ପ୍ରମୂଖ ଖବର
  • କୁମ୍ଭମେଳା ଦେଖି ଫେରୁଥିବାବେଳେ କାର-ଟ୍ରକ୍ ଧକ୍କା, ୬ ଜଣଙ୍କର ଚାଲିଗଲା ଜୀବନ
  • ||
  • ବିଧାନସଭାରେ କିଟ୍ ଛାତ୍ରୀ ଆତ୍ମହତ୍ୟା ପ୍ରସଙ୍ଗ : ଘୁଞ୍ଚିବ ସେମିଷ୍ଟର ପରୀକ୍ଷା, ଛାତ୍ରଛାତ୍ରୀଙ୍କ ଗସ୍ତ ଖର୍ଚ୍ଚ ବହନ କରିବେ ସରକାର
  • ||
  • କନ୍ଧମାଳରୁ ବିପୁଳ ପରିମାଣର ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ଭୁବନେଶ୍ଵରରେ ପ୍ରଥମ କରି ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା, ୩୦୦ରୁ ଅଧିକ ଷ୍ଟଲରେ ହେବ ବିକାକିଣା
  • ||
  • ଜୟପୁର : ବେଆଇନ ମାଟି ଇଟା ଭାଟି ଉପରେ କାର୍ଯ୍ୟାନୁଷ୍ଠାନ, ଏକାଧିକ ଇଟା ଭାଟି ଭାଙ୍ଗିଲା ଜିଲ୍ଲା ପ୍ରଶାସନ
  • ||
  • ଭୁବନେଶ୍ୱର : ଗ୍ରୀନ୍‌ ଟ୍ରେଣ୍ଡ୍‌ସ ପାର୍ଲରରେ ଅଗ୍ନିକାଣ୍ଡ, ନିଆଁ ଲାଗି ଲକ୍ଷାଧିକ ଟଙ୍କାର ପାର୍ଲର ସାମଗ୍ରୀ ପାଉଁଶ
  • ||
  • ବାଲେଶ୍ୱର : ବେଆଇନ୍ ବାଲି ଚାଲାଣ ବେଳେ ଚଢାଉ, ୮୦ରୁ ଉର୍ଦ୍ଧ୍ୱ ହାଇୱା ଜବତ
  • ||
  • କଟକ : ଶତାଧିକ ଲିଟର କଫ୍‌ ସିରପ୍‌ ଜବତ, ଜଣେ ଗିରଫ
  • ||
  • ଖାକିରେ କଳଙ୍କ: ସାହାଯ୍ୟ କରିବା ବାହାନାରେ ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗ, ଏଏସ୍‌ଆଇ ଗିରଫ
  • ||
  • କେନ୍ଦ୍ରାପଡ଼ା : ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ନେଇ ଯିବାବେଳେ ଓଲଟିଲା ବୋଲେରୋ, ୧୧ ଆହତ
  • ||
  • ବାଲିପାଟଣା: ପ୍ରେମିକ ଘର ଆଗରେ ଫିନାଇଲ୍ ପିଇଦେଲା ପ୍ରେମିକା, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ଚାମ୍ପିଅନ୍ସ ଟ୍ରଫି ୨୦୨୫: ଆଜି ଆଫଗାନିସ୍ତାନକୁ ଭେଟିବ ଦକ୍ଷିଣ ଆଫ୍ରିକା, ଦେଖିବାକୁ ମିଳିବ କଡ଼ା ଟକ୍କର
  • ||
  • ବାଲେଶ୍ୱର : ଅଧାରେ ରହିଗଲା ଭବିଷ୍ୟତ: ବାହାରୁଥିଲେ ପରୀକ୍ଷା ସେଣ୍ଟର, ହଠାତ୍ ଟଳି ପଡ଼ିଲେ ଛାତ୍ର
  • ||
  • ଭୂକମ୍ପ ଝଟକାରେ ଥରିଲା ଆଣ୍ଡାମାନ ଏବଂ ନିକୋବର ଦ୍ବୀପ, ରେକ୍ଟର ସ୍କେଲରେ ୫.୨ ତୀବ୍ରତା ରେକର୍ଡ
  • ||
  • ଶ୍ରୀଜିଉଙ୍କ ନିକଟର ଲାଗି ହେଲା 'ଅମୃତ ଅନ୍ନ', ୫ ପ୍ରକାର ଜୈବିକ ଚାଉଳ ପ୍ରସ୍ତୁତ
  • ||
  • ଦୁର୍ଗାପୁର ଏକ୍ସପ୍ରେସୱେରେ ପୂର୍ବତନ କ୍ରିକେଟର ସୌରଭ ଗାଙ୍ଗୁଲିଙ୍କର କାର୍ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ଦାଦା
  • ||
  • ରାଜ୍ୟରେ ଆଜିଠୁ ମାଟ୍ରିକ୍‌ ପରୀକ୍ଷା, ପରୀକ୍ଷାର୍ଥୀଙ୍କୁ ସ୍ମାର୍ଟ ୱାଚ୍‌ ମନା, କପି ରୋକିବାକୁ ୪ ସ୍ତରୀୟ ସ୍ବାର୍ଡ ବ୍ୟବସ୍ଥା
  • ||
  • ରାଜ୍ୟରେ ଆସନ୍ତା ୨୪ ଯାଏ ବର୍ଷା ସମ୍ଭାବନା, ପବନ ଏବଂ କୁଆପଥର ମାଡ଼ ନେଇ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ବିପର୍ଯ୍ୟୟ ପ୍ରଭାବିତ ଲୋକଙ୍କୁ ସାହାଯ୍ୟ କରିବା ପାଇଁ ଦୃଢ ଭାବରେ ଛିଡ଼ା ହୋଇଛନ୍ତି ମୋଦି ସରକାର; ଅମିତ ଶାହ

