ପ୍ରମୂଖ ଖବର
  • ଭୁବନେଶ୍ବର OSSSC ଅଫିସ ଘେରିଲେ ଶହଶହ ପରୀକ୍ଷାର୍ଥୀ । କମ୍ବାଇନ୍ଡ ରିକ୍ରୁଟମେଣ୍ଟ ପରୀକ୍ଷାରେ ଅନିୟମିତତା ଅଭିଯୋଗରେ ଘେରାଉ
  • ||
  • ଢ଼େଙ୍କାନାଳ: ଦୁଷ୍କର୍ମ ପୀଡ଼ିତାଙ୍କୁ ଭେଟିଲେ ମହିଳା କମିଶନ
  • ||
  • କଳାହାଣ୍ଡି: ପୂଜକଙ୍କୁ ଚାପଡରେ ହାଣିଲେ ଦୁୁର୍ବୃତ୍ତ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ଚନ୍ଦନେଶ୍ବର: ବ୍ୟାଙ୍କ ଭିତରୁ ଲୁଟ୍, ଗ୍ରାହକଙ୍କ ଠାରୁ ୩୦ହଜାର ନେଇଗଲେ ଲୁଟେରା
  • ||
  • ଦୁର୍ନୀତି ଅଭିଯୋଗ ଆସିଲେ ମାଫ୍ ନାହିଁ, ୫ ବର୍ଷରେ ୮୧ ସରପଞ୍ଚଙ୍କ ବିରୋଧରେ ହୋଇଛି କାର୍ଯ୍ୟାନୁଷ୍ଠାନ
  • ||
  • ଭୁବନେଶ୍ଵର : ୧୦ ବର୍ଷରେ ୨୫ ବାଘ ଏବଂ ୪୧ ହାତୀଙ୍କୁ ହତ୍ୟା କରିଛନ୍ତି ଶିକାରୀ, ହାତୀ ମଣିଷ ଲଢେଇରେ ଯାଇଛି ୧୧୪୫ ଜୀବନ
  • ||
  • ଢେଙ୍କାନାଳ ଲଜ୍ଜ୍ୟା : ୪ ଅଭିଯୁକ୍ତଙ୍କ ଡାକ୍ତରୀ ମାଇନା ସହ ଡିଏନଏ ଟେଷ୍ଟ ପାଇଁ ହେଲା ନମୁନା ସଂଗ୍ରହ
  • ||
  • କୋଲକାତା ଆନ୍ଦୋଳନରତ ଡାକ୍ତରଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ସନ୍ଧ୍ୟା ସୁଦ୍ଧା କାର୍ଯ୍ୟରେ ଯୋଗ ଦିଅ, ନହେଲେ କାର୍ଯ୍ୟାନୁଷ୍ଠାନ
  • ||
  • ଦୁର୍ବଳ ହୋଇ ଛତିଶଗଡ଼ ମୁହାଁ ଲଘୁଚାପ: ଭୀଷଣ ବର୍ଷା ପାଇଁ ମାଲକାନଗିରି, ଗଞ୍ଜାମରେ ସ୍କୁଲ ଛୁଟି ଘୋଷଣା
  • ||

ଗଡଗଡିଆ ଘାଟରୁ କାଉଡିଆ ଭାସିଯିବା ଘଟଣା, ମହାନଦୀ ଗାନ୍ଧିପଲ୍ଲୀ ନିକଟରୁ ମୃତଦେହ ଉଦ୍ଧାର

କଟକ,୦୩/୦୮: କଟକ ଗଡଗଡିଆ ଘାଟରୁ କାଉଡ଼ିଆ ଭାସିଯିବା ଘଟଣା। ମହାନଦୀ ଗାନ୍ଧି ପଲ୍ଲୀ ନିକଟରୁ ମିଳିଲା ମୃତଦେହ । ମୃତକ ଜଣକ ହେଉଛନ୍ତି ସୌମ୍ୟରଞ୍ଜନ ପାତ୍ର । 

ସୂଚନା ଅନୁଯାୟୀ, ଶୁକ୍ରବାର ସୌମ୍ୟରଞ୍ଜନ ବୋଲବମ ପାଇଁ ପାଣି ଉଠାଇବାକୁ ଗଡଗଡିଆ ଘାଟକୁ ଯାଇଥିଲେ । ସେଠାରେ ପାଣି ଉଠାଇବା ସମୟରେ ଅସାବଧାନତା ଯୋଗୁଁ ନଦୀରେ ଭାସିଯାଇଥିଲେ ସୌମ୍ୟରଞ୍ଜନ । ସ୍ଥାନୀୟ ଲୋକେ ଏହା ଦେଖି ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ ।  ଖବର ପାଇ ଘଟଣା ସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚିଥିଲା । ସୌମ୍ୟରଞ୍ଜନଙ୍କୁ ଖୋଜାଖୋଜି କରାଯାଇଥିଲା । ମାତ୍ର ତାଙ୍କର କୌଣସି ପତ୍ତା ମିଳିନଥିଲା । ଆଜି ମହାନଦୀ ଗାନ୍ଧିପଲ୍ଲୀ ନିକଟରୁ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.