ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

କାର -ବାଇକ ମୁହାଁମୁହିଁ ଧକ୍କା, ତିନି ଗୁରୁତର

Published By : Gurupada Nath | October 12, 2024 11:26 PM

ଫୁଲବାଣୀ,୧୨/୧୦ : ଫୁଲବାଣୀ ସହର ଉପକଣ୍ଠ ତିଲକପଡାଠାରେ ଏକ କାର ସହ ବାଇକ୍ ମୁହାଁମୁହିଁ ଧକ୍କା । ଫଳରେ ତିନି ଜଣ ଗୁରୁତର ହୋଇଛନ୍ତି । ଗୁରୁତରମାନେ ଖଜୁରୀପଡା ଥାନା ଆର ନୂଆଗାଁ ପଞ୍ଚାୟତ କଦଳୀମୁଣ୍ଡାର ବୀରେନ୍ଦ୍ର ପ୍ରଧାନ, କଡପାସାହିର ସୋପିନ୍ଦ୍ର କହଁର ଓ ଦାମୋଦର କହଁର ବୋଲି ଜଣାପଡିଛି। 

ସୂଚନା ଅନୁଯାୟୀ, ଏହି ତିନି ଜଣ ଏକ ବାଇକରେ ଫୁଲବାଣୀରୁ ବିଶିପଡା ଋକ ଆଡକୁ ବାଇକ୍ ଯୋଗେ ଯାଉଥିବାବେଳେ ବୀପରିତ ଦିଗରୁ ଏକ କାର୍ ଆସୁଥିଲା । ଏହି ସମୟରେ କାର ସହିତ ମୁହାଁମୁହିଁ ଧକ୍କା ହୋଇଥିଲା।  ଫଳରେ କାରଟି ନିକଟରେ ଥିବା ଏକ ଢାବା ଭିତରକୁ ପଶି ଯାଇଥିଲା । ତିନି ବାଇକ୍ ଆରୋହୀ ଗୁରୁତର ହୋଇପଡ଼ିଥିଲେ । ଗୁରୁତରଙ୍କୁ ଫୁଲବାଣୀ   ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ସଦର ପୋଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.