ପ୍ରମୂଖ ଖବର
  • ବଢିଲା ବିଜୟ ମାଲ୍ୟାଙ୍କ ଅଡୁଆ, ଏନ୍‌ବିଡବ୍ଲୁ ଜାରି କଲେ ସିବିଆଇ କୋର୍ଟ
  • ||
  • ୟୁରୋ କପ୍ ୨୦୨୪: ବେଲଜିୟମ୍‌ ସ୍ୱପ୍ନ ଧୂଳିସାତ୍‌, ଭର୍ତୋଙ୍ଗେନଙ୍କ ଆତ୍ମଘାତୀ ଗୋଲ୍‌ ବଳରେ କ୍ୱାର୍ଟରରେ ଫ୍ରାନ୍ସ
  • ||
  • ଚଳିତ ମାସ ୧୨ ଦିନ ବ୍ୟାଙ୍କ ବନ୍ଦ, କେବଳ ଅନ୍‌ଲାଇନରେ ବ୍ୟାଙ୍କ ସେବା ପାଇପାରିବେ ଗ୍ରାହକ
  • ||
  • ରଥଯାତ୍ରା ଚୂଡ଼ାନ୍ତ ସମନ୍ୱୟ କମିଟି ବୈଠକ, ଆଜି ଟାଉନ୍‌ ହଲ୍‌ରେ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ
  • ||
  • ୟୁରୋ କପ୍: ବେଲଜିୟମକୁ ହରାଇ କ୍ୱାର୍ଟରରେ ଫ୍ରାନ୍ସ,, ସ୍ଲୋଭେନିଆକୁ ହରାଇ କ୍ୱାର୍ଟରରେ ପର୍ତ୍ତୁଗାଲ୍‌
  • ||
  • ବଡ଼ଦେଉଳରେ ଖଳିଲାଗି ଏକାଦଶୀ ନୀତି: ରକ୍ତ ବସ୍ତ୍ର ଓ ତୁଳସୀ ଲାଗି ହେବେ ଦାରୁବ୍ରହ୍ମ, ବାଜିବ ବିଜେ କାହାଳୀ
  • ||
  • ଜୁଲାଇରେ ସ୍ୱାଭାବିକଠାରୁ ଅଧିକ ବର୍ଷା ଆଶା, ୭ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା
  • ||

ଏସ୍‌ବିଆଇର ପରବର୍ତ୍ତୀ ଅଧ୍ୟକ୍ଷ ହୋଇପାରନ୍ତି ଚଲା ଶ୍ରୀନିବାସୁଲୁ ସେଟ୍ଟି

ନୂଆଦିଲ୍ଲୀ,୩୦/୦୬: ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ(ଏସ୍‌ବିଆଇ) ର ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇପାରନ୍ତି  ଚଲା ଶ୍ରୀନିବାସୁଲୁ ସେଟ୍ଟି । ଏହି ପଦବୀ ପାଇଁ ୩ ଜଣ ପ୍ରାର୍ଥୀଙ୍କୁ  ଭେଟିବା ପରେ ଏକ ସରକାରୀ  ପ୍ୟାନେଲ ଶ୍ରୀନିବାସୁଲୁ ସେଟ୍ଟିଙ୍କ  ନାମକୁ ସୁପାରିସ କରିଛି । ଏସ୍‌ବିଆଇର ଅଧ୍ୟକ୍ଷ ପଦ ପାଇଁ  ପ୍ରାର୍ଥୀ ଚୂଡ଼ାନ୍ତ କରିବା ନିମନ୍ତେ ଶନିବାର ବିତ୍ତୀୟ ସେବା ପ୍ରତିଷ୍ଠାନ  ବ୍ୟୁରୋ ୩ ଜଣ ପ୍ରାର୍ଥୀଙ୍କୁ ଭେଟିଥିବା ପ୍ୟାନେଲ ପକ୍ଷରୁ ସୂଚନା  ଦିଆଯାଇଛି । ପ୍ରଦର୍ଶନ ଏବଂ ଅଭିଜ୍ଞତା ଆଧାରରେ ସେଟ୍ଟି ଏହି  ପଦବୀ ପାଇଁ ଉପଯୁକ୍ତ ପ୍ରାର୍ଥୀ ବୋଲି ବ୍ୟୁରୋ ଉଲ୍ଲେଖ କରିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.