ପ୍ରମୂଖ ଖବର
  • ମୋହନା : ୧୦୪ କେଜି ଗଞ୍ଜେଇ ଜବତ, ୨ ଗିରଫ
  • ||
  • CHSE ପରୀକ୍ଷା ପାଟର୍ଣ୍ଣରେ ପରିବର୍ତ୍ତନ, ୮୦ ରୁ ୨୪ ରଖିଲେ ହେବେ ପାସ୍‌
  • ||
  • ପ୍ରକାଶ ପାଇଲା OTET ରେଜଲ୍ଟ, ୱେବ୍‌ସାଇଟ୍‌ରେ ଦେଖି ପାରିବେ ପରୀକ୍ଷା ଫଳ
  • ||
  • ଲମତାପୁଟରେ ଅପରେସନ୍‌ ଗ୍ରୀନ୍‌ କ୍ଲିନ୍‌, ୩୮ଏକର ଜମିରୁ ଗଞ୍ଜେଇ ଚାଷ ନଷ୍ଟ
  • ||
  • କରମଡ଼ିହି ଗଣହତ୍ୟା ମାମଲା, ୨୪ ଦିନ ପରେ ୭ ଅଭିଯୁକ୍ତ ଗିରଫ
  • ||
  • ରାତି ପାହିଲେ ପ୍ରଥମାଷ୍ଟମୀ, ହଳଦୀପତ୍ର ମହକୁଛି ବଜାର
  • ||
  • କୋରାପୁଟ: ବାଇକ୍‌ ଚାଳକଙ୍କ ଉପରେ ଚଢିଗଲା ଟ୍ରକ୍‌: ୪ ମୃତ
  • ||
  • ଓଡ଼ିଶାର ୩ କଳାକାରଙ୍କୁ ଉସ୍ତାଦ ବିସ୍‌ମିଲ୍ଲା ଖାନ୍‌ ଯୁବ ପୁରସ୍କାର,ଆଜି ନୂଆଦିଲ୍ଲୀରେ ପୁରସ୍କାର ପ୍ରଦାନ କରାଯିବ
  • ||
  • ମୁଲୁଗୁରେ ନକ୍ସଲଙ୍କ ବର୍ବର କାଣ୍ଡ: ପୋଲିସ ଇନଫର୍ମର ସନ୍ଦେହରେ ଦୁଇ ଜଣଙ୍କୁ ନିର୍ମମ ହତ୍ୟା
  • ||
  • ଓଡ଼ିଶା ପର୍ବ-୨୦୨୪: ନୂଆଦିଲ୍ଲୀରେ ଝଲସିବ ଓଡ଼ିଆ କଳା, ସଂସ୍କୃତି, ଯୋଗଦେବେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଓ ବହୁ କେନ୍ଦ୍ରମନ୍ତ୍ରୀ
  • ||
  • ଲମତାପୁଟ : ୬୦ କେଜି ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ବର୍ଡର-ଗାଭାସ୍କର ଟ୍ରଫି:ଅଷ୍ଟ୍ରେଲିଆଠୁ ଟସ୍ ଜିତି ଟିମ୍ ଇଣ୍ଡିଆର ବ୍ୟାଟିଂ ନିଷ୍ପତ୍ତି, ପେସରଙ୍କ ସ୍ୱର୍ଗରେ ବ୍ୟାଟରଙ୍କ ପାଇଁ ପରୀକ୍ଷା
  • ||

ବାଇକ୍‌କୁ ଧକ୍କା ଦେଇ ରୋଲରକୁ ପିଟିଲା ବସ୍, ୩ରୁ ଉର୍ଦ୍ଧ୍ଵ ଗୁରୁତର

ଭଦ୍ରକ, ୨୨/୧୧ : ବାଇକ୍‌କୁ ଧକ୍କା ଦେଇ ରୋଲରକୁ ପିଟିଲା ବସ୍। ୩ରୁ ଅଧିକ ଯାତ୍ରୀ ଗୁରୁତର। ଭଦ୍ରକ ଆନନ୍ଦପୁର ରାସ୍ତାର ବରପଦା ପେଟ୍ରୋଲ ପମ୍ପ ନିକଟରେ ଏହି ଦୁର୍ଘଟଣା ଘଟିଛି। ଗୁରୁତରଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। 

ସୂଚନାନୁଯାୟୀ, ଶକ୍ରବାର ସକାଳେ ଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍ କରଞ୍ଜିଆରୁ ଭଦ୍ରକ ଅଭିମୁଖେ ଆସୁଥିଲା। ବରପଦା ନିକଟ ପେଟ୍ରୋଲ ପମ୍ପ ନିକଟରେ ବସ୍‌ଟି ଏକ ବାଇକ୍‌କୁ ଧକ୍କା ଦେଇ ରାସ୍ତା ପାର୍ଶ୍ଵରେ ଥିବା ଏକ ରୋଲରରେ ପିଟି ହୋଇଯାଇଥିଲା। ଏହି ଦୁର୍ଘଟଣାରେ ୩ ରୁ ଉର୍ଦ୍ଧ୍ଵ ଯାତ୍ରୀ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଉଦ୍ଧାର କରାଯାଇ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.