ଚିତ୍ରକୋଣ୍ଡା ଗାଁକୁ ଗଲେ ବିଧାୟକ, ଲୋକଙ୍କ ଦୁଃଖ ପଚାରି ବୁଝିଲେ
  • ||
  • ଭରତପୁର ଥାନାରେ ହଙ୍ଗାମା ଘଟଣା: କିଏ ସତ କହୁଛି ? ମିଛଧରା ପରୀକ୍ଷାକୁ ଭରସା କରିଛି କ୍ରାଇମ୍‌ବ୍ରାଞ୍ଚ
  • ||
  • ଚାନ୍ଦବାଲି : ଅଙ୍ଗନବାଡ଼ି କେନ୍ଦ୍ରରେ ୧୫ ଦିନ ହେଲା ଝୁଲୁଛି ତାଲା, ଅଭିଭାବକ ମହଲରେ ତୀବ୍ର ଅସନ୍ତୋଷ
  • ||
  • ରାଉରକେଲାରେ ଲଜ୍ଜ୍ୟା: ନାବାଳିକାଙ୍କୁ ଅପହରଣ ପରେ ଗଣଦୁଷ୍କର୍ମ, ମୋବାଇଲ ଟ୍ରାକିଂରୁ ଧରାପଡ଼ିଲେ ୩ ଅଭିଯୁକ୍ତ
  • ||
  • ନବରଙ୍ଗପୁର : ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା : ୬ ଘଣ୍ଟା ବନ୍ଦ ଡାକରା ଦେଲା ଜୟ ତେନ୍ତୁଳୀଖୁଣ୍ଟି ସାମାଜିକ ସଂଘଠନ, ୨୦ଲକ୍ଷ ଟଙ୍କା କ୍ଷତିପୂରଣ ଦାବି
  • ||
  • ଆଜି ଜନଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ, ସର୍ବାଧିକ ୧୦୦୦ଟି ଅଭିଯୋଗର ଶୁଣାଣି ହେବ
  • ||
  • ୨୪ ଘଣ୍ଟାରେ ସୃଷ୍ଟି ହୋଇପାରେ ଲଘୁଚାପ: ୪ ଦିନ ପ୍ରବଳ ବର୍ଷିବ, ୧୨ ଜିଲ୍ଲାକୁ ଆଲର୍ଟ ଜାରି
  • ||

ବର୍ଜ୍ୟବସ୍ତୁ ପରିଚାଳନାରେ ଅବ୍ୟବସ୍ଥାକୁ ନେଇ ବୁର୍ଲା ଭିମ୍‌ସାରକୁ ୧୧ ଲକ୍ଷ ଟଙ୍କା ଫାଇନ୍‌

ବୁର୍ଲା,୨୨/୦୯: ବର୍ଜ୍ୟବସ୍ତୁ ପରିଚାଳନାରେ ଅବ୍ୟବସ୍ଥାକୁ ନେଇ ବୁର୍ଲା ଭିମ୍‌ସାରକୁ  ୧୧ ଲକ୍ଷ ଟଙ୍କା ଫାଇନ୍‌ କରିଛି କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ । ତଣ୍ଡ ଅର୍ଥ ୧୫ ଦିନ  ମଧ୍ୟରେ ପୈଠ ନ କଲେ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ୍‌ଙ୍କ ନିର୍ଦ୍ଦେଶ ଅନୁଯାୟୀ ଆବଶ୍ୟକ  କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଚେତାଇ ଦିଆଯାଇଛି । ଭିମ୍‌ସାର୍‌ କର୍ତ୍ତୃପକ୍ଷ ଟଙ୍କା ଦାଖଲ  ନ କଲେ ଅସ୍ତ୍ରୋପଚାର କକ୍ଷ ସମେତ ୱାର୍ଡଗୁଡ଼ିକୁ ବନ୍ଦ କରିଦେବା ଆଶଙ୍କା ଏଡ଼ାଇ  ଦିଆଯାଇ ନ ପାରେ । ଭିମ୍‌ସାର୍‌ ନିର୍ଦ୍ଦେଶକ ପ୍ରଫେସର ଡା. ଭାବଗ୍ରାହୀ ରଥ ୧୧ ଲକ୍ଷ ଫାଇନ୍‌କୁ ସ୍ୱୀକାର କରିଛନ୍ତି । ସେ କହିଛନ୍ତି, ଶନିବାର ଏ ସମ୍ପର୍କିତ ବୈଠକ କରାଯାଇଥିଲା । ସବୁ ବ୍ୟବସ୍ଥା  ସୁଧାରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । 

ସୂଚନାଯୋଗ୍ୟ, ବୁର୍ଲା ଭିମ୍‌ସାରରେ ବର୍ଜ୍ୟବସ୍ତୁ ପରିଚାଳନାରେ ବ୍ୟାପକ  ତ୍ରୁଟିବିଚ୍ୟୁତି ଲକ୍ଷ୍ୟ କରିଥିଲା ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ । ଏହାକୁ ସୁବ୍ୟବସ୍ଥିତ କରିବାକୁ  ଗତ ଅଗଷ୍ଟରେ ନିର୍ଦ୍ଦେଶ ଦିଆଯାଇଥିଲା । ମାତ୍ର ଭିମ୍‌ସାର୍‌ କର୍ତ୍ତୃପକ୍ଷ ଏହାକୁ ଏଡ଼ାଇ  ଦେଇ ସମୟ ଗଡ଼ାଇ ଚାଲିଥିଲେ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.