ପ୍ରମୂଖ ଖବର
  • SIR ରେଜଲ୍ଟ: ବିହାର ଭୋଟର ତାଲିକାରୁ କଟିଲା ୬୫ ଲକ୍ଷ ନାଁ, ମୋଟ ୭.୨୪ କୋଟି ମତଦାତା
  • ||
  • ବିହାରରେ ବଢ଼ୁଛି ଅପରାଧ, ରାଜ୍ୟର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କୁ ହତ୍ୟା ଧମକ
  • ||
  • ନାବାଳିକା ଦୁଷ୍କର୍ମ ମାମଲାରେ କର୍ପୋରେଟର ଅମରେଶ ଜେନା ଗିରଫ, ଶନିବାର ଗିରଫ ହୋଇଥିଲେ ୫ ସହଯୋଗୀ
  • ||
  • ରାୟଗଡ଼ା : ଗ୍ୟାରେଜ୍‌ରେ ଲାଗିଲା ନିଆଁ, ଜଳିଗଲା ୩ ଗାଡ଼ି; ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ
  • ||
  • ଉତ୍ତରାଖଣ୍ଡ ହରିଦ୍ୱାର ଦେବୀ ମନ୍ଦିରରେ ଦଳଚକଟା, ୬ମୃତ ଅନେକ ଆହତ
  • ||
  • ଫିଡେ ମହିଳା ଚେସ୍‌ ବିଶ୍ୱକପ୍‌ ଫାଇନାଲ୍‌: ଦିବ୍ୟା-ହମ୍ପି ପ୍ରଥମ ଗେମ୍‌ ଡ୍ର’, ଆଜି ଖେଳିବେ ଦ୍ୱିତୀୟ କ୍ଲାସିକାଲ ଗେମ୍
  • ||
  • ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି, ସନ୍ଧ୍ୟାରେ ୪ ଘଣ୍ଟା ଦର୍ଶନ ମନା
  • ||
  • ଭଦ୍ରକ: ହଳଦୀଡିହ ଛକ ନିକଟରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ଜଣେ ମୃତ, ୨ ଗୁରୁତର
  • ||
  • ଉତ୍ତର ଓଡ଼ିଶାରେ ବନ୍ୟା, ଉଛୁଳିଲା ବୈତରଣୀ, ଜଳକା, ଜମ୍ଭୀରା ନଦୀ,ପାଣିଘେରରେ ୩୦ରୁ ଅଧିକ ଗାଁ
  • ||
  • ଏଫ୍‌ଏମ୍‌ କଲେଜ ପୁଣି ଚର୍ଚ୍ଚାରେ, ପ୍ରାଧ୍ୟାପକଙ୍କ ପତ୍ନୀଙ୍କୁ ଗ୍ୟାସ୍‌ ଡେଲିଭରୀ ବୟର ଦୁଷ୍କର୍ମ ଉଦ୍ୟମ,ଅଭିଯୁକ୍ତ ଗିରଫ
  • ||
  • ଏବେ ବଡ଼ ବର୍ଷା ନାହିଁ, ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା: ଆଜି ୧୫ ଜିଲ୍ଲାକୁ ଆଲର୍ଟ
  • ||

କୁଶଭଦ୍ରା ନଦୀକୁ ଖସିଲା କାର

Published By : Suraj Kumar | July 26, 2025 7:34 PM

କୋଣାର୍କ,୨୬।୭(ଆପ୍ର) ; ପୁରୀ-କୋଣାର୍କ ବେଳାମାର୍ଗ ଚନ୍ଦ୍ରଭାଗା ମେରାଇନ ଥାନା ଅନ୍ତର୍ଗତ ଲୋଟସ ରିସର୍ଟ ନିକଟ ରାମଚଣ୍ଡୀ ମୁହାଣ କୁଶଭଦ୍ରା ନଦୀକୁ ଏକ କାର ଖସିପଡିଛି। ଏହା ପରେ କାରଟି ନଦୀର ଜୁଆରରେ ଭାସିଥିଲା। ଖବରପାଇ ଅଗ୍ନିଶମ ବାହିନୀ ପହଞ୍ଚି କାରକୁ  ନଦୀରୁ ଉଦ୍ଧାର କରିଥିଲେ।

କଟକ ସଦର ବିଡ଼ିଓ ପ୍ରତିକ ସାହୁ ଶନିବାର କୋଣାର୍କ ବୁଲିବାକୁ ଆସିଥିଲେ। ରାମଚଣ୍ଡୀ ନିକଟ ଲୋଟସ ରିସର୍ଟରେ କାର ପାର୍କିଂ ସମୟରେ ନଦୀକୁ ଭାରସାମ୍ୟ ହରାଇ ଖସି ପଡିଥିଲା। ନଦୀରେ ଜୁଆର ଥିବାରୁ ଗାଡ଼ିଟି ସମ୍ପୂର୍ଣ୍ଣ ଭାସୁଥିବା ଦେଖିବାକୁ ମିଳିଥିଲା। ଖବରପାଇ ଅଗ୍ନିଶମ ବାହିନୀ କାରକୁ ଉଦ୍ଧାର କରିଥିଲେ। ଏଥିରେ ବିଡ଼ିଓ ସାମାନ୍ୟ ଆହତ ହୋଇଥିବା ଜଣାପଡିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.