ପ୍ରମୂଖ ଖବର
  • ଛତ୍ରପୁର ବ୍ଲକର ନୂତନ ବିଡିଓ ଭାବେ ଦାୟିତ୍ୱ ଗ୍ରହଣ କଲେ ଓଏଏସ୍‌ ସମ୍ୱିତ ସଂଗ୍ରାମଜିତ ସାହୁ
  • ||
  • ଘଟଗାଁ : ଚଳନ୍ତା ଟ୍ରେନ୍‌ରୁ ପଡ଼ିଗଲେ ଯୁବତୀ, ଚାଲିଗଲା ଜୀବନ
  • ||
  • ଆରମ୍ଭ ହେଲା ପିଏମ୍‌ ଆବାସ ସର୍ଭେ, ଆପ୍ ଏବଂ ପୋର୍ଟାଲର ଶୁଭାରମ୍ଭ କଲେ ପଞ୍ଚାୟତିରାଜ ମନ୍ତ୍ରୀ
  • ||
  • ମହାରାଷ୍ଟ୍ରର ଅସ୍ତ୍ରଶସ୍ତ୍ର କାରଖାନାରେ ବିସ୍ପୋରଣ, ୫ ମୃତ
  • ||
  • ବାରିପଦା : ସୁନା ଲୁଟେରା ଗ୍ୟାଙ୍ଗ୍‌ର ପର୍ଦ୍ଦାଫାଶ, ୫ ଜଣଙ୍କୁ ବାନ୍ଧିଲା ପୋଲିସ
  • ||
  • ବାଲିପାଟଣା : ପରିତ୍ୟକ୍ତ ଘରୁ ଯୁବକଙ୍କ ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଆରମ୍ଭ
  • ||
  • ଆଠଗଡ଼ : ଘନ କୁହୁଡ଼ି ଯୋଗୁଁ ଓଲଟିଲା ଘରୋଇ ଯାତ୍ରୀବାହୀ ବସ୍, ୨ ଗୁରୁତର
  • ||
  • ଭୁବନେଶ୍ୱର : ହଂସିକାଙ୍କ ମାମଲାରେ ନୂଆ ମୋଡ଼: ଯୁବତୀ ଚାଲାଣ ଲିଙ୍କ ଖୋଲିବ ସ୍ପେଶାଲ କ୍ରାଇମ୍‌ ୟୁନିଟ୍‌
  • ||
  • ଗରିଆବନ୍ଧ ଏନକାଉଣ୍ଟର:୧୬ ମାଓବାଦୀଙ୍କ ମଧ୍ୟରୁ ୧୨ଜଣଙ୍କ ମିଳିଲା ପରିଚୟ
  • ||
  • ଭୁବନେଶ୍ୱର : SBI ଏଟିଏମ୍‌ ତାଡ଼ିନେଲେ ଦୁର୍ବୃତ୍ତ, ସିସିଟିଭି ଆଧାରରେ ପୋଲିସର ତଦନ୍ତ ଆରମ୍ଭ
  • ||
  • ଜୟପୁର : ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ଦୁର୍ବୃତ୍ତ, ପୋଲିସର ତଦନ୍ତ ଆରମ୍ଭ
  • ||
  • ମିଆଁମାରରେ ଭୂକମ୍ପ ଝଟକା,ରିକ୍ଟର ସ୍କେଲରେ ତୀବ୍ରତା ୪.୮ ରେକର୍ଡ଼
  • ||
  • କଣାସରେ ନିୟନ୍ତ୍ରଣକୁ ଆସୁନି ଝାଡ଼ାବାନ୍ତି, ଆହୁରି ୨୦ ନୂଆ ଆକ୍ରାନ୍ତ ଚିହ୍ନଟ,ହସ୍ପିଟାଲରେ ଚିକିତ୍ସା ଜାରି
  • ||
  • ଟ୍ରମ୍ପ ସରକାରଙ୍କୁ ବଡ଼ ଝଟକା, ଜନ୍ମଗତ ନାଗରିକତା ଅଧିକାର ଉଚ୍ଛେଦ ଆଦେଶ ଉପରେ ଲାଗିଲା ରୋକ୍
  • ||
  • ଶୁକ୍ରବାର ବସିବ ପ୍ରାକ୍ ବଜେଟ୍ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଜି.ଉଦୟଗିରି : କଳିଙ୍ଗା ଘାଟିରେ ଓଲଟିଲା ଲୁହା ରଡ୍‌ ବୋଝେଇ ଟ୍ରକ୍‌, ଯାତାୟତ ବାଧାପ୍ରାପ୍ତ
  • ||
  • ବଜେଟ୍ ୨୦୨୫, ଆଜି ନର୍ଥ ବ୍ଲକ୍‌ରେ ଆୟୋଜିତ ହେବ ହାଲୁଆ ଉତ୍ସବ,ସାମିଲ ହେବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
  • ||
  • ରାଜ୍ୟରେ ଆହୁରି କମିବ ଶୀତ, ୩ ଦିନ ଯାଏ ୨ ରୁ ୪ ଡିଗ୍ରୀ ବଢ଼ିବ ରାତି ତାପମାତ୍ରା
  • ||

ଟ୍ରକ ପଛରେ ଧକ୍କା ଦେଲା ତୀର୍ଥଯାତ୍ରୀ ବସ୍, ଅଳ୍ପକେ ବର୍ତ୍ତିଲେ ତୀର୍ଥଯାତ୍ରୀ

Published By : Prameya | January 19, 2025 6:38 PM

ପାଟଣା,୧୯।୧ : କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଚିଲିଦା ନିକଟରେ ଦୁର୍ଘଟଣା। ଟ୍ରକ ପଛରେ ଏକ ତୀର୍ଥଯାତ୍ରୀ ବସ ଧକ୍କା ଦେଇଛି। ବସ ରେ ଥିବା ପଶ୍ଚିମବଙ୍ଗ ଅଞ୍ଚଳର ୬୦ ରୁ ଊର୍ଦ୍ଧ୍ବ  ଯାତ୍ରୀ ଅଳ୍ପକେ ବର୍ତ୍ତିଯାଇଛନ୍ତି। ତେବେ ୧୦ ରୁ ଉର୍ଦ୍ଧ ତୀର୍ଥଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି।

 ସାନଭି ନାମକ ଏକ ଘରୋଇ ବସ ପଶ୍ଚିମବଙ୍ଗ ଅଞ୍ଚଳ ରୁ ତୀର୍ଥଯାତ୍ରୀଙ୍କୁ ନେଇ ତୀର୍ଥସ୍ଥାନ ବୁଲାଇ ଫେରୁଥିଲା। ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଚିଲିଦା ନିକଟରେ ଗାଡିଟି ଏକ ଟ୍ରକକୁ ଧକ୍କା ଦେଇଥିଲା। ଏଥିରେ  ୧୦ ଯାତ୍ରୀ ସାମାନ୍ୟ ଆହତ ହୋଇଛନ୍ତି। ସେମାନଙ୍କୁ  ସ୍ଥାନୀୟ ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା କରାଯାଇଛି। ଘଟଣା ସ୍ଥଳରେ ତୁରୁମୁଙ୍ଗା ପୋଲିସ ପହଁଞ୍ଚି ଘଟଣାର ତଦନ୍ତ କରୁଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.