ପ୍ରମୂଖ ଖବର
  • କ୍ରାଇମବ୍ରାଞ୍ଚରେ ହାଜର ହେବାକୁ ଆସିଲେନି ଦୀପାଳି, ତଦନ୍ତ ଅଧିକାରୀଙ୍କୁ ଜଣାଇଲେ ବ୍ୟକ୍ତିଗତ କାରଣ
  • ||
  • WPL 2025: ଆଜି ୟୁପି-ଗୁଜରାଟ ଜାଏଣ୍ଟ୍‌ସ ଲଢ଼େଇ, ବିଜୟ ଧାରାକୁ ଫେରିବାକୁ ସବୁ ଶକ୍ତି ଖଟାଇବେ ୱାରିଅର୍ସ
  • ||
  • ବୌଦ୍ଧ : ୩୫ କ୍ୱିଣ୍ଟାଲରୁ ଉର୍ଦ୍ଧ୍ୱ ଗଞ୍ଜେଇ ସହ ନଗଦ ଟଙ୍କା ଜବତ, ମାଫିଆ ଫେରାର
  • ||
  • ପୁରୀ : ତାରିଣୀ ମନ୍ଦିରରୁ ଲୁଟ୍‌, କଟର୍‌ରେ ହୁଣ୍ଡି କାଟି ଦାନ ଟଙ୍କା ନେଇଗଲେ ଦୁର୍ବୃତ୍ତ
  • ||
  • ଶ୍ରୀମନ୍ଦିର ସ୍ୱତନ୍ତ୍ର ସୁରକ୍ଷା ବାହିନୀରେ ନିଯୁକ୍ତି ଲାଗି ବିଜ୍ଞପ୍ତି ପ୍ରକାଶ, ପୂରଣ ହେବ ୧୦୮୩ ପଦବି
  • ||
  • ତିଗିରିଆରେ ବାରହା ଆକ୍ରମଣରେ ୨ ଆହତ, ହସ୍ପିଟାଲରେ ଭର୍ତ୍ତି
  • ||
  • ରାୟଗଡ଼ା : ୨୧ କେଜି ଗଞ୍ଜେଇ ଜବତ, ୨ ଚାଲାଣକାରୀ ଗିରଫ
  • ||
  • ପାରିବାରିକ କଳହର କରୁଣ ପରିଣତି: ସ୍ୱାମୀକୁ ମାରି ପୋତିଦେଲା ସ୍ତ୍ରୀ, ତିନି ଦିନ ପରେ ଆତ୍ମସମର୍ପଣ
  • ||
  • କାମାକ୍ଷାନଗର : ଦୁଇ ଦନ୍ତା ସଙ୍ଘର୍ଷରେ ଗୋଟିଏ ହାତୀର ମୃତ୍ୟୁ, ଚାଷ ଜମିରୁ ଉଦ୍ଧାର ହେଲା ମୃତଦେହ
  • ||
  • ଜନତା ଦରବାରରେ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ, ପଞ୍ଜିକରଣ କରିଛନ୍ତି ୧ ହଜାର ଅଭିଯୋଗକାରୀ
  • ||
  • ଉମରକୋଟ : ଅନ୍ଧ ବିଶ୍ୱାସର ବଶବର୍ତ୍ତୀ ହୋଇ ଏକ ମାସର ଶିଶୁକୁ ୪୦ରୁ ଉର୍ଦ୍ଧ୍ୱ ଚେଙ୍କ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ଚନ୍ଦ୍ରପୃଷ୍ଠରେ ‘ବ୍ଲୁ ଘୋଷ୍ଟ’ର ସଫଳ ଅବତରଣ, ମହାକାଶ ଗବେଷଣାରେ ଘରୋଇ କମ୍ପାନିର ବାଜିମାତ୍
  • ||
  • ନବ ଦାସ ହତ୍ୟା ଘଟଣାରେ କ୍ରାଇମ୍‌ବ୍ରାଞ୍ଚ୍‌ର ନୋଟିସ୍‌: ସୋମବାର ହାଜର ହେବେ ଦୀପାଳି ଓ ବିଶାଲ !
  • ||
  • ରାଜ୍ୟରେ ପାରଦ ଉପରମୁହାଁ: ୩୮ ଡିଗ୍ରୀ ଡେଇଁଲା ବୌଦ୍ଧ, ବଲାଙ୍ଗୀର,୧୦ ସହର ତାପମାତ୍ରା ୩୭ ଡିଗ୍ରୀ ପାର୍
  • ||

ଲାଣ୍ଡିଗୁଡା ନିକଟରେ ମାଲ୍ ବୋଝେଇ ଟ୍ରକ- କାର୍ ମୁହାଁମୁହିଁ ଧକ୍କା: କାର ଚାଳକ ମୃତ, ୨ ଗୁରୁତର

Published By : Prameya | March 2, 2025 3:04 PM

ଭୁବନେଶ୍ବର ୦୨/୦୩:କୋରାପୁଟ ୨୬ନଂ ଜାତୀୟ ରାଜପଥ ଲାଣ୍ଡିଗୁଡା ନିକଟରେ ଭୟଙ୍କର ଦୁର୍ଘଟଣା।ମାଲ ବୋଝେଇ ଟ୍ରକ୍ ଓ କାର ମଧ୍ୟରେ ମୁହାଁମୁହିଁ ଧକ୍କା। ଦୁର୍ଘଟଣାରେ କାର ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ସମସ୍ତଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଗାଡ଼ି ଜବତ କରିବା ସହ ଜଣଙ୍କୁ ଅଟକ ରଖିଛି।

ସୂଚନା ମୁତାବିକ, ଛତିଶଗଡରୁ ଆନ୍ଧ୍ର ଅଭିମୁଖେ ଯାଉଥିବା ଏକ ମାଲ ବୋଝେଇ ଟ୍ରକ୍ ଲାଣ୍ଡିଗୁଡା ନିକଟରେ କାର ସହ ମୁହାଁମୁହିଁ ଧକ୍କା ହୋଇଥିଲା। ନନ୍ଦପୁର ଠାରୁ କାରରେ କୋରାପୁଟ ଫେରୁଥିବା ପରିବାର ଦୁର୍ଘଟଣାସ୍ତଳରେ କାର ଚାଳକଙ୍କ ମୃତ୍ୟୁ ଘଟିଛି। ୨ ଜଣ ଗୁରୁତର ହୋଇଛନ୍ତି।ଖବର ପାଇ କୋରାପୁଟ ଟାଉନ୍ ପୋଲିସ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରି କୋରାପୁଟ ମେଡିକାଲ କଲେଜ ଓ ହସ୍ପିଟାଲକୁ ସ୍ଥାନାନ୍ତର କରିଛି। ଉଭୟ ଗାଡ଼ିକୁ ଅଟକ ରଖି ଅଧିକ ତଦନ୍ତ ଆରମ୍ଭ କରିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.