ପ୍ରମୂଖ ଖବର
  • ମେ ୨୭ରେ କେରଳ ଛୁଇଁବ ମୌସୁମୀ ବାୟୁ ! ମଡେଲଜନିତ ତ୍ରୁଟି ପାଇଁ ୪ ଦିନ ଆଗପଛ ହୋଇପାରେ
  • ||
  • ମୟୂରଭଞ୍ଜ : ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍‌, ୧୭ରୁ ଉର୍ଦ୍ଧ୍ୱ ଆହତ
  • ||
  • କଟକ : ମହାନଦୀ କୂଳରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ
  • ||
  • ଭଦ୍ରକ : ତୋଟା ସାହିରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୬ ବଖରା ଘର
  • ||
  • ବୈଦେଶିକ ମନ୍ତ୍ରାଳୟ ଓ ସେନା ପକ୍ଷରୁ ମିଳିତ ପ୍ରେସ୍‌ମିଟ୍‌, ସୀମାନ୍ତ ରାଜ୍ୟକୁ ଡ୍ରୋନରେ ଟାଗେର୍ଟ କରୁଛି ପାକ୍
  • ||
  • ସେଲ୍‌ଫି ପ୍ରତିଯୋଗିତାର ବିଜେତାଙ୍କୁ ସୁଭଦ୍ରା ମଞ୍ଚରେ ପୁରସ୍କୃତ କରାଯିବ
  • ||
  • ରାଜ୍ୟରେ ସମସ୍ତ ଜିଲ୍ଲାପାଳ ଓ IPSଙ୍କ ଛୁଟି ବାତିଲ, ହେଡକ୍ଵାଟର୍ ନଛାଡ଼ିବାକୁ ନିର୍ଦ୍ଦେଶ
  • ||
  • ରାଜଧାନୀରେ ବାର୍‌ ଉପରକୁ ଗୁଳି ଏବଂ ବୋମାମାଡ଼, ଜଣେ ଗୁରୁତର
  • ||
  • ଏମ୍‌ସ ଭୁବନେଶ୍ୱର କର୍ମଚାରୀଙ୍କ ଛୁଟି ବାତିଲ, ଛୁଟିରେ ଥିଲେ ତୁରନ୍ତ ଯୋଗଦେବାକୁ ନିର୍ଦ୍ଦେଶ
  • ||
  • ରାଜୌରୀ ଅତିରିକ୍ତ ଜିଲ୍ଲା ଉନ୍ନୟନ କମିଶନରଙ୍କ ଘର ଉପରକୁ ପାକିସ୍ତାନର ଆକ୍ରମଣ, ଅଧିକାରୀଙ୍କ ସମେତ ୨ ମୃତ
  • ||
  • ରଣପୁର ଆକାଶରେ ଉଡିଲା ଡ୍ରୋନ୍: ଲୋକେ ଛାନିଆ, ପୁଲିସକୁ ଦେଲେ ସୂଚନା
  • ||
  • ଫୁଲବାଣୀ : ବାଇକ୍‌ ଆରୋହୀଙ୍କୁ ଚାପିଦେଲା ବସ୍‌: ୨ ମୃତ, ଜଣେ ଗୁରୁତର
  • ||
  • ଯୁଦ୍ଧ ପରିସ୍ଥିତି ଭିତରେ ପାକିସ୍ତାନରେ ଭୂକମ୍ପ, ରେକ୍ଟର ୪.୦ ତୀବ୍ରତା ରେକର୍ଡ
  • ||
  • ରାଜ୍ୟରେ୧୪ ଯାଏ କଲବଲ କରିବ ଗ୍ରୀଷ୍ମଲହରି, ନାକେଦମ୍‌ କରିବ ଗୁଳୁଗୁଳି
  • ||

ବାଇକ୍‌ ଆରୋହୀଙ୍କୁ ଚାପିଦେଲା ବସ୍‌: ୨ ମୃତ, ଜଣେ ଗୁରୁତର

Published By : Harapriya Sethi | May 10, 2025 7:47 AM

ଭୁବନେଶ୍ୱର,୧୦/୦୫: ଫୁଲବାଣୀ ରୁଜାଙ୍ଗୀ ପେଟ୍ରୋଲ ଟାଙ୍କି ନିକଟରେ ରାତି ଅଧରେ ସଡ଼କ ଦୁର୍ଘଟଣା । ବସ୍ ଚକା ତଳେ ଚାପି ହୋଇ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ମୃତ ଦୁଇଜଣ ହେଲେ ପଟାବାଲି ସାହିର ପ୍ରକାଶ କହଁର ଏବଂ ଭୁକ୍ତା କନାଲିର ପରମାନନ୍ଦ କହଁର ।

ସୂଚନା ମୁତାବକ, ଅନିଲ ନାମକ ଏକ ଘରୋଇ ବସ୍ ମଧ୍ୟ ରାତ୍ରିରେ ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା । ଏହି ସମୟରେ ରୁଜାଙ୍ଗୀ ପେଟ୍ରୋଲ ପମ୍ପରୁ ପେଟ୍ରୋଲ ପକାଇ ଗୋଟିଏ ବାଇକ୍‌ରେ ତିନିଜଣ ଯୁବକ ଯାଉଥିଲେ । ପେଟ୍ରୋଲ ଟାଙ୍କି ନିକଟରେ ହିଁ ଘଟିଗଲା ଦୁର୍ଘଟଣା । ବସ୍‌ ଚକା ତଳେ ଆସି ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ୨ ଜଣଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ଗୁରୁତରଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଡାକ୍ତରଖାନାକୁ ପଠାଇ ଘଟଣା ସ୍ଥଳରେ ଉପସ୍ଥିତ ରହି ତଦନ୍ତ ଚଳାଇଛି ପୋଲିସ ।  

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.