ପ୍ରମୂଖ ଖବର
  • ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ଆଉ କିଛି ଘଣ୍ଟାର ଅପେକ୍ଷା..ରଥଖଳାରେ ବିଜେ ହେଲା ଆଜ୍ଞାମାଳ, ସିଂହଦ୍ୱାରରେ ଲାଗିବ ରଥତ୍ରୟ
  • ||
  • ଉମରକୋଟ: ଆମ୍ବୁଲାନ୍ସ ଧକ୍କାରେ ପୁଅ ମୃତ, ବାପା ଗୁରୁତର
  • ||
  • ଜୁଲାଇ ୨୨ରେ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ: ୨୪ରେ ଉପବାଚସ୍ପତି ନିର୍ବାଚନ,୨୫ରେ ବଜେଟ୍ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ
  • ||
  • ଶନିବାର ଜିମ୍ବାୱେ-ଭାରତ ପ୍ରଥମ ଟି-ଟ୍ୱେଣ୍ଟି ମୁକାବିଲା, ଗିଲ୍‌ଙ୍କ ନେତୃତ୍ୱରେ ମଇଦାନକୁ ଓହ୍ଲାଇବ ଯୁବ ବାହିନୀ
  • ||
  • ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ: ୪ ଦିନ ରହିବେ, ଗୁଣ୍ଡିଚା ଯାତ୍ରା ଦେଖିବେ, ସୁରକ୍ଷା ପାଇଁ ୨୫ ପ୍ଲାଟୁନ୍‌ ଫୋର୍ସ ମୁତୟନ
  • ||
  • ରତ୍ନଭଣ୍ଡାର ଗଣତିମଣତି ନେଇ ନବଗଠିତ କମିଟିର ପ୍ରଥମ ବୈଠକ, ଖୋଲିବାର ତାରିଖ ଓ ମୋଡ଼ାଲିଟି ନିର୍ଦ୍ଧାରିତ ହେବ
  • ||
  • ୭ରେ ଲଘୁଚାପ: ଆସନ୍ତା ୫ ଦିନ ରାଜ୍ୟରେ ବର୍ଷା ସମ୍ଭାବନା ,୪ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି
  • ||

ଟ୍ରକ୍‌ ପଛପଟୁ ପିଟିଲା ଦେଲା କାର୍; ଦମ୍ପତି ମୃତ, ୩ ଗୁରୁତର

ଯାଜପୁର, ୪।୭: ଟ୍ରକ୍‌କୁ ପିଟିଲା କାର୍ । ଦମ୍ପତି ମୃତ । ଯାଜପୁର ପାଣିକୋଇଲି ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ଅନ୍ତର୍ଗତ ଦାମୋଦରପୁର ଡାଇଭର୍ସନ ତଥା ଆଶୀର୍ବାଦ ଆଗ୍ରୋ ଅଟା ଫ୍ୟାକ୍ଟ୍ରି ନିକଟରେ ଟ୍ରକ୍ ପଛରେ କାର୍ ଧକ୍କା ହୋଇ ୨ ଜଣଙ୍କର ମୃତ୍ୟୁ ଘଟିଛି । ସମସ୍ତେ ଗୋଟିଏ ପରିବାରର ବୋଲି ଜଣାପଡ଼ିଛି । 

ସୂଚନା ମୁତାବକ, ବାଲେଶ୍ୱର ନମ୍ବର ଥିବା ଉକ୍ତ କାରଟି କଟକରୁ ବାଲେଶ୍ୱର ଅଭିମୁଖେ ଆସୁଥିବାବେଳେ ଆଶୀର୍ବାଦ ଆଗ୍ରୋ ଅଟା ଫ୍ୟାକ୍ଟ୍ରି ନିକଟରେ ଭାରସାମ୍ୟ ହରାଇ ଆଗରେ ଛିଡ଼ା ହୋଇଥିବା ଏକ ଟ୍ରକ୍ ପଛରେ ଧକ୍କା ଦେଇଥିଲା । ଫଳରେ କାରରେ ଥିବା ୫ ଜଣ ଗୁରୁତର ଭାବେ ଆହତ ହୋଇଥିଲେ । ଦୁର୍ଘଟଣାର ଖବର ପାଇ ସ୍ଥାନୀୟ ଆମେ ଆପଣଙ୍କ ପାଇଁ ହେଲ୍ପିଙ୍ଗ୍ ଗ୍ରୁପ୍‌ର ସଦସ୍ୟ ଓ ରାଜପଥ ପାଟ୍ରୋଲିଂ ପୁଲିସ ପହଞ୍ଚି ଗୁରୁତର ଆହତଙ୍କୁ ଉଦ୍ଧାର କରିବା ସହ ରାଜପଥ ପାଟ୍ରୋଲିଂ ଭ୍ୟାନ୍ ଯୋଗେ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । କିନ୍ତୁ, ପରେ ଡାକ୍ତର ୨ ଜଣଙ୍କୁ ମୃତ ଘୋଷଣା କରିଥିବାବେଳେ ଜଣଙ୍କୁ କଟକ ସ୍ଥାନାନ୍ତରିତ କରାଯାଇଥିଲା । ମୃତ ଦମ୍ପତି ଦୁହେଁ ବିନୋଦ ଜେନା ଓ ସୁମିତ୍ରା ଜେନା ବୋଲି ଜଣାପଡ଼ିଛି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.