ପ୍ରମୂଖ ଖବର
  • ଆରପାରିରେ ଭୁବନେଶ୍ୱର ମଧ୍ୟ ପୂର୍ବତନ ବିଧାୟକ ବିଜୟ କୁମାର ମହାନ୍ତି
  • ||
  • ଶ୍ରୀମନ୍ଦିର ସମ୍ମୁଖରେ ଭକ୍ତ-ସେବାୟତ ଧସ୍ତାଧସ୍ତି, ଅଟକାଇ ପାରିଲାନି ପୋଲିସ ପ୍ରଶାସନ
  • ||
  • ଭରତପୁର ଥାନାରେ ହଙ୍ଗାମା ମାମଲା: ଆରମ୍ଭ ହେଲା ସାକ୍ଷ୍ୟ ପ୍ରମାଣ
  • ||
  • ଭୁବନେଶ୍ୱର : ଆଇନମନ୍ତ୍ରୀଙ୍କ ଘୋଷଣା, ନୂଆ ବର୍ଷରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ
  • ||
  • କୋରାପୁଟ : ୩୨୫ କେଜି ଗଞ୍ଜେଇ ଜବତ, ୨ ଗିରଫ
  • ||
  • ଡିସେମ୍ବର ୩୧ ସୁଦ୍ଧା ପହଞ୍ଚିବ ଯୁକ୍ତ ଦୁଇ ପ୍ରଶ୍ନପତ୍ର, ଜାନୁଆରୀ ୨ରୁ ପ୍ରାକ୍ଟିକାଲ ପରୀକ୍ଷା
  • ||
  • ଆଠଗଡ଼ : ଅଦିନିଆ ବର୍ଷା ପରେ ଚିନ୍ତାରେ ଚାଷୀ, ପାଣିରେ ବୁଡ଼ି ରହିଛି ଧାନ
  • ||
  • ଷ୍ଟିଲ୍ ସିଟିରେ ଯୁବକଙ୍କୁ ଗୁଳିମାଡ, ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ନବରଙ୍ଗପୁର : ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ୨ ଯୁବକଙ୍କ ମୃତ୍ୟୁ
  • ||
  • ବାଙ୍ଗିରିପୋଷି : ଅଚେତ ଅବସ୍ଥାରେ ପଡିଛି ହାତୀ: ମୃତ୍ୟୁ ହୋଇଥିବା ସନ୍ଦେହ, ବନ ବିଭାଗର ତଦନ୍ତ ଆରମ୍ଭ
  • ||
  • ଜଗତସିଂହପୁର : ଚାଷୀଙ୍କ ଆଖିରେ ଲୁହ ଦେଇଗଲା ବର୍ଷା, ୫୦ହଜାର ହେକ୍ଟର ଜମିର ଫସଲ ନଷ୍ଟ
  • ||
  • ରାଜଧାନୀରେ ବର୍ଷା ପାଇଁ ପଥ ଉତ୍ସବ ବାତିଲ, ଏକ୍ସରେ ସୂଚନା ଦେଲା ବିଏମ୍‌ସି
  • ||
  • ବୋରିଗୁମ୍ମା : ହଷ୍ଟେଲରେ ପାନୀୟ ଜଳ ସମସ୍ୟା ନେଇ ଚେତିଲେ ଅବିଭାବକ, ସମାଧାନ ନହେଲେ ରାଜରାସ୍ତାକୁ ଓହ୍ଲାଇବାକୁ ଚେତାବନୀ
  • ||
  • ବ୍ରାଜିଲରେ ଭୟଙ୍କର ଦୁର୍ଘଟଣା, ଟ୍ରକକୁ ପିଟିଲା ବସ୍, ୩୮ ମୃତ ୯ ଗୁରୁତର
  • ||
  • ୨୭ରୁ ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା: ଆଜି ଦକ୍ଷିଣରେ ହାଲୁକା ବର୍ଷା, ବାକି ଅଞ୍ଚଳ ଶୁଖିଲା
  • ||
  • ବଣାଇ : ଜକେଇକେଲା ଗାଁରେ ଅଘଟଣ, ଦନ୍ତା ଆକ୍ରମଣରେ ବ୍ୟକ୍ତିଙ୍କ ମୃତ୍ୟୁ
  • ||

ଛତିଶଗଡରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୫ ମୃତ, ଏକାଧିକ ଆହତ

Published By : Anindita | December 22, 2024 9:19 AM

ନୂଆଦିଲ୍ଲୀ,୨୨/୧୨: ଛତିଶଗଡରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ।  ଭାରସାମ୍ୟ ହରାଇ ଓଲଟିଲା ଟ୍ରକ । ଫଳରେ ଚାଲିଗଲା ୫ ଜଣଙ୍କ ଜୀବନ । ସେହିପରି ଏଥିରେ ଏକାଧିକ ଆହତ ହୋଇଥିବା ଜଣାପଡ଼ିଛି। ତେବେ  ଛତିଶଗଡ଼ ବସ୍ତର ଜିଲ୍ଲାରୁ ଏହି ଘଟଣା ସାମ୍ନାକୁ ଆସିଛି। 

ସୂଚନା ମୁତାବକ, ଏହି ଟ୍ରକରେ ଏକାଧିକ ୪୫ରୁ ଅଧିକ ଯାତ୍ରୀ ଯାତ୍ରା କରୁଥିଲେ। ଛତିଶଗଡର ବସ୍ତର ଜିଲ୍ଲାରେ ଭୋର ୪.୩୦ ମିନିଟରେ  ଟ୍ରକଟି  ଯାଉଥିବା ବେଳେ ଭାରସାମ୍ୟ ହରାଇ ଓଲଟି  ପଡିଥିଲା । ଫଳରେ ଘଟଣାସ୍ଥଳରେ ୫ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ୩୦ ରୁ ଉର୍ଦ୍ଧ୍ବ ଆହତ ହୋଇଛନ୍ତି ।  ବସ୍ତରଜିଲ୍ଲା ଦରଭା ଘାଟିରେ ଏହି ଟ୍ରକଟି ଓଲଟିପଡିଛି। ଚନ୍ଦାମେଟା ସପ୍ତାହିକ ହାଟରୁ ଏହି ଟ୍ରକ୍‌ ଫେରୁଥିବା ବେଳେ ଘଟଣା ଘଟିଥିବା ଜଣାପଡିଛି। ଏନେଇ ଜଣେ ମେଡ଼ିକାଲ ଅଫିସର ଦିଲ୍ଲୀପ କସ୍ୟପ  କହିଛନ୍ତି ଯେ, 'ଆମେ ଭୋର ୪.୩୦ରେ ଖବର ପାଇଲୁ ଦୁର୍ଘଟଣା ହୋଇଥିବା ନେଇ। ଏଥିରେ ପାଖପାଖି ୩୦ ଲୋକ ଆହତ ହୋଇ ଡ଼ାକ୍ତରଖାନାରେ ଭର୍ତ୍ତି ହୋଇଥିବା ବେଳେ ୫ ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଥିଲା ।'

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.