Published By : prameya | February 19, 2025 1:50 PM

ଭୁବନେଶ୍ବର,୧୯/୦୨: ବିପର୍ଯ୍ୟୟ ପ୍ରଭାବିତ ଲୋକଙ୍କୁ ସାହାଯ୍ୟ କରିବା ପାଇଁ ଦୃଢ ଭାବରେ ଛିଡ଼ା ହୋଇଛନ୍ତି ମୋଦି ସରକାର । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ବସିଥିବା ଏକ ବୈଠକରେ ୨୦୨୪ରେ ଅକସ୍ମାତ ବନ୍ୟା, ଭୂସ୍ଖଳନ, ଏବଂ ବାତ୍ୟା ପ୍ରଭାବିତ ୫ ରାଜ୍ୟକୁ ଏନଡିଆରଏଫ୍ ଫଣ୍ଡରୁ ୧୫୫୫୪.୯୯ କୋଟି ଟଙ୍କାର ଅତିରିକ୍ତ କେନ୍ଦ୍ରୀୟ ସହାୟତା ମଞ୍ଜୁରି ଦିଆଯାଇଛି। ଏନେଇ ଅମିତ ଶାହ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ଏକ୍ସରେ ସୂଚନା ଦେଇଛନ୍ତି।


ଏହା ମଧ୍ୟ ପଢନ୍ତୁ-କୂଅରୁ ମିଳିଲା ୱାର୍ଡ଼ ମେମ୍ବରଙ୍କ ମୃତଦେହ, କାରଣ ଅସ୍ପଷ୍ଟ

ସରକାରୀ ବିବୃତ୍ତି ଅନୁଯାୟୀ, ମୋଟ ୧୫୫୪.୯୯ କୋଟି ଟଙ୍କା ମଧ୍ୟରୁ ଆନ୍ଧ୍ରପ୍ରଦେଶ ପାଇଁ ୬୦୮.୦୮ କୋଟି, ନାଗାଲାଣ୍ଡ ପାଇଁ ୧୭୦.୯୯ କୋଟି, ଓଡ଼ିଶା ପାଇଁ ୨୫୫.୨୪ କୋଟି, ତେଲେଙ୍ଗାନା ପାଇଁ ୨୩୧.୭୫ କୋଟି ଏବଂ ତ୍ରିପୁରା ପାଇଁ ୨୮୮.୯୩ କୋଟି ଟଙ୍କା ମଞ୍ଜୁରି ମିଳିଛି ।  ଅମିତ୍ ଶାହା ନିଜ ସୋସିଆଲ ମିଡି଼ଆ ପ୍ଲାଟଫର୍ମରେ ଏକ ପୋଷ୍ଟ ସେୟାର କରି କହିଛନ୍ତି ଯେ, "ବିପର୍ଯ୍ୟୟ ପ୍ରଭାବିତ ଲୋକଙ୍କୁ ସାହାଯ୍ୟ କରିବା ପାଇଁ ମୋଦି ସରକାର ଦୃଢ ଭାବରେ ଛିଡ଼ା ହୋଇଛନ୍ତି ।  ଗୃହ ମନ୍ତ୍ରଣାଳୟ NDRF ଅଧୀନରେ ଆନ୍ଧ୍ର ପ୍ରଦେଶ, ନାଗାଲାଣ୍ଡ, ଓଡ଼ିଶା, ତେଲେଙ୍ଗାନା ଏବଂ ତ୍ରିପୁରାକୁ ୧୫୫୪.୯୯ କୋଟି ଟଙ୍କାର ଅତିରିକ୍ତ କେନ୍ଦ୍ରୀୟ ସହାୟତା ମଞ୍ଜୁର ହେଇଛନ୍ତି। ଏହା NDR ପାଣ୍ଠି ଅଧୀନରେ ୨୭ଟି ରାଜ୍ୟକୁ କେନ୍ଦ୍ର ଦ୍ୱାରା ଜାରି କରାଯାଇଥିବା ୧୮,୩୨୨.୮୦ କୋଟି ଟଙ୍କା ରାଶିର ଅତିରିକ୍ତ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.