ପ୍ରମୂଖ ଖବର
  • ଶଙ୍ଖ ଭବନରେ ବିଜେଡିର ବଡ଼ ବୈଠକ, ସରକାର ବର୍ଷେ ପୂର୍ତ୍ତି ଉତ୍ସବ ସହ ବିଭିନ୍ନ ପ୍ରସଙ୍ଗ ନେଇ ଚାଲିଛି ଆଲୋଚନା
  • ||
  • ଖରାପ ପାଗ ଏବଂ ଚିକୁନଗୁନିଆ ସଂକ୍ରମଣ ଯୋଗୁଁ ମହିଳା ଏସିଆ କପ୍‌ ସ୍ଥଗିତ
  • ||
  • ବିଶ୍ୱ ସାଇକେଲ ଦିବସ; ପେଁ ପାଁରେ ହଜିନି କ୍ରିଂ କ୍ରିଂ କ୍ରିଂ...ଫିଟନେସ୍‌ ପାଇଁ ପାଲଟିଛି ପ୍ରଥମ ପସନ୍ଦ
  • ||
  • ଛେଣ୍ଡିପଦା: ବିପଦରେ ଗଜରାଜ, ସୋଲାର କରେଣ୍ଟରେ ହାତୀ ମୃତ
  • ||
  • ଚନ୍ଦନେଶ୍ଵର: ୧୫ ଲକ୍ଷ ଟଙ୍କାର ବ୍ରାଉନ ସୁଗର ଜବତ, ୨ ଗିରଫ
  • ||
  • ବାଙ୍କୀ: ବାଲି ବୋଝେଇ ହାଇୱା ଧକ୍କାରେ ଯୁବକଙ୍କ ମୃତ୍ୟୁ, ରାସ୍ତାରୋକ କଲେ ଗ୍ରାମବାସୀ
  • ||
  • ପାଶ୍ଚାତ୍ୟ ରାଷ୍ଟ୍ରଙ୍କୁ ବିଶ୍ୱଯୁଦ୍ଧ ଭୟ: ଦୀର୍ଘ ୮୦ ବର୍ଷ ପରେ ଘାରିଛି ଆଶଙ୍କା, ଋଷ-ଆମେରିକା, ପରମାଣୁ ଅସ୍ତ୍ର ମୁଖ୍ୟ କାରଣ
  • ||
  • IPL 2025 ମହାଲଢ଼େଇ: ଆଜି ମୁହାଁମୁହିଁ ହେବେ ପଞ୍ଜାବ -ବେଙ୍ଗାଲୁରୁ, ପ୍ରଥମ ଟାଇଟଲ ଆଶାରେ ଉଭୟ ଟିମ୍
  • ||
  • ରାଜ୍ୟରେ ପୁଣି ଉପରମୁହାଁ ତାତି : ଆଗାମୀ ୪ ଦିନ ଯାଏ ଭୀଷଣ ଗରମ ସହ ଗୁଳୁଗୁଳି, ସପ୍ତାହ ଯାଏ ବର୍ଷା ନାହିଁ
  • ||

ହାତୀ ଆକ୍ରମଣରେ ବାଛୁରୀ ମୃତ

Published By : Harapriya Sethi | May 31, 2025 11:12 AM

ବନ୍ତଳା,୩୧/୦୫: ଅନୁଗୁଳ ବନଖଣ୍ଡ ବନ୍ତଳା ରେଞ୍ଜରେ ହାତୀ ଆକ୍ରମଣରେ ଗୋଟିଏ ବାଛୁରୀର ମୃତ୍ୟୁ ହୋଇଛି । ଏଥିରେ ଆଉ ୨ ଟି ଗାଈ ମଧ୍ୟ ଆହତ ହୋଇଛନ୍ତି । ଘଟଣା ସ୍ଥଳରେ ବନ ବିଭାଗର କର୍ମଚାରୀ ପହଞ୍ଚି ନଥିବାରୁ ଅସନ୍ତୋଷ ପ୍ରକାଶ କରିଛନ୍ତି ଗ୍ରାମବାସୀ ।  

ସୂଚନା ମୁତାବକ, ଶଙ୍ଖପୁର ଗ୍ରାମର ମାନସ ସାହୁଙ୍କ ଫାର୍ମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଦନ୍ତା ହାତୀ ଆକ୍ରମଣରେ ଗୋଟିଏ ବାଛୁରୀର ମୃତ୍ୟୁ ହୋଇଥିଲା । ଏହା ସହ ଦୁଇଟି ଗାଈ ମଧ୍ୟ ଗୁରୁତର ହୋଇଥିଲେ । ହେଲେ ଘଟଣା ସ୍ଥଳରେ ବନ ବିଭାଗର କର୍ମଚାରୀ ପହଞ୍ଚି ନଥିବାରୁ ଅସନ୍ତୋଷ ପ୍ରକାଶ କରିଛନ୍ତି ଗ୍ରାମବାସୀ ।



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.