ପ୍ରମୂଖ ଖବର
  • ପୁରୀ : ଅର୍ବାନ ହାଟର ବିକାଶ ମେଳା ଚଳଚଞ୍ଚଳ, ମେଳାରେ ଲାଗିଛି ବିଭିନ୍ନ ବିଭାଗର ୭୦ ଟି ଷ୍ଟଲ
  • ||
  • ଲଗାଣ ବର୍ଷାରେ ବେହାଲ ଯାଜପୁର ସହର; ଅଫିସ ପରିସରରେ ଜମିରହିଚି ପାଣି, ଭାଙ୍ଗିଲା ଦୋକାନ
  • ||
  • ୨୨ରେ ମୟୂରଭଞ୍ଜ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବାରିପଦାସ୍ଥ ଛଉ ପଡ଼ିଆରେ ଉଦ୍‌ଘାଟନ କରିବେ ବିକାଶ ମେଳ
  • ||
  • ଚଣ୍ଡିଖୋଲ : ଖୁଦୁରୁକୁଣୀ ମୂର୍ତ୍ତି ବିସର୍ଜନ ସମୟରେ ଅଘଟଣ, ପୋଖରୀରେ ବୁଡ଼ି ଛାତ୍ରଙ୍କ ମୃତ୍ୟୁ
  • ||
  • ଆନନ୍ଦପୁର : ପାରିବାରିକ କଳହର କରୁଣ ପରିଣତି, ବିଷ ପିଇ ଜୀବନ ହାରିଲେ ଦମ୍ପତି
  • ||
  • ବୌଦ୍ଧରେ ସ୍କ୍ରବ୍ ଟାଇଫସରେ ଆକ୍ରାନ୍ତ ପ୍ରଥମ ରୋଗୀ ଚିହ୍ନଟ, ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଲେ ଯୁବକ
  • ||
  • ତିନି ଦିନିଆ କେନ୍ଦୁଝର ଗସ୍ତର ଦ୍ୱିତୀୟ ଦିନ, ଚାଏ ପେ ଚର୍ଚ୍ଚାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ
  • ||
  • କୋରାପୁଟ : ଅଟୋରେ ଗଞ୍ଜେଇ ଚାଲାଣ ବେଳେ ଚଢାଉ; ୨୫ କିଲୋ ଗଞ୍ଜେଇ ଜବତ, ୨ ମହିଳା ଗିରଫ
  • ||
  • ସମ୍ବଲପୁର: ମେଜିକ୍ ନମ୍ବର ଛୁଇଁଲା ହୀରାକୁଦ ଜଳସ୍ତର, ସକାଳ ୯ଟା ସୁଦ୍ଧା ୬୩୦ ଫୁଟ୍ ଜଳସ୍ତର
  • ||
  • କଟକ : ରାତ୍ରିକାଳୀନ ଯାତ୍ରୀବାହୀ ବସ୍‌ ଦୁର୍ଘଟଣା ଗ୍ରସ୍ତ; ୧୦ ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ, ଡ୍ରାଇଭର ଗୁରୁତର
  • ||
  • ମେଜର ଓ ବାନ୍ଧବୀଙ୍କୁ ମାଡ଼ ଘଟଣା: ଆଜି ରାଜଭବନ ଆଗରେ ଧାରଣା ଦେବେ ବିଜୁ ମହିଳା ଜନତ ଦଳ
  • ||
  • ଶ୍ରୀମନ୍ଦିର ରତ୍ନଭଣ୍ଡାର ଗୁପ୍ତ ସୁଡ଼ଙ୍ଗ ଖୋଜିବ ଏଏସ୍‌ଆଇ ଟିମ୍, ରାଡାର୍‌ ପେନିଟ୍ରେଟିଂ ସିଷ୍ଟମ୍‌ ସର୍ଭେ ହେବ
  • ||
  • ଉତ୍ତର ଆଣ୍ଡାମାନ ସାଗରରେ ଦାନା ବାନ୍ଧୁଛି ଘୂର୍ଣ୍ଣିବଳୟ: ୨୩ରେ ଲଘୁଚାପ,୨୪ରେ ପ୍ରବଳ ବର୍ଷା ସମ୍ଭାବନା
  • ||

କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ଔଷଧ ଦୋକାନ ଖୋଲିବା ଘଟଣା: ଆଜି ନୋଟିସ୍‌ ଜାରି କରିବେ ଡାକ୍ତରଖାନା କର୍ତ୍ତୃପକ୍ଷ

ଭୁବନେଶ୍ୱର,୨୧/୦୯: କ୍ୟାପିଟାଲ୍‌ ହସ୍ପିଟାଲ୍‌  ପରିସରରେ ଏକ ଘରୋଇ ଔଷଧ ଦୋକାନ ଖୋଲିଥିଲା । ଏହି  ଘଟଣାକୁ ନେଇ ଡାକ୍ତରଖାନା କର୍ତ୍ତୃପକ୍ଷ  ଶନିବାର  ଉକ୍ତ ଦୋକାନୀଙ୍କୁ ନୋଟିସ୍‌ ଜାରି କରିବେ । ଯଦି ନୋଟିସ୍‌  ଦେବାର ୨୪ ଘଣ୍ଟା ଭିତରେ ଦୋକାନୀ ଏହି ନୋଟିସ୍‌ର ଉତ୍ତର  ନ ଦିଅନ୍ତି ତାହାହେଲେ ତାଙ୍କ ବିରୋଧରେ ଆଇନ ଅନୁଯାୟୀ  କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଜଣାପଡିଛି । ଗତକାଲି ଡାକ୍ତରଖାନା  ପରିସରରେ ଏହି ଦୋକାନ ଖୋଲିବାଠାରୁ ବିବାଦ ସୃଷ୍ଟି ହୋଇଛି ।  ଡାକ୍ତରଖାନା କର୍ତ୍ତୃପକ୍ଷ ଔଷଧ ଦୋକାନୀଙ୍କ ବିରୋଧରେ ସ୍ୱାସ୍ଥ୍ୟ  ବିଭାଗକୁ ଚିଠି ଲେଖି ଜଣାଇଛନ୍ତି । 

ସୂଚନାଯୋଗ୍ୟଯେ, ୨୦୧୫  ଫେବ୍ରୁଆରୀ ୨୭ ତାରିଖରେ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଏକ ବିଜ୍ଞପ୍ତି  ପ୍ରକାଶ କରିଥିଲା । ସେତେବେଳେ ରାଜ୍ୟ ସାରା ସବୁ ସରକାରୀ  ଡାକ୍ତରଖାନା ପରିସରରେ ଘରୋଇ ଔଷଧ ଦୋକାନକୁ ବନ୍ଦ  କରାଯାଇଥିଲା । କ୍ୟାପିଟାଲ୍‌ ହସ୍ପିଟାଲ୍‌ ପରିସରରେ କେତେକ  ଔଷଧ ଦୋକାନ ଖୋଲିଥିବାବେଳେ ସେଗୁଡିକର ଲାଇସେନ୍ସ  ବାତିଲ କରାଯିବା ସହ ସେଗୁଡିକୁ ମଧ୍ୟ ବନ୍ଦ କରାଯାଇଥିଲା।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.