ପ୍ରମୂଖ ଖବର
  • ଜାନୁଆରୀରେ ଆସିବ ସୁଭଦ୍ରା ଟଙ୍କା, ବଣ୍ଡା ଘାଟିରେ ସମସ୍ତ ମହିଳାଙ୍କ ଆକାଉଣ୍ଟକୁ ଯିବ କିସ୍ତି
  • ||
  • ସୁବର୍ଣ୍ଣପୁର : ଶିବ ମନ୍ଦିରରୁ ଚୋରି, ତାଲା କାଟି ଏକାଧିକ ମୂର୍ତ୍ତି ଲୁଟି ନେଲେ ଦୁର୍ବୃତ୍ତ
  • ||
  • ସୁବର୍ଣ୍ଣପୁର : ଟ୍ରେନ୍‌ ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ
  • ||
  • ପଦ୍ମପୁର : ସ୍ତ୍ରୀର ତଣ୍ଟି କାଟିଦେଲା ନୃସଂଶ ସ୍ୱାମୀ, ଅଭିଯୁକ୍ତ ଫେରାର
  • ||
  • ପଟ୍ଟାମୁଣ୍ଡାଇ : ରାଜନଗରରୁ ପ୍ରାୟ ୧୮ ଫୁଟ ଲମ୍ୱର ଅଜଗର ଉଦ୍ଧାର, ଚିକିତ୍ସା ପରେ ଯିବ ଭିତରକନିକା
  • ||
  • ଭୁବନେଶ୍ୱର : ସୁନା ଦୋକାନରୁ ଲୁଟ୍‌, ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି କଲେ ଦୁର୍ବୃତ୍ତ
  • ||
  • ଚାନ୍ଦବାଲି : ନବ ବିବାହିତା ମହିଳାଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ କଲେ ବାପଘର ଲୋକେ
  • ||
  • ଖଲ୍ଲିକୋଟ : ଚାଷୀଙ୍କ ଚିନ୍ତା ବଢାଇଲା ଅଦିନିଆ ବର୍ଷା, ନଷ୍ଟ ହୋଇଗଲା ଫସଲ
  • ||
  • ଶନିବାର ଜିଏସ୍‌ଟି ପରିଷଦ ବୈଠକ: ଶସ୍ତା ହୋଇପାରେ ଅନ୍‌ଲାଇନ୍‌ ଖାଦ୍ୟ ଅର୍ଡର, କମିପାରେ ସ୍ୱାସ୍ଥ୍ୟ ବୀମା ପ୍ରିମିୟମ୍‌
  • ||
  • ଭୂକମ୍ପ ଝଟ୍‌କାରେ ଥରିଲା ନେପାଳ, ରିକ୍ଟର ସ୍କେଲରେ ତୀବ୍ରତା ୪.୮ ରେକର୍ଡ,କ୍ଷୟକ୍ଷତି ନେଇ ନାହିଁ ସୂଚନା
  • ||
  • ଜର୍ମାନୀରେ ଖ୍ରୀଷ୍ଟମାସ ମାର୍କେଟରେ ଲୋକଙ୍କ ଉପରେ ମାଡ଼ିଗଲା କାର୍‌, ୨ ମୃତ, ୬୫ ଆହତ,ଚାଳକ ଅଟକ
  • ||
  • ଆସିକା : ଲଗାଣ ବର୍ଷାରେ ନଷ୍ଟ ହୋଇଗଲା ଅମଳ ଧାନ, ଚିନ୍ତାରେ ପଡିଛନ୍ତି ଚାଷୀ
  • ||
  • ଜଗତସିଂହପୁର : ଅଦିନିଆ ବର୍ଷା ପାଇଁ ଚିନ୍ତାରେ ଚାଷୀ, ନଷ୍ଟ ୫୦ ହଜାର ହେକ୍ଟର ଜମିର ଫସଲ
  • ||
  • ଶୀତରେ ବର୍ଷା ଦାଉ: ଆଜି ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ମନା
  • ||

ବୌଦ୍ଧରେ ଅପରେସନ୍ ଗ୍ରୀନ୍‌ କ୍ଲିନ୍ ଜାରି, ୧୬ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ

Published By : Harapriya Sethi | November 28, 2024 8:48 AM

ବୌଦ୍ଧ,୨୮/୧୧: ବୈଦ୍ଧ ଜିଲ୍ଲାରେ ଜାରି ରହିଛି ଅପରେସନ୍ ଗ୍ରୀନ୍‌ କ୍ଲିନ୍‌ । ଗୋଟିଏ ଦିନରେ ୧ ଲକ୍ଷ ୬୫ ହଜାର ଗଞ୍ଜେଇ ଗଛ ପୋଡ଼ି ନଷ୍ଟ କରିଲା ପୋଲିସ । ଯାହାର ମୂଲ୍ୟ ୧୬ କୋଟି ଟଙ୍କା ହେବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି । 

ମନମୁଣ୍ଡା, କଣ୍ଟାମାଳ ଓ ଘଣ୍ଟାପଡ଼ା ଥାନା ଅଞ୍ଚଳରୁ ୧୫୪ ଏକର ଗଞ୍ଜେଇ ଗଛ ନଷ୍ଟ ହୋଇଛି । କନାବିର ଓ ଝାଙ୍କରପାଲିର ୬୦ ଏକର ଜମିରୁ ୭୨ ହଜାର ଏବଂ ପାନାଜୋର୍ ସଂରକ୍ଷିତ ଜଙ୍ଗଲର ୬୫ ଏକର ଜମିରୁ ୬୫ ହଜାର ଗଞ୍ଜେଇ ଗଛ ନଷ୍ଟ କରାଯାଇଛି । କେବଳ ସେତିକି ନୁହେଁ, ସାହାଜପିଟା ଜଙ୍ଗଲର ୨୮ ଏକର ଜାଗାରୁ ୨୮ ହଜାର ଗଛ ପୋଡ଼ି ନଷ୍ଟ ।

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.