ପ୍ରମୂଖ ଖବର
  • ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ଅଘଟଣ, ଗ୍ୟାସ୍‌ ଲିକ୍‌ରେ ୮ ଶ୍ରମିକ ଗୁରୁତର, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ରଥଖଳା ହାଲ୍‌ଚାଲ୍‌...କନକମୁଣ୍ଡି କାମ ଶେଷ, ଚକା ବେଦି ନିର୍ମାଣ ଆରମ୍ଭ
  • ||
  • ଭାରତୀୟ ନ୍ୟାୟ ସଂହିତା ଆଧାରରେ ଭୁବନେଶ୍ୱରରେ ପ୍ରଥମ ମାମଲା ରୁଜୁ
  • ||
  • ବାରବାଡୋସରେ ଭୟଙ୍କର ବାତ୍ୟା, ହୋଟେଲରେ ଅଟକିଲେ ଟିମ୍‌ ଇଣ୍ଡିଆ ଖେଳାଳି ଏବଂ ଷ୍ଟାଫ୍
  • ||
  • ସପ୍ତଶଯ୍ୟା ପାହାଡ଼ରେ ନିଖୋଜ ୫ ଛାତ୍ର ଉଦ୍ଧାର କଲା ବନ ବିଭାଗ, ଆଜି ପରିବାର ଲୋକଙ୍କୁ କରାଯିବ ହସ୍ତାନ୍ତର
  • ||
  • ସୋମବାରଠୁ ଜନତା ଦରବାର, ଲୋକ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କୁ କରିପାରିବେ ଅଭିଯୋଗ
  • ||
  • ଅନବସର ସେବା ପରେ ଆରୋଗ୍ୟଲାଭ କରୁଛନ୍ତି ମହାପ୍ରଭୁ: ଆଜି ଚକା ବିଜେ, ଜାଗ୍ରତ ଅବସ୍ଥାକୁ ଆସିବେ ଠାକୁରେ
  • ||
  • ମୌସୁମୀ ସକ୍ରିୟ: ଆସନ୍ତା ଦୁଇ ଦିନ ରାଜ୍ୟରେ ହାଲୁକା ବର୍ଷା, ୩ରୁ ପ୍ରବଳ ଛେଚିବ
  • ||

ଦୁର୍ନୀତି ରୋକିବାକୁ ହେବ ଟେକ୍ନୋଲୋଜିର ବ୍ୟବହାର, ଏଣିକି ମଣ୍ଡିରେ ଲାଗିବ ସିସିଟିଭି

ଭୁବନେଶ୍ଵର, ୨୯/୦୬ : ରାଜ୍ୟରେ ଦୁର୍ନୀତି ରୋକିବାକୁ ଆକ୍ସନ ମୋଡ୍‌ରେ ମୋହନ ସରକାର। ଏଣିକି ଧାନ ମଣ୍ଡିରେ ଲାଗିବ ସିସିଟିଭି। ସେହିପରି ମଣ୍ଡିରୁ ଧାନ ନେଇ ଯାଉଥିବା ଗାଡିରେ ଲାଗିବ ଜିପିଏସ୍। ଏହାଦ୍ଵାରା ଧାନ ମିଲର ପାଖକୁ ଯାଉଛି ନା ବାଟମାରଣା ହେଉଛି ତାହା ଜଣାପଡ଼ିବ। ସେହିପରି ସିସିଟିଭି ମାଧ୍ୟମରେ ମଣ୍ଡିରେ ଚାଲିଥିବା କାର୍ଯ୍ୟକୁ ତଦାରଖ କରାଯିବ। ଏନେଇ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏନେଇ ସୂଚନା ଦେଇଛନ୍ତି। 

ଖାଉଟି କଲ୍ୟାଣ ମନ୍ତ୍ରୀ କହିଛନ୍ତି ଯେ, ଆସନ୍ତା ୨ ମାସ ମଧ୍ୟରେ ଏହି ପ୍ଲାନ କାର୍ଯ୍ୟକାରୀ ହେବ। ଲିଫ୍ଟିଂ ତ୍ଵରାନ୍ଵିତ ହେବ। ଯାହାଫଳରେ ମଣ୍ଡିରେ କୃଷକମାନେ ଦୀର୍ଘ ସମୟ ପର୍ଯ୍ୟନ୍ତ ଅପେକ୍ଷା କରିବେ ନାହିଁ। କଟନୀ ଛଟନୀ ନକରିବାକୁ ବନ୍ଦୋବସ୍ତ କରାଯିବ। କାର୍ଯ୍ୟରେ ଅବହେଳା କଲେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଆଯିବ। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.