ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

ସଇଁନ୍ତଳା ରାଇସମିଲ ନିକଟରେ ହାଇୱାକୁ ପିଟିଲା ଯାତ୍ରୀବାହୀ ବସ୍‌, ଏକାଧିକ ଯାତ୍ରୀ ଆହତ

ବଲାଙ୍ଗୀର ୧୬/୦୭: ୫୭ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଦ୍ରୁତଗତି ଆସି ହାଇୱା ଟ୍ରକକୁ ପିଟିଲା ଦିଲଖୁସ ନାମକ ଯାତ୍ରୀବାହୀ ବସ। ଦୁର୍ଘଟଣାରେ ବସର ସମ୍ମୁଖଭାଗ ଭାଙ୍ଗି ଚୁର୍‌ମାର୍ ହୋଇଯାଇଛି। ତେବେ ଏତେ ବଡ ଦୁର୍ଘଟଣାରୁ ଯାତ୍ରାମାନେ ଅଳ୍ପକେ ବର୍ତ୍ତିଯାଇଛନ୍ତି। କିଛି ଯାତ୍ରୀ ସାମାନ୍ୟ ଆହତ ହୋଇଥିବା କିଛି ଗୁରୁତର ଥିବା ସୂଚନା ମିଳିଛି। ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଆହତ ଯାତ୍ରୀ ନିକଟସ୍ଥ ଡାକ୍ତରଖାନରେ ଭର୍ତ୍ତି କରାଯାଇଛି।

ସୂଚନା ମୁତାବିକ, ସୋମବାର ରାତିରେ ଦିଲ୍‌ଖୁସ ନାମ ଯାତ୍ରୀବାହୀ ବସ ଭୁବନେଶ୍ୱରରୁ ମାଲକାନଗିରି ଯାଉଥିଲା।  ବସ୍‌ଟି ଦ୍ରୁତଗତିରେ ଥିବାରୁ ବଲାଙ୍ଗୀରରେ ନିକଟରେ ରାସ୍ତାକଡ଼ରେ ଛିଡା ହୋଇଥିବା ହାଇୱା ଟ୍ରକକ ହଠାତ୍ ଧକ୍କା ଦେଇଥିଲା।  ସଇଁନ୍ତଳା ରାଇସମିଲ ସମ୍ମୁଖରେ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ପୋଲିସ ଏବଂ ଅଗ୍ନିଶମ ବାହିନୀ ପହଞ୍ଚି ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରି ଭୀମଭୋଇ ମେଡିକାଲକୁ ଚିକିତ୍ସା ପାଇଁ ପଠାଇଥିବା ଜଣାପଡିଛି।

  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.