ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ

Published By : Harapriya Sethi | July 5, 2025 1:35 PM

ଜହ୍ନାପଙ୍କ, ୦୫/୦୭: ବୌଦ୍ଧ ଥାନା ଖୁଣ୍ଟବନ୍ଧ ନିକଟରେ ଶନିବାର ଦିନ ପ୍ରାୟ ୧୧ ଟାରେ ଏକ ସିମେଣ୍ଟ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିଛି । ଏହି ଦୁର୍ଘଟଣାରେ ଡ୍ରାଇଭର ସିଦ୍ଧେଶ୍ୱର ରାଓ ଆହତ ହୋଇଛନ୍ତି ।

ସୂଚନା ମୁତାବକ, ତେଲେଙ୍ଗାନା ରାଜ୍ୟରୁ ଏକ ସିମେଣ୍ଟ ବୋଝେଇ ଟ୍ରକ୍ ବୌଦ୍ଧ ଆସୁଥିବା ବେଳେ ଆଗ ଚକ ଫାଟି ଯାଇଥିଲା । ଚକ ଫାଟିବାରୁ ଭାରସାମ୍ୟ ହରାଇ ରାସ୍ତା କଡର ଦୁଇଟି ଗଛକୁ ଧକ୍କା ଦେଇ ଟ୍ରକ୍‌ଟି ଓଲଟି ପଡିଥିଲା । ଫଳରେ ଡ୍ରାଇଭର ସିଦ୍ଧେଶ୍ୱର ରାଓ ଆହତ ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତାଙ୍କୁ ଉଦ୍ଧାର କରି ବୌଦ୍ଧ ଡାକ୍ତରଖାନା ପଠାଇଥିଲେ । ଏ ସମ୍ପର୍କରେ ଖବର ପାଇ ଜହ୍ନାପଙ୍କ ଫାଣ୍ଡି ଅଧିକାରୀ ପ୍ରାଣବନ୍ଧୁ ସାହୁ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.